ସ୍ୱାମୀ ଲଣାନନ୍ଦ, ନବ ଦାସ, ମମିତା ମେହେର ହତ୍ୟା ପ୍ରସଙ୍ଗର ସିବିଆଇ ତଦନ୍ତ ଦାବୀ କଲେ ଜୟନାରାୟଣ

Spread the love

ଜେଏମଜେ ବ୍ୟୁରୋ : ଶୂନ୍ୟକାଳରେ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉଠାଇଲେ ବିଜେପି ବିଧାୟକ ଜୟନାରାୟଣ ମିଶ୍ର । ସ୍ୱାମୀ ଲଣାନନ୍ଦ, ନବ ଦାସ, ମମିତା ମେହେର ହତ୍ୟା ପ୍ରସଙ୍ଗ ଉଠାଇଲେ । ମମିିତା ହତ୍ୟା ଅଭିଯୁକ୍ତ ଗୋବନ୍ଦ ସାହୁଙ୍କ ମୃତ୍ୟୁ ପ୍ରସଙ୍ଗ ମଧ୍ୟ ଉଠାଇଲେ । ଏସବୁ ମାମଲା ଏବେବିି ଲୋକଙ୍କ ଭିତରେ ସନ୍ଦେହ ସୃଷ୍ଟି କରୁଛିି । ସରକାର ସିବିଆଇକୁ ତଦନ୍ତ ଦାୟିତ୍ୱ ଦେଇ ସନ୍ଦେହ ଦୂର କରିବେ କି ?
ଲୋକଙ୍କ ମନରେ ଥିବା ସନ୍ଦେହକୁ ଦୂର ପାଇଁ ଉଦ୍ୟମ କରିବେ ବି ପ୍ରଶ୍ନ କଲେ । ଲୋକଙ୍କ ମନରେ ଥିବା ସନ୍ଦେହକୁ ଦୂର ପାଇଁ ଉଦ୍ୟମ କରିବେ ବି ପ୍ରଶ୍ନ କଲେ ଜୟନାରାୟଣ ।

  • Related Posts

    ମହିଳା ମାଓବାଦୀ ମୋଙ୍ଗଡ଼ିଙ୍କ ଆତ୍ମସମର୍ପଣ;

    Spread the love

    Spread the loveରାଉରକେଲା: ଜେଏମଜେ ନ୍ୟୁଜ : ଜଣେ ମହିଳା ମାଓବାଦୀ ରାଉରକେଲା ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି । ସୂଚନାଥାଉକି, ସେ ସୁନ୍ଦରଗଡ଼ ଜିଲ୍ଲାରେ ଘଟିଥିବା ବାଙ୍କୋ ଖଣିରୁ ୫ ହଜାର କେଜି ବିସ୍ଫୋରକ ଲୁଟ୍ ଘଟଣାରେ ସଂପୃକ୍ତ ଥିଲେ।…

    ଦିନଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ପୁଲିସ ଉପରେ ଆକ୍ରମଣ: ଆଇନ ଶୃଙ୍ଖଳା କୁ ଉଠିଲା ପ୍ରଶ୍ନ?

    Spread the love

    Spread the loveବାଲିଗୁଡା : ଜେଏମଜେ ନ୍ୟୁଜ : ଅନ୍ୟକୁ ସୁରକ୍ଷା ଯୋଗାଇବା ପାଇଁ ନ୍ୟସ୍ତ ଥିବା ପୁଲିସ ଅଧିକାରୀଙ୍କ ଉପରେ ଦିନ ଦ୍ବିପ୍ରହରରେ ବିଚ୍ ରାସ୍ତାରେ ଆକ୍ରମଣ ହେବା ଘଟଣା ଏବେ ପୁଲିସର ପାରିବାପଣିଆକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି କରିଛି।…

    Leave a Reply

    Your email address will not be published. Required fields are marked *

    You Missed

    ମନଇଚ୍ଛା ବଦଳି ନେଇପାରିବେନି ସରକାରୀ ଅଧିକାରୀ

    ମନଇଚ୍ଛା ବଦଳି ନେଇପାରିବେନି ସରକାରୀ ଅଧିକାରୀ

    ଆଜି ଅପରାହ୍ନ ୪ଟାରେ ମମତାଙ୍କ ସାମ୍ବାଦିକ ସମ୍ମିଳନୀ

    ଆଜି ଅପରାହ୍ନ ୪ଟାରେ ମମତାଙ୍କ ସାମ୍ବାଦିକ ସମ୍ମିଳନୀ

    ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ୨୦୨୬: ଟିଏମସିକୁ ପଛରେ ପକାଇ ଆଗରେ ବିଜେପି

    ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ୨୦୨୬: ଟିଏମସିକୁ ପଛରେ ପକାଇ ଆଗରେ ବିଜେପି

    ବାହାଘର ପ୍ରୋଶେସନ ବେଳେ ସଂଘବଦ୍ଧ ଆକ୍ରମଣରେ ଯୁବକ ମୃତ: ପ୍ରବଳ ଉତ୍ତେଜନା. ପୋଲିସ ମୁତୟନ।

    ବାହାଘର ପ୍ରୋଶେସନ ବେଳେ ସଂଘବଦ୍ଧ ଆକ୍ରମଣରେ ଯୁବକ ମୃତ: ପ୍ରବଳ ଉତ୍ତେଜନା. ପୋଲିସ ମୁତୟନ।

    ବାଚସ୍ପତି କମିଟି ସମ୍ମିଳନୀ: ଦଳ ବଦଳ ଆଇନ ଉପରେ ତର୍ଜମା

    ବାଚସ୍ପତି କମିଟି ସମ୍ମିଳନୀ: ଦଳ ବଦଳ ଆଇନ ଉପରେ ତର୍ଜମା

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!