ପ୍ରଭାତୀ ପରିଡ଼ାଙ୍କ ବାସଭବନକୁ ଟମାଟୋ ମାଡ଼

Spread the love

ଜେଏମଜେ ବ୍ୟୁରୋ : ପ୍ରଭାତୀ ପରିଡ଼ାଙ୍କ ବାସଭବନକୁ ଟମାଟୋ ମାଡ଼ । ମହିଳା କଂଗ୍ରେସ କର୍ମୀ ଏହି ଟମାଟୋ ମାଡ଼ କରିଛନ୍ତି । ବାଲେଶ୍ୱର ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟାର ତାତି ଏଯାଏଁ କମିନି ଆଉ ଏବେ ପୁଣି ବଳଙ୍ଗାରେ ଜଣେ ଛାତ୍ରୀଙ୍କୁ କିଛି ଦୁର୍ବୃତ୍ତ କିରୋସିନ୍‌ ଢାଳି ନିଆଁ ଲଗାଇଦେଇଛନ୍ତି । ଯାହାକୁ ନେଇ ଏବେ ପୁଣି ତେଜିଛି ରାଜନୀତି.

ଘଟଣାଟି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଅଞ୍ଚଳରେ ହୋଇଥିବାରୁ ମହିଳା କଂଗ୍ରେସ ଏବେ ଉପମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କରିଛି ।

ବଳଙ୍ଗା ନାବାଳିକା ପୋଡିବା ଘଟଣାରେ ୧୦ ଜଣଙ୍କୁ ପଚରାଉଚରା କରୁଛି ପୁଲିସ୍‌ । ଅତିରିକ୍ତ ଏସ୍‌ପିଙ୍କ ନେତୃତ୍ବରେ ଚାଲିଛି ପଚରାଉଚରା । ଅତିରିକ୍ତ ଏସ୍‌ପି କହିଛନ୍ତି ସମସ୍ତ ଦିଗକୁ ତର୍ଜମା କରାଯାଉଛି । କୌଣସି ବ୍ୟକ୍ତିଙ୍କୁ ଅଟକ ରଖାଯାଇନି ବୋଲି ଅତିରିକ୍ତ ଏସ୍‌ପି କହିଛନ୍ତି । ଏମ୍‌ସରେ ଛାତ୍ରୀଙ୍କ ଚାଲିଛି ଚିକତ୍ସା । ଛାତ୍ରୀଙ୍କ ୭୦ ପ୍ରତିଶତ ପୋଡିଯାଇଥିବା ଏମ୍‌ସ ଡାକ୍ତର କହିଛନ୍ତି । ଏମ୍‌ସ୍‌ ବର୍ଣ୍ଣୱାର୍ଡକୁ ପୀଡିତାଙ୍କୁ ସ୍ଥାନାନ୍ତରିତ କରାଯାଇଛି । ବର୍ଣ୍ଣ ୱାର୍ଡ ବାହାରେ ନୋଟିସ୍‌ ଲାଗିଛି । ଏହି ନୋଟିସ୍‌ରେ କୁହାଯାଇଛି ଅଯଥା ଗହଳି କରନ୍ତୁ ନାହିଁ । କୌଣସି ଲୋକ ଏକାଠି ହୁଅନ୍ତୁ ନାହିଁ । ଭିଡ଼ ହେଲେ ଚିକିତ୍ସାରେ ବାଧା ସୃଷ୍ଟି ହେବ । ରୋଗୀ ସେବାରେ ବାଧା ସୃଷ୍ଟି ହେବ । ଏଥିସହିତ ଏମ୍‌ସ ବାହାରେ ବ୍ୟାରିକେଡ୍‌ କରାଯାଇଛି । ଏମ୍‌ସରେ ସୁରକ୍ଷା ବ୍ୟବସ୍ଥା ବଢାଯାଇଛି ।

  • jmjnewso

    Related Posts

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    Spread the love

    Spread the loveଜେଏମଜେ ବ୍ୟୁରୋ : ସରକାରୀ କାମରେ ବଡ଼ ଗଡ଼ବଡ଼ର ଅଭିଯୋଗ । ଚିଠି ଲେଖି ଅସନ୍ତୋଷ ଝାଡ଼ିଲେ ତିନି ସାଂସଦ । ସଙ୍ଗୀତା ସିଂଦେଓ, ବଳଭଦ୍ର ମାଝୀ,ଓ ପାଣିଗ୍ରାହୀଙ୍କ ଚିଠି । ତେବେ ଚିଠିରେ କେଉଁ ସାଂସଦ କଣ…

    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    Spread the love

    Spread the loveଜେଏମଜେ ବ୍ୟୁରୋ : ବିଜେପିର ରାଜ୍ୟସଭା ସାଂସଦ ତଥା ଉତ୍ତରପ୍ରଦେଶର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଡା. ଦିନେଶ ଶର୍ମା ରାଜ୍ୟସଭା ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ରାଜ୍ୟସଭାର ଚେୟାରମ୍ୟାନ୍ ସି.ପି. ରାଧାକୃଷ୍ଣନ ତାଙ୍କ ଇସ୍ତଫାକୁ ଗ୍ରହଣ କରିବା ସହ ତାଙ୍କ ଆସନକୁ…

    Leave a Reply

    Your email address will not be published. Required fields are marked *

    You Missed

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 25 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 20 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 32 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 52 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    • By jmjnewso
    • September 15, 2026
    • 39 views
    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    • By jmjnewso
    • September 15, 2026
    • 44 views
    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ