ନାବାଳିକାକୁ ନିଆଁ ଲଗାଇଦେବା ଘଟଣା, ଦୋଷୀଙ୍କୁ ତୁରନ୍ତ ଗିରଫ ନିର୍ଦ୍ଦେଶ ଦେଲେ ଉପମୁଖ୍ୟମନ୍ତ୍ରୀ

Spread the love

ଜେଏମଜେ ବ୍ୟୁରୋ : ପୁରୀ ଜିଲ୍ଲା ନିମାପଡ଼ା ବଳଙ୍ଗାଥାନା ଅଞ୍ଚଳରେ ନାବାଳିକାକୁ ନିଆଁ ଲଗାଇଦେବା ଘଟଣାରେ ଦୋଷୀଙ୍କ ବିରୋଧରେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ। ଦୋଷୀଙ୍କୁ ତୁରନ୍ତ ଗିରଫ ନିର୍ଦ୍ଦେଶ ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ପୀଡ଼ିତାଙ୍କ ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ। ନାବାଳିକାଙ୍କୁ ଜାଳିଦେବା ଘଟଣାରେ ଏକ୍ସରେ ଏପରି ପୋଷ୍ଟ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।

ଏମ୍ସରେ ନାବାଳିକାର ଚିକିତ୍ସା ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର ସୂଚନା ଦେଇଛନ୍ତି ପ୍ରଭାତୀ ପରିଡା। ତେବେ ଏମ୍ସ ଯାଇ ପୀଡ଼ିତାଙ୍କୁ ଭେଟିବେ ଉପମୁଖ୍ୟମନ୍ତ୍ରୀ। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଖବର ଶୁଣି ମୁଁ ବ୍ୟଥିତ ଓ ମର୍ମାହତ। ପିଡୀତାଙ୍କୁ AIIMS ସ୍ଥାନାନ୍ତରିତ କରାଯାଇଛି। ଚିକିତ୍ସାର ସମସ୍ତ ଖର୍ଚ୍ଚ ସରକାର ବହନ କରିବେ। ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ।

ସୂଚନା ଅନୁସାରେ ଆଜି ପୁରୀ ଜିଲ୍ଲା ନିମାପଡ଼ା ବଳଙ୍ଗା ବାଇଆ ବରର ଜଣେ ଯୁକ୍ତ-୨ ଛାତ୍ରୀଙ୍କ ଶରୀରରେ ନିଆଁ ଲଗାଇଦେଇଥିଲେ ଦୁର୍ବୃତ୍ତ। ସାଇକେଲରେ ସାଙ୍ଗ ଘରକୁ ଯାଉଥିବା ସମୟରେ ବାଟରେ ୩ ଜଣ ଯୁବକ ନାବାଳିକାକୁ ଅଟକାଇ ପେଟ୍ରୋଲ ଢ଼ାଳି ନିଆଁ ଲଗାଇ ଦେଇଛନ୍ତି। ଗୁରୁତର ଅବସ୍ଥାରେ ନାବାଳିକା ପୀଡ଼ିତାଙ୍କୁ ଭୁବନେଶ୍ବର ସ୍ଥାନାନ୍ତର କରାଯାଇଛି ।

  • jmjnewso

    Related Posts

    ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ଦୁଇ ରାଉଣ୍ଡ ଗୁଳି

    Spread the love

    Spread the love ସୋରଡ଼ା : ଜେଏମଜେ ନ୍ୟୁଜ : ଗଞ୍ଜାମ ଜିଲାର ବଡ଼ଗଡ଼ ଥାନା ଅଧୀନ ଯୋଡ଼ାବନ୍ଧ ଛକ ନିକଟରେ ଗୁଳିକାଣ୍ଡ ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ଦୁଇ ରାଉଣ୍ଡ ଗୁଳି କରି ଅଭିଯୁକ୍ତ ଫେରାର…

    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    Spread the love

    Spread the loveଭୁବନେଶ୍ୱର: ଜେଏମଜେ ନ୍ୟୁଜ : ଓଡ଼ିଶା ଭିଜିଲାନ୍ସ ବିଭାଗ ରାଉରକେଲାର ଅବକାରୀ ଅଧୀକ୍ଷକ ଧନେଶ୍ୱର ବରାଡ଼ଙ୍କ ଗାଡ଼ିରେ ୫ ଲକ୍ଷ ଟଙ୍କାର ଲାଞ୍ଚ ଟଙ୍କା ନିଆଯାଉଥିବା ଅଭିଯୋଗରେ ଅଟକ ରଖାଯାଇଛି। ଧନେଶ୍ୱର ବରାଡ଼ ଅବକାରୀ ଲାଇସେନ୍ସଧାରୀଙ୍କଠାରୁ ବହୁ ପରିମାଣର…

    Leave a Reply

    Your email address will not be published. Required fields are marked *

    You Missed

    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    • By jmjnewso
    • September 14, 2026
    • 22 views
    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 22 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    • By jmjnewso
    • September 14, 2026
    • 26 views
    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    ଗଞ୍ଜାମ ଜିଲ୍ଲା ଲେଖକ ଓ ଲେଖିକା ସାମ୍ମୁଖ୍ୟ ର ବାର୍ଷିକ ଉତ୍ସବ ପ୍ରସ୍ତୁତି ବୈଠକ

    • By jmjnewso
    • September 14, 2026
    • 24 views
    ଗଞ୍ଜାମ ଜିଲ୍ଲା ଲେଖକ ଓ ଲେଖିକା ସାମ୍ମୁଖ୍ୟ ର ବାର୍ଷିକ ଉତ୍ସବ ପ୍ରସ୍ତୁତି ବୈଠକ

    ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ, ୩ ମାସରେ ୩ ବାତ୍ୟା ସମ୍ଭାବନା

    • By jmjnewso
    • September 14, 2026
    • 11 views
    ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ, ୩ ମାସରେ ୩ ବାତ୍ୟା ସମ୍ଭାବନା

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    • By jmjnewso
    • September 14, 2026
    • 8 views
    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ