ଅନାସ୍ଥା ରେ ହାରିଲେ ପୁରୁଷୋତ୍ତମପୁର ଏନଏସି ଅଧକ୍ଷା: ବିଜେଡି ହାତରୁ ଗଲା NAC

Spread the love

ଜେଏମଜେ ବ୍ୟୁରୋ : ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଏନଏସି ଅଧକ୍ଷା ଙ୍କ ଆଜି ଥିଲା ଅନାସ୍ଥା ଭୋଟ..10ଜଣ କାଉନସିଲର ଅଧ୍ୟକ୍ଷା ଙ୍କ ବିରୁଦ୍ଧରେ ଦେଲେ ଭୋଟ l ଗାଦି ଚୁତ ହେଲେ ପୁରୁଷୋତ୍ତମପୁର ଏନଏସି ଅଧକ୍ଷା ପ୍ରାୟଙ୍କା ଗୌଡ଼ l ଯାହା ସୂଚନା ରହିଛି ଗତ 2 ତାରିଖରେ ଏନଏସି ର 14 ଟି ୱାର୍ଡ ମଧ୍ୟରୁ 9 କାଉସିଲର ଅଧକ୍ଷା ଙ୍କ ବିରୋଧ ରେ ଅନାସ୍ଥା ଭୋଟ ପାଇଁ ଜିଲ୍ଲାପାଳ ଙ୍କୁ ଦାବୀପତ୍ର ଦେଇଥିଲେ ଏବଂ ପରେ ପରେ ସମସ୍ତ 9 କାଉସିଲର ବିଜେପି ରେ ସାମିଲ ହୋଇଥିଲେ l ତେବେ ଆଜି ଏନଏସି ରେ ଅନାସ୍ଥା ଭୋଟ ନେଇ ଜିଲ୍ଲାପାଳ ତାରିଖ ଘୋଷଣା କରିଥିବା ବେଳେ ଦିନ 11 ଟା ସମୟରେ ଏନଏସି ଉପାଧକ୍ଷ ଙ୍କ ସମେତ 10 କାଉନସିଲର ଏକା ସାଥେ କାର୍ଯ୍ୟାଳୟ ରେ ପ୍ରବେଶ କରିଥିବା ଦେଖିବାକୁ ମିଳିଥିଲା l ଏବଂ ଅଧକ୍ଷା ଙ୍କ ବିରୋଧ ରେ ଉପାଧକ୍ଷ ଙ୍କ ସମେତ 10 କାଉସିଲର ଙ୍କ ଭୋଟ ପଡ଼ିଥିବା ବେଳେ ସପକ୍ଷରେ କୌଣସି ଭୋଟ ପଡ଼ିନଥିବା ନିର୍ବାଚନ ଅଧିକାରୀ ଉପଜିଲ୍ଲାପାଳ ସୂଚନା ପ୍ରଦାନ କରିଛନ୍ତି l ତେବେ ଏଠି ବିଜେଡି ସମର୍ଥିତ ଅଧକ୍ଷା ଙ୍କୁ ପରାଜୟ ର ମୁହଁ ଦେଖାଇଛି ବିଜେପି l ପ୍ରଥମ ଥର ଲାଗି ବିଜେପି ଏଠି ବିଜୟ ହୋଇଥିବା ରୁ ଖୁସି ବ୍ୟକ୍ତ କରିଛନ୍ତି କାଉନସିଲର ଓ ବିଜେପି ନେତା l

  • Related Posts

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟରେ ଭିତ୍ତିଭୂମି ବିକାଶ କାର୍ଯ୍ୟର ମନ୍ଥର ଗତିକୁ ନେଇ ବ୍ୟାପକ ଅସନ୍ତୋଷ ମଧ୍ୟରେ, ବର୍ତ୍ତମାନ ଖୋଦ ଶାସକ ଦଳର ତିନିଜଣ ପ୍ରଭାବଶାଳୀ ସାଂସଦ ସରକାରଙ୍କ ଉପରେ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି।ବଲାଙ୍ଗୀର…

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    Spread the love

    Spread the loveଜେଏମଜେ ବ୍ୟୁରୋ : ସରକାରୀ କାମରେ ବଡ଼ ଗଡ଼ବଡ଼ର ଅଭିଯୋଗ । ଚିଠି ଲେଖି ଅସନ୍ତୋଷ ଝାଡ଼ିଲେ ତିନି ସାଂସଦ । ସଙ୍ଗୀତା ସିଂଦେଓ, ବଳଭଦ୍ର ମାଝୀ,ଓ ପାଣିଗ୍ରାହୀଙ୍କ ଚିଠି । ତେବେ ଚିଠିରେ କେଉଁ ସାଂସଦ କଣ…

    Leave a Reply

    Your email address will not be published. Required fields are marked *

    You Missed

    ହନୁମାନ ଚାଳିଶା ଓ ସୁନ୍ଦରାକାଣ୍ଡ ପରିବେଶୀତ

    • By jmjnewso
    • September 17, 2026
    • 34 views
    ହନୁମାନ ଚାଳିଶା ଓ ସୁନ୍ଦରାକାଣ୍ଡ ପରିବେଶୀତ

    ଖଜା ଦୋକାନ ଓ ଭାଟିରେ ଚଢ଼ାଉକ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

    • By jmjnewso
    • September 17, 2026
    • 74 views
    ଖଜା ଦୋକାନ ଓ ଭାଟିରେ ଚଢ଼ାଉକ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଚାରା ରୋପଣ କଲେ ରାଜ୍ୟପାଳ

    • By jmjnewso
    • September 17, 2026
    • 24 views
    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଚାରା ରୋପଣ କଲେ ରାଜ୍ୟପାଳ

    ଲୋକସେବା ଭବନରେ ଜିଲ୍ଲା ଉନ୍ନୟନ ସମୀକ୍ଷା

    • By jmjnewso
    • September 17, 2026
    • 30 views
    ଲୋକସେବା ଭବନରେ ଜିଲ୍ଲା ଉନ୍ନୟନ ସମୀକ୍ଷା

    ସେବା ସଂକଳ୍ପ ଅଭିଯାନ: ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ୩୦ ଜିଲ୍ଲାରେ ଜଳିଲା ଏକ କୋଟି ଦୀପ

    • By jmjnewso
    • September 17, 2026
    • 33 views
    ସେବା ସଂକଳ୍ପ ଅଭିଯାନ: ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ୩୦ ଜିଲ୍ଲାରେ ଜଳିଲା ଏକ କୋଟି ଦୀପ

    କବିସୂର୍ଯ୍ୟନଗର ରେ ସେବା ସଂକଳ୍ପ ଅଭିଯାନ

    • By jmjnewso
    • September 17, 2026
    • 79 views
    କବିସୂର୍ଯ୍ୟନଗର ରେ ସେବା ସଂକଳ୍ପ ଅଭିଯାନ