ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ

Spread the love

ଜେଏମଜେ ବ୍ୟୁରୋ : ନିର୍ବାଚନ କମିଶନ ନୂଆ ଉପରାଷ୍ଟ୍ରପତିଙ୍କ ନିର୍ବାଚନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। କମିଶନ ଏ ସମ୍ପର୍କରେ ଏକ ପ୍ରେସ ବିଜ୍ଞପ୍ତି ଜାରି କରିଛନ୍ତି।ନିକଟରେ ସ୍ବାସ୍ଥ୍ୟଗତ ସମସ୍ୟା କାରଣରୁ ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଛନ୍ତି ଜଗଦୀପ ଧନଖଡ଼ ।ପରବର୍ତ୍ତୀ ଉପରାଷ୍ଟ୍ରପତି କିଏ ହେବ ତାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଥିବା ବେଳେ ଖୁବଶୀଘ୍ର ନିର୍ବାଚନ ନେଇ ବିଜ୍ଞପ୍ତି ପ୍ରକାଶ ପାଇବା ସହ ତାରିଖ ଘୋଷଣା କରାଯିବ। ସେପଟେ ଉପରାଷ୍ଟ୍ରପତି ଜଗଦୀପ ଧନଖଡ ଇସ୍ତଫା ପରେ, ଏନଡିଏ ପଛୁଆ କିମ୍ବା ଅତ୍ୟନ୍ତ ପଛୁଆ ବର୍ଗର ପ୍ରାର୍ଥୀଙ୍କୁ ନୂଆ ଉପରାଷ୍ଟ୍ରପତି ପ୍ରାର୍ଥୀ ଭାବରେ ଠିଆ କରିବା ପାଇଁ ବିକଳ୍ପଗୁଡ଼ିକ ଉପରେ ବିଚାର କରୁଛି ।

  • jmjnewso

    Related Posts

    ଆଜି ଅପରାହ୍ନ ୪ଟାରେ ମମତାଙ୍କ ସାମ୍ବାଦିକ ସମ୍ମିଳନୀ

    Spread the love

    Spread the loveଜେଏମଜେ ବ୍ୟୁରୋ : ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ ସୁପ୍ରିମୋ ମମତା ବାନାର୍ଜୀଙ୍କ କାଲିଘାଟ ବାସଭବନ ଏବଂ ରାଜ୍ୟ ସଚିବାଳୟ, ନବାନ୍ନାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ତାଙ୍କ ବାସଭବନ ନିକଟରେ କିଛି ଲୋକ ‘ଜୟ ଶ୍ରୀ…

    ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ୨୦୨୬: ଟିଏମସିକୁ ପଛରେ ପକାଇ ଆଗରେ ବିଜେପି

    Spread the love

    Spread the loveଜେଏମଜେ ବ୍ୟୁରୋ : ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ୨୦୨୬ର ହାଇ-ଭୋଲଟେଜ୍ ଲଢ଼େଇ ପରେ ଆଜି ସମସ୍ତଙ୍କ ନଜର ଭୋଟ୍ ଗଣତି ଉପରେ ରହିଛି । ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ତୃଣମୂଳ କଂଗ୍ରେସ (TMC) ଏବଂ ଭାରତୀୟ ଜନତା…

    Leave a Reply

    Your email address will not be published. Required fields are marked *

    You Missed

    ମନଇଚ୍ଛା ବଦଳି ନେଇପାରିବେନି ସରକାରୀ ଅଧିକାରୀ

    ମନଇଚ୍ଛା ବଦଳି ନେଇପାରିବେନି ସରକାରୀ ଅଧିକାରୀ

    ଆଜି ଅପରାହ୍ନ ୪ଟାରେ ମମତାଙ୍କ ସାମ୍ବାଦିକ ସମ୍ମିଳନୀ

    ଆଜି ଅପରାହ୍ନ ୪ଟାରେ ମମତାଙ୍କ ସାମ୍ବାଦିକ ସମ୍ମିଳନୀ

    ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ୨୦୨୬: ଟିଏମସିକୁ ପଛରେ ପକାଇ ଆଗରେ ବିଜେପି

    ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ୨୦୨୬: ଟିଏମସିକୁ ପଛରେ ପକାଇ ଆଗରେ ବିଜେପି

    ବାହାଘର ପ୍ରୋଶେସନ ବେଳେ ସଂଘବଦ୍ଧ ଆକ୍ରମଣରେ ଯୁବକ ମୃତ: ପ୍ରବଳ ଉତ୍ତେଜନା. ପୋଲିସ ମୁତୟନ।

    ବାହାଘର ପ୍ରୋଶେସନ ବେଳେ ସଂଘବଦ୍ଧ ଆକ୍ରମଣରେ ଯୁବକ ମୃତ: ପ୍ରବଳ ଉତ୍ତେଜନା. ପୋଲିସ ମୁତୟନ।

    ବାଚସ୍ପତି କମିଟି ସମ୍ମିଳନୀ: ଦଳ ବଦଳ ଆଇନ ଉପରେ ତର୍ଜମା

    ବାଚସ୍ପତି କମିଟି ସମ୍ମିଳନୀ: ଦଳ ବଦଳ ଆଇନ ଉପରେ ତର୍ଜମା

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!