ମନ୍ତ୍ରିମଣ୍ଡଳ ସଂପ୍ରସାରଣ ଚର୍ଚ୍ଚା ଭିତରେ ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ.

Spread the love

ଜେଏମଜେ ବ୍ୟୁରୋ : ସୋମବାର ରାଜ୍ୟପାଳ ହରିବାବୁ କମ୍ଭମପତିଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟପାଳଙ୍କ ସହ ସାକ୍ଷାତର ନିର୍ଦ୍ଦିଷ୍ଟ କାରଣ ଅସ୍ପଷ୍ଟ ରହିଥିବା ବେଳେ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ଚର୍ଚ୍ଚା ଭିତରେ ଏହି ଭେଟଘାଟ ମାହୋଲକୁ ଆହୁରି ଗରମ କରିଦେଇଛି। ମନ୍ତ୍ରିମଣ୍ଡଳରେ ଖାଲି ପଡ଼ିଛି ୬ଟି ମନ୍ତ୍ରୀ ପଦ।

ଜଣେ ଜଣେ ମନ୍ତ୍ରୀଙ୍କ ହାତରେ ଅଛି ଏକାଧିକ ବିଭାଗ। ମନ୍ତ୍ରିମଣ୍ଡଳ ସଂପ୍ରସାରଣ ନେଇ ଚର୍ଚ୍ଚା ହୋଇଥିବା ସୂଚନା ମିଳିଛି। କିଏ ପଡିବେ ବାଦ୍‌, କିଏ ହେବେ ସାମିଲ ତାକୁ ନେଇ ଚର୍ଚ୍ଚା।

ବିଗତ ଦିନରେ ଏଫଏମ କଲେଜ ଘଟଣା, ବଳଙ୍ଗା ଅଘଟଣକୁ ନେଇ ରାଜ୍ୟରେ ହୋହଲ୍ଲା ପରିସ୍ଥିତି ସୃଷ୍ଟି ହୋଇଛି । ଘଟଣାରେ ତଦନ୍ତ ଚାଲିଥିବା ବେଳେ ମୁଖ୍ୟମନ୍ତ୍ରୀଙ୍କ ଏହି ଭେଟଘାଟ ସସପେନ୍ସ ସୃଷ୍ଟି କରିଛି। ଘଣ୍ଟାଏ ଆହୁରି ମଧ୍ୟ ମନ୍ତ୍ରୀମଣ୍ଡଳ ସଂପ୍ରସାରଣ ଚର୍ଚ୍ଚା ଭିତରେ ଏହି ସାକ୍ଷାତକାର ହୋଇଥିବାରୁ ଆଗକୁ କିଛି ବଡ ନିଷ୍ପତ୍ତି ଆସିପାରେ ବୋଲି କୁହାଯାଉଛି।

  • jmjnewso

    Related Posts

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    Spread the love

    Spread the loveଜେଏମଜେ ବ୍ୟୁରୋ : ସରକାରୀ କାମରେ ବଡ଼ ଗଡ଼ବଡ଼ର ଅଭିଯୋଗ । ଚିଠି ଲେଖି ଅସନ୍ତୋଷ ଝାଡ଼ିଲେ ତିନି ସାଂସଦ । ସଙ୍ଗୀତା ସିଂଦେଓ, ବଳଭଦ୍ର ମାଝୀ,ଓ ପାଣିଗ୍ରାହୀଙ୍କ ଚିଠି । ତେବେ ଚିଠିରେ କେଉଁ ସାଂସଦ କଣ…

    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    Spread the love

    Spread the loveଜେଏମଜେ ବ୍ୟୁରୋ : ବିଜେପିର ରାଜ୍ୟସଭା ସାଂସଦ ତଥା ଉତ୍ତରପ୍ରଦେଶର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଡା. ଦିନେଶ ଶର୍ମା ରାଜ୍ୟସଭା ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ରାଜ୍ୟସଭାର ଚେୟାରମ୍ୟାନ୍ ସି.ପି. ରାଧାକୃଷ୍ଣନ ତାଙ୍କ ଇସ୍ତଫାକୁ ଗ୍ରହଣ କରିବା ସହ ତାଙ୍କ ଆସନକୁ…

    Leave a Reply

    Your email address will not be published. Required fields are marked *

    You Missed

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 20 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 16 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 26 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 48 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    • By jmjnewso
    • September 15, 2026
    • 34 views
    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    • By jmjnewso
    • September 15, 2026
    • 44 views
    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ