ରାକ୍ଷୀ ରେ ମିଳିବ ସୁଭଦ୍ରା ର ତୃତୀୟ କିସ୍ତି : କହିଲେ ଉପ ମୁଖ୍ୟମନ୍ତ୍ରୀ

Spread the love

ଜେଏମଜେ ବ୍ୟୁରୋ : ରାକ୍ଷୀରେ ମିଳିବ ସୁଭଦ୍ରା ଯୋଜନାର ତୃତୀୟ କିସ୍ତି। ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଆସନ୍ତା ୯ ତାରିଖରେ ଓଡ଼ିଶାର ମହିଳା ପାଇବେ ସୁଭଦ୍ରା ଯୋଜନାର ତୃତୀୟ କିସ୍ତି। ଯେଉଁମାନେ ଦ୍ୱିତୀୟ କିସ୍ତି ପାଇନାହାନ୍ତି ତାଙ୍କ ଉପରେ ରିଭ୍ୟୁ କରାଯିବ। ଆସନ୍ତା ୨ ଦିନ ମଧ୍ୟରେ ସମ୍ପୂର୍ଣ୍ଣ ହିତାଧିକାରୀଙ୍କ ତାଲିକାକୁ ରିଭ୍ୟୁ କରାଯିବ। ବହୁତ୍ ଜଲଦି ଯୋଗ୍ୟ ହିତାଧିକାରୀ ସୁଭଦ୍ରା ଯୋଜନାର ସମସ୍ତ କିସ୍ତି ପାଇବେ।

ସୂଚନା ଯୋଗ୍ୟ ଯେ ,ପୂର୍ବରୁ ସରକାର କହିଥିଲେ ଯେଉଁମାନେ ଯୋଗ୍ୟ କିନ୍ତୁ ଏଯାଏଁ ପାଇ ନାହାନ୍ତି ସୁଭଦ୍ରା ଯୋଜନା ସେମାନଙ୍କ ଦ୍ୱନ୍ଦ ଦୂର କଲେ ଉପ-ମୁଖ୍ୟମନ୍ତ୍ରୀ । ଆବେଦନରେ ତ୍ରୁଟି ଥିଲେ ଯିବ ଫୋନ କଲ । ଯେଉଁମାନଙ୍କର କିଛି କମି ରହିଛି ସେମାନଙ୍କୁ ଫୋନ ଯିବ । ବ୍ଲକ ସ୍ତରରେ ଯାଞ୍ଚ ହେବ ସୁଭଦ୍ରା ଫର୍ମ । ଅଙ୍ଗନୱାଡି କର୍ମୀମାନେ ପୁଣି ଘରକୁ ଘର ଯିବେ । ସମସ୍ତଙ୍କୁ ସୁଭଦ୍ରା ଟଙ୍କା ଦିଆଯିବ । ସୁଭଦ୍ରା ଶେଷ ହିତାଧିକାରୀ ନପାଇବା ଯାଏଁ ଦିଆଯିବ ଟଙ୍କା । ସମସ୍ତଙ୍କ ପାଖେ ସୁଭଦ୍ରା ପହଂଚିବ ।

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    • By jmjnewso
    • September 14, 2026
    • 23 views
    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 29 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    • By jmjnewso
    • September 14, 2026
    • 31 views
    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    ଗଞ୍ଜାମ ଜିଲ୍ଲା ଲେଖକ ଓ ଲେଖିକା ସାମ୍ମୁଖ୍ୟ ର ବାର୍ଷିକ ଉତ୍ସବ ପ୍ରସ୍ତୁତି ବୈଠକ

    • By jmjnewso
    • September 14, 2026
    • 27 views
    ଗଞ୍ଜାମ ଜିଲ୍ଲା ଲେଖକ ଓ ଲେଖିକା ସାମ୍ମୁଖ୍ୟ ର ବାର୍ଷିକ ଉତ୍ସବ ପ୍ରସ୍ତୁତି ବୈଠକ

    ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ, ୩ ମାସରେ ୩ ବାତ୍ୟା ସମ୍ଭାବନା

    • By jmjnewso
    • September 14, 2026
    • 12 views
    ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ, ୩ ମାସରେ ୩ ବାତ୍ୟା ସମ୍ଭାବନା

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    • By jmjnewso
    • September 14, 2026
    • 8 views
    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ