ରାଜ୍ୟ କ୍ୟାବିନେଟରେ 11ଟି ବିଭାଗର 13 ପ୍ରସ୍ତାବକୁ ମଞ୍ଜୁରୀ

Spread the love

ଭୁବନେଶ୍ୱର : (ଜେଏମଜେ ବ୍ୟୁରୋ): ରାଜ୍ୟ କ୍ୟାବିନେଟରେ 13 ପ୍ରସ୍ତାବକୁ ମଞ୍ଜୁରୀ । 11ଟି ବିଭାଗର 13ଟି ପ୍ରସ୍ତାବ ଉପରେ ବାଜିଲା ମୋହର । କ୍ୟାବିନେଟ ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ।

ମୟୂରଭଞ୍ଜ ରାଇରଙ୍ଗପୁରରେ ଏକ ନୂତନ ପୋଲିସ ଜିଲ୍ଲା ଖୋଲିବ । ଏମର୍ଜେନ୍ସି ରେସପନ୍ସ ସପୋର୍ଟ ସିଷ୍ଟମକୁ ଅନୁମୋଦନ । ଏମର୍ଜେନ୍ସି ରେସପନ୍ସ ସପୋର୍ଟ ସିଷ୍ଟମ ପାଇଁ ସୃଷ୍ଟି ହେବ 4 ହଜାର 195 ପୋଷ୍ଟ ।ଓଡ଼ିଶା ଆଦର୍ଶ ବିଦ୍ୟାଳୟମାସିକ ହଷ୍ଟେଲ ଫି’ 2 ହଜାର ଟଙ୍କା ଛାଡ଼ ନିଷ୍ପତ୍ତି । ସମୃଦ୍ଧ ସହର ଯୋଜନାକୁ ରାଜ୍ୟ କ୍ୟାବିନେଟରେ ଅନୁମୋଦନ । ସମୃଦ୍ଧ ସହର ଯୋଜନା ପାଇଁ 4,879.30 କୋଟି ବ୍ୟୟ ଅଟକଳ ।

2036 ସୁଦ୍ଧା ବିକଶିତ ଓଡ଼ିଶା ଗଠନରେ ସମୃଦ୍ଧ ସହର ଯୋଜନା ସହାୟକ ହେବ । ସ୍ବରାଷ୍ଟ୍ର, ସ୍ବାସ୍ଥ୍ୟ, ରାଜସ୍ବ, ଶକ୍ତି ବିଭାଗ ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ । ଗୃହ ନିର୍ମାଣ ଓ ଗଣଶିକ୍ଷା ବିଭାଗ ପ୍ରସ୍ତାବକୁ ବି ମିଳିଲା ମୋହର ।

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 18 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    • By jmjnewso
    • September 14, 2026
    • 25 views
    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    ଗଞ୍ଜାମ ଜିଲ୍ଲା ଲେଖକ ଓ ଲେଖିକା ସାମ୍ମୁଖ୍ୟ ର ବାର୍ଷିକ ଉତ୍ସବ ପ୍ରସ୍ତୁତି ବୈଠକ

    • By jmjnewso
    • September 14, 2026
    • 23 views
    ଗଞ୍ଜାମ ଜିଲ୍ଲା ଲେଖକ ଓ ଲେଖିକା ସାମ୍ମୁଖ୍ୟ ର ବାର୍ଷିକ ଉତ୍ସବ ପ୍ରସ୍ତୁତି ବୈଠକ

    ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ, ୩ ମାସରେ ୩ ବାତ୍ୟା ସମ୍ଭାବନା

    • By jmjnewso
    • September 14, 2026
    • 10 views
    ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ, ୩ ମାସରେ ୩ ବାତ୍ୟା ସମ୍ଭାବନା

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    • By jmjnewso
    • September 14, 2026
    • 8 views
    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର