ଡାକ୍ତର କରୁଣାକର ରାଉତଙ୍କୁ ଚାକିରିରୁ ବହିଷ୍କୃତ କଲେ ମୁଖ୍ୟମନ୍ତ୍ରୀ

Spread the love

ଭୁବନେଶ୍ୱର : ଦୁର୍ନୀତି ବିରୁଦ୍ଧରେ କଡା ଆଭିମୁଖ୍ୟ ଜାରି ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯାଜପୁର ଜିଲ୍ଲା ମଧୁବନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ପୂର୍ବତନ ମେଡିକାଲ ଅଫିସର ଡାକ୍ତର କରୁଣାକର ରାଉତଙ୍କୁ ଚାକିରିରୁ ବହିଷ୍କାର କରିଛନ୍ତି । ଡାକ୍ତର ରାଉତ ବର୍ତ୍ତମାନ ଭଦ୍ରକ ଜିଲ୍ଲା ସଦର ମହକୁମା ହସ୍ପିଟାଲର ମାନସିକ ସ୍ୱାସ୍ଥ୍ୟ ଏବଂ କ୍ୟାନ୍‍ସର ବିଭାଗର ବରିଷ୍ଠ ମେଡିକାଲ ଅଫିସର ଭାବେ କାର୍ଯ୍ୟ କରୁଛନ୍ତି ।
ସୂଚନାଯୋଗ୍ୟ ଯେ, ଡାକ୍ତର କରୁଣାକର ରାଉତଙ୍କ ନାମରେ କଟକ ଭିଜିଲାନ୍ସ ବିଭାଗ ପକ୍ଷରୁ ଏକ କେସ୍ ରୁଜ୍ଜୁ ହୋଇଥିଲା । ଡାକ୍ତର ରାଉତଙ୍କ ନାମରେ ମଧ୍ୟ ଡିପାର୍ଟମେଣ୍ଟାଲ ପ୍ରୋସିଡିଙ୍ଗ୍ କରାଯାଇଥିଲା । ତାଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯିବା ସହିତ ଅନ୍ୟାନ୍ୟ ଦଣ୍ଡବିଧାନ ମଧ୍ୟ କରାଯାଇଥିଲା । ଇତି ମଧ୍ୟରେ ଭିଜିଲାନ୍ସ କୋର୍ଟ ପକ୍ଷରୁ ରାୟ ପ୍ରକାଶ ପାଇ ତାଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଛି ।
ଦୁର୍ନୀତି ବିରୁଦ୍ଧରେ ଶୂନ୍ୟସହନଶୀଳତା ନୀତି ଅବଲମ୍ବନ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଆସିଛନ୍ତି । କୌଣସି ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ଛଡା ଯିବନାହିଁ ବୋଲି ମୁଖ୍ୟମନ୍ତ୍ରୀ ଅନେକ ସମୟରେ କହି ଆସିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ କଡା ଆଭିମୁଖ୍ୟ ଗ୍ରହଣ କରାଯାଇ ବିଭିନ୍ନ କ୍ଷେତ୍ରରେ କାର୍ଯ୍ୟ କରୁଥିବା ଉଚ୍ଚ ପଦସ୍ଥ ଅଧିକାରୀ ଓ କର୍ମଚାରୀଙ୍କ ଉପରେ ଦୁର୍ନୀତି ଅଭିଯୋଗରେ ଚଢଉ କରାଯାଇ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯାଉଛି

  • jmjnewso

    Related Posts

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    Spread the love

    Spread the love ଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ତଦନ୍ତ କମିସନ ଫାଇଲ୍ ଗାଏବ ହେବା ଘଟଣାରେ ରାଜ୍ୟ ବିଜେପି ପକ୍ଷରୁ କଡ଼ା ପ୍ରତିକ୍ରିୟା ପ୍ରକାଶ ପାଇଛି । ଏହି ସମ୍ବେଦନଶୀଳ ମାମଲାରେ ଯେଉଁମାନେ ଦୋଷୀ ସେମାନେ ଜେଲ୍ ଯିବେ…

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    Spread the love

    Spread the loveଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଗୁରୁତ୍ୱପୂର୍ଣ୍ଣ ତଦନ୍ତ କମିସନ ଫାଇଲ ହଜିବା ମାମଲାରେ ଏବେ ତଦନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଏହି ସମ୍ବେଦନଶୀଳ ଘଟଣାରେ ଆଜି ଏକ ବଡ଼ ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ…

    Leave a Reply

    Your email address will not be published. Required fields are marked *

    You Missed

    ଜନତା ମାଗେ ଜବାବ 30 ଜୁଲାଇ 2026

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…