ରାଜ୍ୟରେ  ୨୩ ଜିଲ୍ଲାରେ ଖୋଲିବ ୫୬ଟି ନୂଆ କୋର୍ଟ.

Spread the love

ଜେଏମଜେ ବ୍ୟୁରୋ : ରାଜ୍ୟରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି। ଏଥିରୁ ମୟୂରଭଞ୍ଜ ଜିଲ୍ଲାରେ ସର୍ବାଧିକ ୧୩ଟି  ନୂଆ କୋର୍ଟ ସ୍ଥାପନ କରାଯିବ। ଠିକ୍ ସେହିପରି ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରେ ଦୁଇଟି ଲେଖାଏଁ ନୂଆ କୋର୍ଟ ସ୍ଥାପନ କରାଯିବ।

ରାଜ୍ୟରେ  ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି। ଏଥିରୁ ମୟୁରଭଞ୍ଜ ଜିଲ୍ଲାରେ ସର୍ବାଧିକ ୧୩ଟି  ନୂଆ କୋର୍ଟ ସ୍ଥାପନ କରାଯିବ। ଏହି ଜିଲ୍ଲାର ବଡ଼ସାହି, ବାଙ୍ଗିରିପୋଷୀ, ଶୁଳିଆପଦା, ଖୁଣ୍ଟା, ଗୋପବନ୍ଧୁ ନଗର, ରାଇରଙ୍ଗପୁର କପ୍ତିପଦା, ସୁକ୍ରୁଲି, ଜାମଦା, ବିଜାତୋଳା, ତିରିଙ୍ଗ ଓ କୁସୁମୀ ଠାରେ ନୂଆ କୋର୍ଟକୁ ଅନୁମୋଦନ ମିଳିଛି।

ଠିକ୍ ସେହିପରି ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରେ ଦୁଇଟି ଲେଖାଏଁ ନୂଆକୋର୍ଟ ସ୍ଥାପନ କରାଯିବ। ୨୩ ଜିଲ୍ଲାରେ ନୂଆ କୋର୍ଟ ସ୍ଥାପନ ହେବା ଫଳରେ ବିଜାର ପ୍ରକ୍ରିୟା ତ୍ବରାନ୍ବିତ ହେବ ବୋଲି କୁହାଯାଉଛି

  • jmjnewso

    Related Posts

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    Spread the love

    Spread the love ଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ତଦନ୍ତ କମିସନ ଫାଇଲ୍ ଗାଏବ ହେବା ଘଟଣାରେ ରାଜ୍ୟ ବିଜେପି ପକ୍ଷରୁ କଡ଼ା ପ୍ରତିକ୍ରିୟା ପ୍ରକାଶ ପାଇଛି । ଏହି ସମ୍ବେଦନଶୀଳ ମାମଲାରେ ଯେଉଁମାନେ ଦୋଷୀ ସେମାନେ ଜେଲ୍ ଯିବେ…

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    Spread the love

    Spread the loveଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଗୁରୁତ୍ୱପୂର୍ଣ୍ଣ ତଦନ୍ତ କମିସନ ଫାଇଲ ହଜିବା ମାମଲାରେ ଏବେ ତଦନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଏହି ସମ୍ବେଦନଶୀଳ ଘଟଣାରେ ଆଜି ଏକ ବଡ଼ ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ…

    Leave a Reply

    Your email address will not be published. Required fields are marked *

    You Missed

    ଜନତା ମାଗେ ଜବାବ 30 ଜୁଲାଇ 2026

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…