କଂଗ୍ରେସ ଭବନରେ ଖୋଲିବ ମହିଳା ଅଭିଯୋଗ ପ୍ରକୋଷ୍ଠ

Spread the love

ଜେଏମଜେ ବ୍ୟୁରୋ: କଂଗ୍ରେସ ଭବନରେ ଖୋଲିବ ମହିଳା ଅଭିଯୋଗ ପ୍ରକୋଷ୍ଠ। ଏହାଛଡ଼ା ଏକ ସ୍ୱତନ୍ତ୍ର ମହିଳା ସୁରକ୍ଷା ଆପ୍ ବି ଲଞ୍ଚ କରିବ କଂଗ୍ରେସ। ଏହାଛଡ଼ା  ଆସନ୍ତା ୨୪ ତାରିଖ ଦିନ ରାଜ୍ୟ ସାରା କଂଗ୍ରେସ ପାଳନ କରିବ ଶ୍ରଦ୍ଧାଞ୍ଜଳି ଦିବସ।ଏନେଇ ପିସିସି ସଭାପତି ଭକ୍ତ ଦାସ ବଡ଼ ଘୋଷଣା କରିଛନ୍ତି।

ସେ କହିଛନ୍ତି, ରାଜ୍ୟରେ ଅସୁବିଧାରେ ଥିବା ମହିଳାମାନେ ଏହି ଆପ୍‌ରେ ଆସି ଅଭିଯୋଗ କରି ପାରିବେ। ମହିଳାଙ୍କ ଅସୁବିଧା କଂଗ୍ରେସ ସମାଧାନ କରିବ। ଆତ୍ମହତ୍ୟା କରିଥିବା ଛାତ୍ରୀଙ୍କ ଶ୍ରାଦ୍ଧ ଦିବସ ଥିବାରୁ ଏହି କାର୍ଯ୍ୟକ୍ରମ ହାତକୁ ନେଇଛି କଂଗ୍ରେସ। କଂଗ୍ରେସ ସହ ସାମିଲ ହେବେ ୮ ବାମ ପନ୍ଥୀ ଦଳ। ରାଜ୍ୟରେ ଗତ କିଛି ଦିନରେ ହତ୍ୟା, ଆତ୍ମହତ୍ୟାର ଶିକାର ହୋଇଥିବା ଛାତ୍ରୀଙ୍କ ଉଦ୍ଦେଶ୍ୟରେ ଏହା ପାଳିତ ହେବ। କଲେଜ୍ ଓ ୟୁନିଭରସିଟିରେ ଦୁଇ ମିନିଟ ପାଇଁ ନିରବ ପ୍ରାର୍ଥନା ସହ ଏହି ଦିବସ ପାଳନ ପାଇଁ ନିବେଦନ କରୁଛି। ୨୪ ତାରିଖ ପରେ କଣ କାର୍ଯ୍ୟକ୍ରମ ହାତକୁ ନିଆଯିବ, ସମସ୍ତ ଦଳ ମିଳିତ ବୈଠକ କରି ନିଷ୍ପତ୍ତି ନେବେ।

  • jmjnewso

    Related Posts

    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    Spread the love

    Spread the loveଜେଏମଜେ ବ୍ୟୁରୋ : ବିଜେପିର ରାଜ୍ୟସଭା ସାଂସଦ ତଥା ଉତ୍ତରପ୍ରଦେଶର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଡା. ଦିନେଶ ଶର୍ମା ରାଜ୍ୟସଭା ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ରାଜ୍ୟସଭାର ଚେୟାରମ୍ୟାନ୍ ସି.ପି. ରାଧାକୃଷ୍ଣନ ତାଙ୍କ ଇସ୍ତଫାକୁ ଗ୍ରହଣ କରିବା ସହ ତାଙ୍କ ଆସନକୁ…

    MMDR ଆକ୍ଟକୁ ଜୋରଦାର ବିରୋଧ, ଇଣ୍ଡିଆ ବ୍ଲକର ବିଶାଳ ସମାବେଶ, ଆସନ୍ତାକାଲି ବିକ୍ଷୋଭ କରିବ ବିଜେଡି

    Spread the love

    Spread the loveଭୁବନେଶ୍ଵର, ୮/୯ : ଜେଏମଜେ ନ୍ୟୁଜ : ଏମଏମଡିଆର ବିଲ ବିରୋଧ କରି ଭୁବନେଶ୍ୱର ଲୋୟର ପିଏମଜିରେ ଇଣ୍ଡିଆ ବ୍ଲକ ପକ୍ଷରୁ ବିଶାଳ ସମାବେଶ ଅନୁଷ୍ଠିତ ହୋଇଛି । ଆସନ୍ତା ୨୯ ତାରିଖରେ ବିଧାନସଭା ଘେରାଉ କରିବାକୁ ଇଣ୍ଡିଆ…

    Leave a Reply

    Your email address will not be published. Required fields are marked *

    You Missed

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 24 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 38 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    • By jmjnewso
    • September 15, 2026
    • 31 views
    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    • By jmjnewso
    • September 15, 2026
    • 42 views
    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    • By jmjnewso
    • September 15, 2026
    • 39 views
    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    • By jmjnewso
    • September 15, 2026
    • 31 views
    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ