ସ୍ଥଗିତ ରହିଲା ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା, ଦୁଇଟି ସିଟିଂରେ ହେବାର ଥିଲା ପରୀକ୍ଷା

Spread the love

ଜେଏମଜେ ବ୍ୟୁରୋ : ସ୍ଥଗିତ ରହିଲା ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା । ସାରା ରାଜ୍ୟରେ ଆଜି ଅନୁଷ୍ଠିତ ହେବାର ଥିଲା ଏହି ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା । ରାଜ୍ୟରେ କାର୍ଯ୍ୟରତ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ପାଇଁ ଏହି ସ୍ୱତନ୍ତ୍ର ଓଟିଇଟି । ୭୫ ହଜାର ଶିକ୍ଷକ ଶିକ୍ଷୟିତ୍ରୀ ଦେଇଥାନ୍ତେ ଏହି ପରୀକ୍ଷା । ପେପର୧ ଓ ପେପର ୨ ଦୁଇଟି ପେପରରେ ହୋଇଥାନ୍ତା ପରୀକ୍ଷା ।

ପରୀକ୍ଷା ସ୍ଥଗିତ ରଖିବାକୁ ମାଧ୍ୟମିକ ଶିକ୍ଷା ପରିଷଦର ନିଷ୍ପତ୍ତି । ପରୀକ୍ଷା କାହିଁକି ସ୍ଥଗିତ ରହିଲା ତାହାର କାରଣ ଅସ୍ପଷ୍ଟ ।

ଦୁଇଟି ସିଟିଂରେ ହେବାର ଥିଲା ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା । ସକାଳ ୯ ଟାରୁ ସାଢ଼େ ୧୧ ଟା ପେପର ୧ ଓ ଦିନ ୨ ଟାରୁ ସାଢ଼େ ୪ ଟା ପେପର ୨ ପରୀକ୍ଷା ହୋଇଥାନ୍ତା। ।

  • jmjnewso

    Related Posts

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟର ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କୁ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରେ ବ୍ୟାବହାରିକ ଏବଂ କ୍ଷେତ୍ର-ଭିତ୍ତିକ ଧନ୍ଦାମୂଳକ ଶିକ୍ଷା ପ୍ରଦାନ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ…

    ରାଜ୍ୟର ସମସ୍ତ ବିଦ୍ୟାଳୟରେ ଗୁରୁ ଦିବସ ଏଵଂ ଶିଶୁ ଦିବସରେ ହେବ ପାଠପଢା

    Spread the love

    Spread the loveଜେଏମଜେ ନ୍ୟୁଜ : ରାଜ୍ୟର ସମସ୍ତ ବିଦ୍ୟାଳୟରେ ଏଣିକି ଗୁରୁ ଦିବସ ଏବଂ ଶିଶୁ ଦିବସ ଅବସରରେ ପାଠପଢ଼ା ବନ୍ଦ ରହିବ ନାହିଁ। ଏହି ବିଶେଷ ଦିନଗୁଡ଼ିକରେ ସ୍କୁଲରେ ଉତ୍ସବ ପାଳନ ହେବା ସହିତ ନିୟମିତ ଭାବେ ଶିକ୍ଷାଦାନ…

    Leave a Reply

    Your email address will not be published. Required fields are marked *

    You Missed

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 23 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 18 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 28 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 49 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    • By jmjnewso
    • September 15, 2026
    • 36 views
    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    • By jmjnewso
    • September 15, 2026
    • 44 views
    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ