ଛାତ୍ରୀ ଙ୍କୁ ପେଟ୍ରୋଲ ପକାଇ ନିଆଁ ଲଗାଇ ଦେଲେ 3 ଜଣ ଦୁର୍ବୁତ୍ତ.

Spread the love

ଜେଏମଜେ ବ୍ୟୁରୋ : ପୁଣି ଏକ ବଡ଼ ଖବର ସାମନା କୁ ଆସିଛି ଜଣେ ଛାତ୍ରୀ ଙ୍କୁ ପେଟ୍ରୋଲ ପକାଇ ନିଆଁ ଲଗାଇଦେଲେ 3 ଜଣ ଦୁର୍ବୁତ୍ତ.। ଏ ହେଉଛି ସବୁଠାରୁ ବଡ଼ ଖବର ଓ ସମ୍ବେଦନଶୀଳ ଖବର…. ରାଜ୍ୟରେ କିଭଳି ରହିଛି ଆଇନ ଶୃଙ୍ଖଳା ବ୍ୟବସ୍ଥା ତାହାକୁ ନେଇ ପ୍ରଶ୍ନ ଉଠିଛି.. ଯାହା ସୂଚନା ମିଳିଛି
ନାବାଳିକା ଜଣକ ୬୦% ପୋଡି ଯାଇଥିବା ଡାକ୍ତର କହିଲେ । ଏବେ ପୀଡିତା ଏମ୍‌ସରେ ଚିକିତ୍ସିତ ହେଉଛନ୍ତି ବଳଙ୍ଗା ପୋଡି ଛାତ୍ରୀ । କିଏ ଏମିତି କଲା ଓ କାହିଁକି କଲା ତଦନ୍ତ କରୁଛି ପୁଲିସ । ସୂଚନାମୁତାବକ, ସକାଳୁ ସାଙ୍ଗ ଘରକୁ ଯାଉଥିଲା ବାଟରେ ନାବାଳିକାକୁ ଉଠାଇନେଲେ ୩ ଦୁର୍ବୃତ୍ତ । ମୁହଁରେ କପଡ଼ା ବାନ୍ଧି ଭାର୍ଗବୀ ନଦୀ ପଠାକୁ ନେଇଗଲେ ।
ପେଟ୍ରୋଲ ଢ଼ାଳି ନିଆଁ ଲଗାଇ ଜାଳିଦେଲେ । ଅଘଟଣ ବେଳେ ପହଞ୍ଚିଥିଲେ କିଛି ସ୍ଥାନୀୟ ଲୋକ । ଲୋକଙ୍କୁ ଦେଖି ଚମ୍ପଟ ମାରିଥିଲେ ଦୁର୍ବୃତ୍ତ । ନିଆଁ ଲିଭାଇବା ସହ ନାବାଳିକାକୁ କରିଥିଲେ ଉଦ୍ଧାର ।

ମତେ ବଞ୍ଚାନ୍ତୁ ବୋଲି ଗୁହାରି କରିଥିଲେ ନାବାଳିକା । ନାବାଳିକାର ପୋଷାକ, ଚପଲ ପୋଡ଼ି ଯାଇଥିଲା । ତୁରନ୍ତ ନାବାଳିକା ଘରେ ଖବର ଦିଆଯାଇଥିଲା । ପିପିଲି ମେଡିକାଲରେ ଦିଆଯାଇଥିଲା ପ୍ରାଥମିକ ଚିକିତ୍ସା । ପରେ ପୀଡ଼ିତାଙ୍କୁ ଏମ୍ସ ସ୍ଥାନାନ୍ତର କରାଯାଇଛି ।
ବ୍ୟୁରୋ ରିପୋର୍ଟ jmj ନ୍ୟୁଜ

  • jmjnewso

    Related Posts

    ମହିଳା ମାଓବାଦୀ ମୋଙ୍ଗଡ଼ିଙ୍କ ଆତ୍ମସମର୍ପଣ;

    Spread the love

    Spread the loveରାଉରକେଲା: ଜେଏମଜେ ନ୍ୟୁଜ : ଜଣେ ମହିଳା ମାଓବାଦୀ ରାଉରକେଲା ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି । ସୂଚନାଥାଉକି, ସେ ସୁନ୍ଦରଗଡ଼ ଜିଲ୍ଲାରେ ଘଟିଥିବା ବାଙ୍କୋ ଖଣିରୁ ୫ ହଜାର କେଜି ବିସ୍ଫୋରକ ଲୁଟ୍ ଘଟଣାରେ ସଂପୃକ୍ତ ଥିଲେ।…

    ଦିନଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ପୁଲିସ ଉପରେ ଆକ୍ରମଣ: ଆଇନ ଶୃଙ୍ଖଳା କୁ ଉଠିଲା ପ୍ରଶ୍ନ?

    Spread the love

    Spread the loveବାଲିଗୁଡା : ଜେଏମଜେ ନ୍ୟୁଜ : ଅନ୍ୟକୁ ସୁରକ୍ଷା ଯୋଗାଇବା ପାଇଁ ନ୍ୟସ୍ତ ଥିବା ପୁଲିସ ଅଧିକାରୀଙ୍କ ଉପରେ ଦିନ ଦ୍ବିପ୍ରହରରେ ବିଚ୍ ରାସ୍ତାରେ ଆକ୍ରମଣ ହେବା ଘଟଣା ଏବେ ପୁଲିସର ପାରିବାପଣିଆକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି କରିଛି।…

    Leave a Reply

    Your email address will not be published. Required fields are marked *

    You Missed

    ମନଇଚ୍ଛା ବଦଳି ନେଇପାରିବେନି ସରକାରୀ ଅଧିକାରୀ

    ମନଇଚ୍ଛା ବଦଳି ନେଇପାରିବେନି ସରକାରୀ ଅଧିକାରୀ

    ଆଜି ଅପରାହ୍ନ ୪ଟାରେ ମମତାଙ୍କ ସାମ୍ବାଦିକ ସମ୍ମିଳନୀ

    ଆଜି ଅପରାହ୍ନ ୪ଟାରେ ମମତାଙ୍କ ସାମ୍ବାଦିକ ସମ୍ମିଳନୀ

    ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ୨୦୨୬: ଟିଏମସିକୁ ପଛରେ ପକାଇ ଆଗରେ ବିଜେପି

    ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ୨୦୨୬: ଟିଏମସିକୁ ପଛରେ ପକାଇ ଆଗରେ ବିଜେପି

    ବାହାଘର ପ୍ରୋଶେସନ ବେଳେ ସଂଘବଦ୍ଧ ଆକ୍ରମଣରେ ଯୁବକ ମୃତ: ପ୍ରବଳ ଉତ୍ତେଜନା. ପୋଲିସ ମୁତୟନ।

    ବାହାଘର ପ୍ରୋଶେସନ ବେଳେ ସଂଘବଦ୍ଧ ଆକ୍ରମଣରେ ଯୁବକ ମୃତ: ପ୍ରବଳ ଉତ୍ତେଜନା. ପୋଲିସ ମୁତୟନ।

    ବାଚସ୍ପତି କମିଟି ସମ୍ମିଳନୀ: ଦଳ ବଦଳ ଆଇନ ଉପରେ ତର୍ଜମା

    ବାଚସ୍ପତି କମିଟି ସମ୍ମିଳନୀ: ଦଳ ବଦଳ ଆଇନ ଉପରେ ତର୍ଜମା

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!