ସୌମ୍ୟାଶୀଙ୍କ ପାଇଁ କଂଗ୍ରେସ ପାଳିବ ଶ୍ରଦ୍ଧାଞ୍ଜଳି ଦିବସ।

Spread the love

ଜେଏମଜେ ବ୍ୟୁରୋ : ଆସନ୍ତା ୨୧ ତାରିଖରେ ବିଜେଡି ଆରଡିସି ସ୍ତରୀୟ ବିକ୍ଷୋଭ ପାଇଁ ଘୋଷଣା କରିଥିବା ବେଳେ କଂଗ୍ରେସ ମଧ୍ୟ ଏକ ବଡ଼ ନିଷ୍ପତ୍ତି ନେଇଛି। ଏଫ୍‌ଏମ୍‌ କଲେଜ ମୃତ ଛାତ୍ରୀଙ୍କ ଏକାଦଶାହକୁ ଶ୍ରଦ୍ଧାଞ୍ଜଳି ଦିବସ ପାଳିବ କଂଗ୍ରେସ। ପିସିସି ସଭାପତି ଭକ୍ତ ଚରଣ ଦାସ ଘୋଷଣା କରି କହିଛନ୍ତି, ସୌମ୍ୟାଶୀଙ୍କ ପାଇଁ କଂଗ୍ରେସ ପାଳିବ ଶ୍ରଦ୍ଧାଞ୍ଜଳି ଦିବସ।

କଂଗ୍ରେସ, ବାମ ଦଳ ସମେତ ୮ଟି ଦଳ ପାଳିବ ବୋଲି ସୂଚନା ଦେଇଛନ୍ତି ଭକ୍ତ। ସମସ୍ତ ଶିକ୍ଷାନୁଷ୍ଠାନରେ ୨ ମିନିଟ୍‌ ନୀରବ ପ୍ରାର୍ଥନା ପାଇଁ ପିସିସି ସଭାପତି ଅପିଲ କରିଛନ୍ତି।

ଅନ୍ୟପଟେ ଛାତ୍ରୀ ମୃତ୍ୟୁ ଘଟଣାରେ କଲେଜରେ ତଦନ୍ତକାରୀ ଟିମ ପହଞ୍ଚିଛନ୍ତି। ଉଚ୍ଚ ଶିକ୍ଷା ନିର୍ଦ୍ଦେଶକଙ୍କ ଅଧ୍ୟକ୍ଷତାରେ ୩ ଜଣିଆ ଟିମ ପହଞ୍ଚିଛି। କଲେଜ ICC ସଦସ୍ୟଙ୍କୁ ପଚରାଉଚରା ପାଇଁ ପହଞ୍ଚିଥିବା ସୂଚନା ରହିଛି। ICC ସଦସ୍ୟଙ୍କୁ କ୍ରାଇମବ୍ରାଞ୍ଚ ଟିମ ପଚରାଉଚରା କରୁଛି।

  • jmjnewso

    Related Posts

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟରେ ଭିତ୍ତିଭୂମି ବିକାଶ କାର୍ଯ୍ୟର ମନ୍ଥର ଗତିକୁ ନେଇ ବ୍ୟାପକ ଅସନ୍ତୋଷ ମଧ୍ୟରେ, ବର୍ତ୍ତମାନ ଖୋଦ ଶାସକ ଦଳର ତିନିଜଣ ପ୍ରଭାବଶାଳୀ ସାଂସଦ ସରକାରଙ୍କ ଉପରେ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି।ବଲାଙ୍ଗୀର…

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    Spread the love

    Spread the loveଜେଏମଜେ ବ୍ୟୁରୋ : ସରକାରୀ କାମରେ ବଡ଼ ଗଡ଼ବଡ଼ର ଅଭିଯୋଗ । ଚିଠି ଲେଖି ଅସନ୍ତୋଷ ଝାଡ଼ିଲେ ତିନି ସାଂସଦ । ସଙ୍ଗୀତା ସିଂଦେଓ, ବଳଭଦ୍ର ମାଝୀ,ଓ ପାଣିଗ୍ରାହୀଙ୍କ ଚିଠି । ତେବେ ଚିଠିରେ କେଉଁ ସାଂସଦ କଣ…

    Leave a Reply

    Your email address will not be published. Required fields are marked *

    You Missed

    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    • By jmjnewso
    • September 16, 2026
    • 23 views
    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    • By jmjnewso
    • September 16, 2026
    • 30 views
    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    • By jmjnewso
    • September 16, 2026
    • 27 views
    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    • By jmjnewso
    • September 16, 2026
    • 40 views
    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 47 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 41 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍