ଭିଜିଲାନ୍ସ ସ୍କାନରରେ ବିଏମସି ଅଧିକାରୀ

Spread the love

ଜେଏମଜେ ବ୍ୟୁରୋ : ଭିଜିଲାନ୍ସ ସ୍କାନରରେ ବିଏମସି ଅଧିକାରୀ । ଆୟବର୍ହିଭୂତ ସମ୍ପତ୍ତି ରଖିବା ଅଭିଯୋଗରେ ଆଜି ସକାଳୁ ସକାଳୁ ବିଏମସି ନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକଙ୍କ ଘର ରେଡ୍ କରିଛି ଭିଜିଲାନ୍ସ ଟିମ । ନିର୍ବାହୀ ଯନ୍ତ୍ରୀଙ୍କ ଭୁବନେଶ୍ୱର ବଡଗଡ ସ୍ଥିତ ଘର ସମେତ ଏକକାଳୀନ ଚାରୋଟି ସ୍ଥାନରେ ଚାଲିଛି ଚଢ଼ାଉ । ଭିଜିଲାନ୍ସ ନିର୍ଦ୍ଦେଶାଳାୟ ପକ୍ଷରୁ ଦିଆଯାଇଥିବା ସୁଚନା ଅନୁସାରେ, ୬ ଜଣ ଡିଏସପି ଓ 10ଜଣ ଇନସ୍ପେକ୍ଟରଙ୍କ ନେତୃତ୍ବରେ ଏକକାଳୀନ ବିଭିନ୍ନ ସ୍ଥାନରେ ଚଢାଉ କରାଯାଇଛି ।
ଏକ ଟିମ୍ ଭୁବନେଶ୍ୱର ବିଏମସି ସ୍ଥିତ ତାଙ୍କ ଅଫିସ ସମେତ ଭୁବନେଶ୍ୱର ବଡଗଡ ସ୍ଥିତ ପ୍ଲଟ ନମ୍ବର RP -12ର ଏକ ତିନି ମହଲା କୋଠାଘରେ ଚଢାଉ କରିଛି । ଚଢାଉ ସମୟରେ ଅନେକ ଜମି, ଜିନିଷ, ଗହଣା ଓ ଟଙ୍କା ଥିବା ଠାବ କରିାଯାଇଛି ।ସେହିପରି ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକଙ୍କର ଗୋଟିଏ ଫାର୍ମ ହାଉସ ଥିବା ଚଢାଉ ବେଳେ ଠାବ ହୋଇଛି ‌। ବାଲିଅନ୍ତା ତହସିଲ ଅନ୍ତର୍ଭୁକ୍ତ ରଣପୁର ମୌଜାରେ ଏହି ଫାର୍ମ ହାଉସରେ ପୋଖରି ସହ ଅନେକ ଗଛ ଲଗା ଯାଇଛି । ସେହିପରି ରାୟଗଡା ଗୁଣୁପୁର ଜଙ୍ଗମ ଷ୍ଟ୍ରିଟସଠାରେ ଥିବା ତାଙ୍କ ପୈତୃକ ଘରେ ମଧ୍ୟ ରେଡ ଚାଲିଛି।

ତେବେ ନିର୍ବାହୀ ଯନ୍ତ୍ରୀଙ୍କର ଆଉ କେତେ ଜମି, ଘର ଓ ସମ୍ପତ୍ତି ରହିଛି , କେଉଁ ବ୍ୟାଙ୍କରେ କେତେ ଡିପୋଜିଟ୍ ରହିଛି, କେଉଁ ତହସିଲସୋ ବ୍ଲକ ଅଞ୍ଚଳରେ କେତେ ଜାଗା ରହିଛି ତାର ଆକଳନ ଚାଲିଛି । ବ୍ୟୁରୋ ରିପୋର୍ଟ jmj ନ୍ୟୁଜ

  • jmjnewso

    Related Posts

    ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ଦୁଇ ରାଉଣ୍ଡ ଗୁଳି

    Spread the love

    Spread the love ସୋରଡ଼ା : ଜେଏମଜେ ନ୍ୟୁଜ : ଗଞ୍ଜାମ ଜିଲାର ବଡ଼ଗଡ଼ ଥାନା ଅଧୀନ ଯୋଡ଼ାବନ୍ଧ ଛକ ନିକଟରେ ଗୁଳିକାଣ୍ଡ ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ଦୁଇ ରାଉଣ୍ଡ ଗୁଳି କରି ଅଭିଯୁକ୍ତ ଫେରାର…

    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    Spread the love

    Spread the loveଭୁବନେଶ୍ୱର: ଜେଏମଜେ ନ୍ୟୁଜ : ଓଡ଼ିଶା ଭିଜିଲାନ୍ସ ବିଭାଗ ରାଉରକେଲାର ଅବକାରୀ ଅଧୀକ୍ଷକ ଧନେଶ୍ୱର ବରାଡ଼ଙ୍କ ଗାଡ଼ିରେ ୫ ଲକ୍ଷ ଟଙ୍କାର ଲାଞ୍ଚ ଟଙ୍କା ନିଆଯାଉଥିବା ଅଭିଯୋଗରେ ଅଟକ ରଖାଯାଇଛି। ଧନେଶ୍ୱର ବରାଡ଼ ଅବକାରୀ ଲାଇସେନ୍ସଧାରୀଙ୍କଠାରୁ ବହୁ ପରିମାଣର…

    Leave a Reply

    Your email address will not be published. Required fields are marked *

    You Missed

    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    • By jmjnewso
    • September 14, 2026
    • 23 views
    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 29 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    • By jmjnewso
    • September 14, 2026
    • 31 views
    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    ଗଞ୍ଜାମ ଜିଲ୍ଲା ଲେଖକ ଓ ଲେଖିକା ସାମ୍ମୁଖ୍ୟ ର ବାର୍ଷିକ ଉତ୍ସବ ପ୍ରସ୍ତୁତି ବୈଠକ

    • By jmjnewso
    • September 14, 2026
    • 27 views
    ଗଞ୍ଜାମ ଜିଲ୍ଲା ଲେଖକ ଓ ଲେଖିକା ସାମ୍ମୁଖ୍ୟ ର ବାର୍ଷିକ ଉତ୍ସବ ପ୍ରସ୍ତୁତି ବୈଠକ

    ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ, ୩ ମାସରେ ୩ ବାତ୍ୟା ସମ୍ଭାବନା

    • By jmjnewso
    • September 14, 2026
    • 12 views
    ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ, ୩ ମାସରେ ୩ ବାତ୍ୟା ସମ୍ଭାବନା

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    • By jmjnewso
    • September 14, 2026
    • 8 views
    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ