ନାବାଳିକା ଗଣ ଦୁଷ୍କର୍ମ ମାମଲା ରେ କୋଚ ଙ୍କୁ ଉଠାଇନେଲା ପୋଲିସ

Spread the love

ଜେଏମଜେ ବ୍ୟୁରୋ : ଏବେ ଅଶାନ୍ତ ହୋଇପଡିଛି ଓଡିଶା । ଲଗାତାର କିଛି ଦିନ ହେବ ଚାରିଆଡୁ ଖାଲି ଦୁଷ୍କର୍ମ ଓ ହତ୍ୟା ଘଟଣା ସାମ୍ନାକୁ ଆସୁଛି । ନିକଟରେ ବାଲେଶ୍ବର ଫକୀର ମୋହନ କଲେଜ ଛାତ୍ରୀ ଘଟଣା ହେଉ କି ସେ ପୁରୀ ଜିଲ୍ଲା ନିମାପଡା ବ୍ଲକ ଅଧୀନ ବଳଙ୍ଗାର ଯୁକ୍ତ ଦୁଇ ଛାତ୍ରୀଙ୍କୁ ପୋଡିବା ଘଟଣା । ଏହି ଘଟଣା ମନରୁ ନ ଲିଭୁଣୁ ଆଜି ଯାଜପୁରରେ ପୁଣି ଏକ ଲଜ୍ଜ୍ୟା ଘଟଣା ସାମ୍ନାକୁ ଆସିଛି ।

ଜଣେ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ ଘଟଣା ସାମ୍ନାକୁ ଆସିଛି । ହକି ଷ୍ଟାଡିୟମର ହକି କୋଚ ଓ ତାଙ୍କ ଅନ୍ୟ ଦୁଇ ସହଯୋଗୀ ଦ୍ଵାରା ଅସଦାଚରଣ ଓ ଦୁଷ୍କର୍ମ ହୋଇଥିବା ନେଇ ଅଭିଯୋଗ ହୋଇଛି ।ଖବର ମୁତାବକ, ଗତ ୩ ତାରିଖ ସନ୍ଧ୍ୟାରେ ଘଟିଥିଲା ଏହି ଘଟଣା । ଛାତ୍ରୀ ଜଣକ ୨ ବର୍ଷ ହେବ ଯାଜପୁର ହକି ଷ୍ଟାଡ଼ିୟମରେ ପ୍ରଶିକ୍ଷଣ ନେଉଥିଲେ । କୋଚ ଓ ସହଯୋଗୀ ରାସ୍ତାରୁ ଉଠାଇ ନେଇ ଲଜରେ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ୩ ଜଣଙ୍କ ନାଁରେ ଟାଉନ ଥାନାରେ ହୋଇଛି ଅଭିଯୋଗ । ପୀଡିତାଙ୍କ ଜିଲ୍ଲା କୋର୍ଟରେ ବୟାନ ରେକର୍ଡ ହୋଇଛି । ଅଭିଯୋଗ ପରେ ହକି କୋଚଙ୍କୁ ଉଠାଇ ନେଇଛି ଯାଜପୁର ଟାଉନ ଥାନା ପୋଲିସ ।

  • jmjnewso

    Related Posts

    ମହିଳା ମାଓବାଦୀ ମୋଙ୍ଗଡ଼ିଙ୍କ ଆତ୍ମସମର୍ପଣ;

    Spread the love

    Spread the loveରାଉରକେଲା: ଜେଏମଜେ ନ୍ୟୁଜ : ଜଣେ ମହିଳା ମାଓବାଦୀ ରାଉରକେଲା ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି । ସୂଚନାଥାଉକି, ସେ ସୁନ୍ଦରଗଡ଼ ଜିଲ୍ଲାରେ ଘଟିଥିବା ବାଙ୍କୋ ଖଣିରୁ ୫ ହଜାର କେଜି ବିସ୍ଫୋରକ ଲୁଟ୍ ଘଟଣାରେ ସଂପୃକ୍ତ ଥିଲେ।…

    ଦିନଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ପୁଲିସ ଉପରେ ଆକ୍ରମଣ: ଆଇନ ଶୃଙ୍ଖଳା କୁ ଉଠିଲା ପ୍ରଶ୍ନ?

    Spread the love

    Spread the loveବାଲିଗୁଡା : ଜେଏମଜେ ନ୍ୟୁଜ : ଅନ୍ୟକୁ ସୁରକ୍ଷା ଯୋଗାଇବା ପାଇଁ ନ୍ୟସ୍ତ ଥିବା ପୁଲିସ ଅଧିକାରୀଙ୍କ ଉପରେ ଦିନ ଦ୍ବିପ୍ରହରରେ ବିଚ୍ ରାସ୍ତାରେ ଆକ୍ରମଣ ହେବା ଘଟଣା ଏବେ ପୁଲିସର ପାରିବାପଣିଆକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି କରିଛି।…

    Leave a Reply

    Your email address will not be published. Required fields are marked *

    You Missed

    ମନଇଚ୍ଛା ବଦଳି ନେଇପାରିବେନି ସରକାରୀ ଅଧିକାରୀ

    ମନଇଚ୍ଛା ବଦଳି ନେଇପାରିବେନି ସରକାରୀ ଅଧିକାରୀ

    ଆଜି ଅପରାହ୍ନ ୪ଟାରେ ମମତାଙ୍କ ସାମ୍ବାଦିକ ସମ୍ମିଳନୀ

    ଆଜି ଅପରାହ୍ନ ୪ଟାରେ ମମତାଙ୍କ ସାମ୍ବାଦିକ ସମ୍ମିଳନୀ

    ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ୨୦୨୬: ଟିଏମସିକୁ ପଛରେ ପକାଇ ଆଗରେ ବିଜେପି

    ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ୨୦୨୬: ଟିଏମସିକୁ ପଛରେ ପକାଇ ଆଗରେ ବିଜେପି

    ବାହାଘର ପ୍ରୋଶେସନ ବେଳେ ସଂଘବଦ୍ଧ ଆକ୍ରମଣରେ ଯୁବକ ମୃତ: ପ୍ରବଳ ଉତ୍ତେଜନା. ପୋଲିସ ମୁତୟନ।

    ବାହାଘର ପ୍ରୋଶେସନ ବେଳେ ସଂଘବଦ୍ଧ ଆକ୍ରମଣରେ ଯୁବକ ମୃତ: ପ୍ରବଳ ଉତ୍ତେଜନା. ପୋଲିସ ମୁତୟନ।

    ବାଚସ୍ପତି କମିଟି ସମ୍ମିଳନୀ: ଦଳ ବଦଳ ଆଇନ ଉପରେ ତର୍ଜମା

    ବାଚସ୍ପତି କମିଟି ସମ୍ମିଳନୀ: ଦଳ ବଦଳ ଆଇନ ଉପରେ ତର୍ଜମା

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!