ଏମ୍ସ ଆଗରେ ବିଜେପି ସମର୍ଥକ ଓ ବିରୋଧୀଙ୍କ ମଧ୍ୟରେ କଥା କଟାକଟି

Spread the love

ଜେଏମଜେ ବ୍ୟୁରୋ : ଏମ୍ସର ବର୍ଣ୍ଣ ୱାର୍ଡରେ ବଳଙ୍ଗା ପୀଡିତାଙ୍କ ଚିକିତ୍ସା ଚାଲିଛି । ଏହାର ମଧ୍ୟରେ ହୋଇଛି । ତାଳିମାଳି  ବିରୋଧ ପ୍ରଦର୍ଶନ କରିଛି ବିଜେଡି, ବାମପନ୍ଥୀ ଦଳ ଓ ନବନିର୍ମାଣ ଯୁବ ଛାତ୍ର ସଙ୍ଗଠନ । କଂଗ୍ରେସ ପକ୍ଷରୁ ବି ପ୍ରତିବାଦ କରାଯାଇଛି । ଏହାପରେ  ବିଏନଏସ ଧାରା ୧୬୩ ଅନୁସାରେ ନିଷିଦ୍ଧାଞ୍ଚଳ ଘୋଷଣା କରିଛି ପୁଲିସ । ବିଜେଡି କର୍ମୀ ଓ ନେତାଙ୍କୁ ଉଠାଇଛି  ପୁଲିସ । ଏମ୍ସ ଆଗରେ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇଛି । ବିଜେଡି -ବିଜେପି କର୍ମୀ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଛି ।

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    • By jmjnewso
    • September 14, 2026
    • 22 views
    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 22 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    • By jmjnewso
    • September 14, 2026
    • 26 views
    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    ଗଞ୍ଜାମ ଜିଲ୍ଲା ଲେଖକ ଓ ଲେଖିକା ସାମ୍ମୁଖ୍ୟ ର ବାର୍ଷିକ ଉତ୍ସବ ପ୍ରସ୍ତୁତି ବୈଠକ

    • By jmjnewso
    • September 14, 2026
    • 24 views
    ଗଞ୍ଜାମ ଜିଲ୍ଲା ଲେଖକ ଓ ଲେଖିକା ସାମ୍ମୁଖ୍ୟ ର ବାର୍ଷିକ ଉତ୍ସବ ପ୍ରସ୍ତୁତି ବୈଠକ

    ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ, ୩ ମାସରେ ୩ ବାତ୍ୟା ସମ୍ଭାବନା

    • By jmjnewso
    • September 14, 2026
    • 11 views
    ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ, ୩ ମାସରେ ୩ ବାତ୍ୟା ସମ୍ଭାବନା

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    • By jmjnewso
    • September 14, 2026
    • 8 views
    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ