ରାସ୍ତାଘାଟରେ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକିଲେ କାର୍ଯ୍ୟାନୁଷ୍ଠାନ

Spread the love

ଜେଏମଜେ ବ୍ୟୁରୋ : ରାସ୍ତାଘାଟରେ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକିଲେ କାର୍ଯ୍ୟାନୁଷ୍ଠାନ। ପେଟ୍ରୋଲ ପମ୍ପ ସଂଘ ସହ ବୈଠକ ପରେ ଯୋଗାଣ ମନ୍ତ୍ରୀ ବଡ଼ ସୂଚନା। ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି, ବାହାରେ ବିକ୍ରି ହେଲେ ଚଢ଼ାଉ କରି କାର୍ଯ୍ୟାନୁଷ୍ଠାନ ହେବ। ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରି କରାଯାଇ ପାରିବ ନାହିଁ।

କାଚ ଓ ଟିଣ ବୋତଲରେ ପେଟ୍ରୋଲ ବିକ୍ରି ପାଇଁ ଅନୁମତି। କାଲିଠାରୁ ବିଭିନ୍ନ ପେଟ୍ରୋଲ ପମ୍ପରେ ଯାଞ୍ଚ ହେବ ବୋଲି କହିଛନ୍ତି କୃଷ୍ଣଚନ୍ଦ୍ର ପାତ୍ର। ଖୋଲା ପାତ୍ରରେ ପେଟ୍ରୋଲ ଦେବା ଯୋଗୁଁ ଅଗ୍ନିକାଣ୍ଡ ଓ ଅନ୍ୟାନ୍ୟ ଅଘଟଣ ଘଟୁଥିବା କାରଣରୁ ଏହି ପଦକ୍ଷେପ ନିଆଯାଇଛି।

ବାଲେଶ୍ୱର ଓ ବଳଙ୍ଗାରେ ଘଟିଥିବା ଅଘଟଣ ସମ୍ପର୍କରେ ସୂଚନା ଅନୁଯାୟୀ, ଖୋଲା ପାତ୍ରରେ ପେଟ୍ରୋଲ ନେବା ସମୟରେ ଅସାବଧାନତା ଯୋଗୁଁ ଅଗ୍ନିକାଣ୍ଡ ଘଟିଥିଲା, ଯାହା ଜନମାନସରେ ଆତଙ୍କ ସୃଷ୍ଟି କରିଥିଲା। ଏହି ଘଟଣାଗୁଡ଼ିକ ପେଟ୍ରୋଲ ପମ୍ପ କର୍ମଚାରୀ ଓ ଗ୍ରାହକଙ୍କ ସୁରକ୍ଷା ପ୍ରତି ପ୍ରଶ୍ନ ଉଠାଇଥିଲା। ତେଣୁ, ଏହାକୁ ରୋକିବା ପାଇଁ ଆସୋସିଏଶନ ଏହି କଡ଼ା ନିୟମ ଲାଗୁ କରିବାକୁ ନିଷ୍ପତ୍ତି ନେଇଛି ବୋଲି ଗତକାଲି ଓଡ଼ିଶା ପେଟ୍ରୋଲିୟମ ଡିଲରସ ଆସୋସିଏଶନର ରାଜ୍ୟ ସଭାପତି ଶଶାଙ୍କ ଶେଖର ସାହୁ କହିଥିଲେ।

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    • By jmjnewso
    • September 14, 2026
    • 23 views
    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 29 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    • By jmjnewso
    • September 14, 2026
    • 31 views
    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    ଗଞ୍ଜାମ ଜିଲ୍ଲା ଲେଖକ ଓ ଲେଖିକା ସାମ୍ମୁଖ୍ୟ ର ବାର୍ଷିକ ଉତ୍ସବ ପ୍ରସ୍ତୁତି ବୈଠକ

    • By jmjnewso
    • September 14, 2026
    • 26 views
    ଗଞ୍ଜାମ ଜିଲ୍ଲା ଲେଖକ ଓ ଲେଖିକା ସାମ୍ମୁଖ୍ୟ ର ବାର୍ଷିକ ଉତ୍ସବ ପ୍ରସ୍ତୁତି ବୈଠକ

    ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ, ୩ ମାସରେ ୩ ବାତ୍ୟା ସମ୍ଭାବନା

    • By jmjnewso
    • September 14, 2026
    • 12 views
    ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ, ୩ ମାସରେ ୩ ବାତ୍ୟା ସମ୍ଭାବନା

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    • By jmjnewso
    • September 14, 2026
    • 8 views
    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ