ଉତ୍କଳ ବିଶ୍ୱବିଦ୍ୟାଳୟ ଭାରପ୍ରାପ୍ତ କୁଳପତିଙ୍କ ନିଯୁକ୍ତି ରଦ୍ଦ

Spread the love

ଭୁବନେଶ୍ୱର:(ଜେଏମଜେ ବ୍ୟୁରୋ): ରଦ୍ଦ ହେଲା ଉତ୍କଳ ବିଶ୍ୱବିଦ୍ୟାଳୟ ଭାରପ୍ରାପ୍ତ କୁଳପତିଙ୍କ ନିଯୁକ୍ତି। ଉତ୍କଳ ବିଶ୍ୱବିଦ୍ୟାଳୟ ଭାରପ୍ରାପ୍ତ କୁଳପତିଙ୍କ ନିଯୁକ୍ତି ରଦ୍ଦ କଲେ ରାଜ୍ୟପାଳ। ଓଡ଼ିଶା ହାଇକୋର୍ଟଙ୍କୁ ଅବଗତ କଲେ ଆଡ଼ଭୋକେଟ୍ ଜେନେରାଲ୍।ଉତ୍କଳ ବିଶ୍ୱବିଦ୍ୟାଳୟରେ ଭାରପ୍ରାପ୍ତ VC ନିଯୁକ୍ତ ପାଇଥିଲେ। ନିଯୁକ୍ତିକୁ ବେଆଇନ ଦର୍ଶାଇ ଦାୟର ହୋଇଥିଲା ମାମଲା। ମାମଲା ଦାୟର କରିଥିଲେ ଆଇନଜୀବୀ ପ୍ରବୀର ଦାସ। ଆଗକୁ ନୂଆ କୁଳପତି ନିଯୁକ୍ତି ନେଇ ନୂଆ ଅଧ୍ୟାଦେଶ ଅଣାଯିବ। ଏନେଇ ଓଡ଼ିଶା ଉଚ୍ଚ ନ୍ୟାୟଳୟକୁ ଜଣାଇଛନ୍ତି ଆଡଭୋକେଟ ଜେନେରାଲ ପୀତାମ୍ବର ଆଚାର୍ଯ୍ୟ।

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 24 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 18 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 28 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 49 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    • By jmjnewso
    • September 15, 2026
    • 36 views
    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    • By jmjnewso
    • September 15, 2026
    • 44 views
    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ