କେନ୍ଦ୍ରାପଡ଼ା ରୁ ମୁମ୍ବାଇ ଛାଡ଼ିଲା ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର

Spread the love

ଜେଏମଜେ ବ୍ୟୁରୋ : ମାସାଧିକ କାଳ ଅଟକି ରହିବା ପରେ କେନ୍ଦ୍ରାପଡ଼ା ଛାଡ଼ିଛି ଅଚଳ ହେଲିକପ୍ଟର। ମାସେ ୭ ଦିନ ଧରି କେନ୍ଦ୍ରାପଡ଼ା ସ୍ବୟଂଶାସିତ କଲେଜ ପଡ଼ିଆରେ ପଡ଼ି ରହିବା ପରେ ଆଜି ସନ୍ଧ୍ୟାରେ ଏକ ଟ୍ରକ୍ ରେ ଲଦା ହୋଇ ହେଲିକପ୍ଟରଟି ମୁମ୍ବାଇ ଯାଇଛି lମୁମ୍ବାଇରୁ ଆସିଥିବା ଟେକ୍ନିକାଲ ଟିମ୍ ଙ୍କ ତତ୍ତ୍ଵାବଧାନରେ ହେଲିକପ୍ଟରଟିକୁ ନିଆଯାଉଛି l ମୁମ୍ବାଇରେ ପହଁଞ୍ଚିବା ପାଇଁ ୮ରୁ ୧୦ ଦିନ ସମୟ ଲାଗିବ ବୋଲି ଜଣାପଡିଛି l ଆଜି ସନ୍ଧ୍ୟାରେ ସ୍ଥାନୀୟ ପୋଲିସ, ଅଗ୍ନିଶମ ବାହିନୀ ଓ ଇଞ୍ଜିନିୟର ମାନଙ୍କ ମିଳିତ ସହଯୋଗରେ ହେଲିକପ୍ଟର ଲଦା ହୋଇଥିବା ଲମ୍ବା ଟ୍ରକ୍କୁ ସାବଧାନତାର ସହିତ ମୂଖ୍ୟ ରାସ୍ତାକୁ ଅଣାଯାଇଥିଲା l ଏହାକୁ ଦେଖିବା ପାଇଁ ବେଶ୍ ଭିଡ ଜମିଥିଲା l

ଖବର ମୁତାବକ, ଗତ ଜୁନ ୯ ତାରିଖରେ ମୁଖ୍ୟମନ୍ତ୍ରୀଙ୍କୁ ନେଇ କେନ୍ଦ୍ରାପଡା ଯାଇଥିଲା ଏହି ହେଲିକପ୍ଟର l ସେଠାରେ ବଜ୍ରପାତରେ ହେଲିକପ୍ଟରଟି ଅଚଳ ହୋଇ ପଡିଥିଲା l ଏଣୁ ଦୀର୍ଘ ଦିନ ହେବ କଲେଜ ପଡ଼ିଆରେ ଥୁଆ ହୋଇ ରହିଥିଲା।

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    • By jmjnewso
    • September 14, 2026
    • 18 views
    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 21 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    • By jmjnewso
    • September 14, 2026
    • 25 views
    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    ଗଞ୍ଜାମ ଜିଲ୍ଲା ଲେଖକ ଓ ଲେଖିକା ସାମ୍ମୁଖ୍ୟ ର ବାର୍ଷିକ ଉତ୍ସବ ପ୍ରସ୍ତୁତି ବୈଠକ

    • By jmjnewso
    • September 14, 2026
    • 23 views
    ଗଞ୍ଜାମ ଜିଲ୍ଲା ଲେଖକ ଓ ଲେଖିକା ସାମ୍ମୁଖ୍ୟ ର ବାର୍ଷିକ ଉତ୍ସବ ପ୍ରସ୍ତୁତି ବୈଠକ

    ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ, ୩ ମାସରେ ୩ ବାତ୍ୟା ସମ୍ଭାବନା

    • By jmjnewso
    • September 14, 2026
    • 11 views
    ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ, ୩ ମାସରେ ୩ ବାତ୍ୟା ସମ୍ଭାବନା

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    • By jmjnewso
    • September 14, 2026
    • 8 views
    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ