ରାଜ୍ୟ କ୍ୟାବିନେଟର ଗୁରୁତ୍ଵପୂର୍ଣ୍ଣ ବୈଠକରେ ୩ଟି ଗୁରୁତ୍ଵପୂର୍ଣ୍ଣ ପ୍ରସ୍ତାବରେ ବାଜିଲା ମୋହର

Spread the love

ଜେଏମଜେ ବ୍ୟୁରୋ : ଅଗ୍ନିବୀରଙ୍କୁ ନେଇ ବୈଠକରେ ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଥିବା ବେଳେ ବାପାଙ୍କ ମୃତ୍ୟୁ ପରେ ଚାକିରି ପାଇବ ଝିଅ। ହେଲେ କ୍ୟାବିନେଟରେ ପାରିତ ହୋଇଥିବା ପ୍ରସ୍ତାବ ଗୁଡ଼ିକ ମଧ୍ୟରେ
ସରକାରୀ କର୍ମଚାରୀଙ୍କ ମୃତ୍ୟୁ ହେଲେ ଏଣିକି ଝିଅଙ୍କୁ ମିଳିବ ଚାକିରି ଥଇଥାନ ଯୋଜନାରେ ବିବାହିତା ଓ ସାବତ ଝିଅଙ୍କୁ ନିଯୁକ୍ତି ପାଇଁ କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଛି।
ସେହିପରି ଅଗ୍ନିବୀରଙ୍କ ପାଇଁ ରାଜ୍ୟ ୟୁନିଫର୍ମ ସର୍ଭିସରେ ୧୦ ପ୍ରତିଶତ ସ୍ଥାନ ସଂରକ୍ଷଣକୁ ମଞ୍ଜୁରୀ ମିଳିଛି। ପୂର୍ବରୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିବା ଅଗ୍ନିବୀରମାନଙ୍କୁ ପୋଲିସ, ଅଗ୍ନିଶମ ବାହିନୀ, ବନକର୍ମଚରୀ ଏବଂ ଓଡ୍ରାଫ ଆଦି ସଂସ୍ଥା ନିଯୁକ୍ତିରେ ସଂରକ୍ଷଣ ରହିବ ବୋଲି ନିଷ୍ପତି ନିଆଯାଇଛି..

ଗୋପାଳପୁର ପୋର୍ଟର ୯୫ ପ୍ରତିଶତ ସେୟାରକୁ ଆଦାନୀ ଗ୍ରୁପକୁ ପ୍ରଦାନ କରାଯାଇଛି। ଯାହା ଫଳରେ ଗୋପାଳପୁର ବନ୍ଦରର ଉନ୍ନତିକରଣ କରାଯାଇପାରିବ। ଏହାଦ୍ଵାରା ରାଜ୍ୟରେ ପ୍ରତ୍ୟକ୍ଷ ଏବଂ ପରୋକ୍ଷ ଭାବେ ନିଯୁକ୍ତି ବଢ଼ିବ।
ଆଜି ଗୁରୁବାର ଲୋକସଭା ଭବନରେ ବସିଥିଲା ପଞ୍ଚମ କ୍ୟାବିନେଟ ବୈଠକ। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିଥିଲା।

  • Related Posts

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    Spread the love

    Spread the love ଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ତଦନ୍ତ କମିସନ ଫାଇଲ୍ ଗାଏବ ହେବା ଘଟଣାରେ ରାଜ୍ୟ ବିଜେପି ପକ୍ଷରୁ କଡ଼ା ପ୍ରତିକ୍ରିୟା ପ୍ରକାଶ ପାଇଛି । ଏହି ସମ୍ବେଦନଶୀଳ ମାମଲାରେ ଯେଉଁମାନେ ଦୋଷୀ ସେମାନେ ଜେଲ୍ ଯିବେ…

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    Spread the love

    Spread the loveଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଗୁରୁତ୍ୱପୂର୍ଣ୍ଣ ତଦନ୍ତ କମିସନ ଫାଇଲ ହଜିବା ମାମଲାରେ ଏବେ ତଦନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଏହି ସମ୍ବେଦନଶୀଳ ଘଟଣାରେ ଆଜି ଏକ ବଡ଼ ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ…

    Leave a Reply

    Your email address will not be published. Required fields are marked *

    You Missed

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    “ଜନତା ମାଗେ ଜବାବ “28 ଜୁଲାଇ 2026