ଅନାସ୍ଥା ଆଣିଲେ ସରକାର ଆହତ ହେବେନି ବିରୋଧୀ ନିଜେ କ୍ଷତାକ୍ତ ହେବେ: ରାଜସ୍ବ ମନ୍ତ୍ରୀ

Spread the love

ଜେଏମଜେ ବ୍ୟୁରୋ : କଂଗ୍ରେସର ଅନାସ୍ଥା ଆହ୍ଵାନ ଦାବି ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ  ଚ୍ୟାଲେଞ୍ଜ ଦେଇଛନ୍ତି। ସେ କହିଛନ୍ତି  ବିରୋଧୀ ଅନାସ୍ଥା ଆଣିଲେ ସରକାର ଆହତ ହେବେନି ନିଜେ ବିରୋଧୀ ହିଁ କ୍ଷତାକ୍ତ ହେବେ। ବିରୋଧୀଙ୍କ ଅନାସ୍ଥା ପ୍ରସ୍ତାବ ସେମାନଙ୍କ ପାଇଁ ବୁମେରଂ ହେବ।

ବିରୋଧୀଙ୍କ ଅଧିକାର ଅଛି ସେମାନେ ଅନାସ୍ଥା ଆଣି ପାରିବେ। କିନ୍ତୁ ବିଧାନସଭାକୁ ଟିକେ ହୋମ ୱାର୍କ କରିକି ଆସନ୍ତୁ। ବିଜେଡି କଂଗ୍ରେସ ୪୦ବର୍ଷର ହିସାବ ନେଇକି ଆସନ୍ତୁ।

ଆମେ ଗୋଟିଏ ବର୍ଷର ହିସାବ ଦେବୁ। ସେମାନେ ଲମ୍ବା ସମୟ ଧରି କ’ଣ କରିଛନ୍ତି ଆମେ ବର୍ଷକରେ କ’ଣ କରିଛୁ ତାହାର ହିସାବ ଦେବୁ ବୋଲି ରାଜସ୍ବ ମନ୍ତ୍ରୀ ଆହ୍ବାନ ଦେଇଛନ୍ତି।

  • jmjnewso

    Related Posts

    ଧର୍ମେନ୍ଦ୍ର ଓଡ଼ିଶା ଆସିବା ପରେ ଭାଜପା ନେତାଙ୍କ ସହ ବଡ଼ ବୈଠକ କଲେ ମୁଖ୍ୟମନ୍ତ୍ରୀ

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ସିଜେପିର ବିକ୍ଷୋଭ ପ୍ରଦର୍ଶନ ପରେ ଚାପଗ୍ରସ୍ତ ହୋଇ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହାପରେ ସେ ପ୍ରଥମଥର ଓଡ଼ିଶା ଗସ୍ତରେ ଆସିଛନ୍ତି। ମଙ୍ଗଳବାର ଦିଲ୍ଲୀରୁ ବାହାରି ସକାଳ…

    କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ

    Spread the love

    Spread the loveଜେଏମଜେ ବ୍ୟୁରୋ : ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ଶୀର୍ଷ ସରକାରୀ ସୂତ୍ରରୁ ସ୍ପଷ୍ଟ କରାଯାଇଛି ଯେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ। ସରକାରଙ୍କ ଅନୁଭବ ହେଉଛି ଯେ ଇସ୍ତଫା ଦେବା…

    Leave a Reply

    Your email address will not be published. Required fields are marked *

    You Missed

    ଏସଆଇ ଆର କୁ ନେଇ ଏବେ ବି ଅଜ୍ଞ କୋରାପୁଟିଆ ଆଦିବାସୀ

    ଏସଆଇ ଆର କୁ ନେଇ ଏବେ ବି ଅଜ୍ଞ କୋରାପୁଟିଆ ଆଦିବାସୀ

    ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟର ସମୀକ୍ଷା

    ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟର ସମୀକ୍ଷା

    ବ୍ଲକ ସ୍ତରୀୟ ପାଚିକା ଓ ସହାୟିକା ମାନଙ୍କ ପ୍ରଶିକ୍ଷଣ ଶିବିର

    ବ୍ଲକ ସ୍ତରୀୟ ପାଚିକା ଓ ସହାୟିକା ମାନଙ୍କ ପ୍ରଶିକ୍ଷଣ ଶିବିର

    କବିସୂର୍ଯ୍ୟନଗର ଅଂଚଳ ରେ ବାଘ ଆତଙ୍କ.

    କବିସୂର୍ଯ୍ୟନଗର ଅଂଚଳ ରେ ବାଘ ଆତଙ୍କ.

    ବିପର୍ଯ୍ୟୟର ଚିତ୍ର: କମିଛି ବର୍ଷା, ବଢୁଛି ଦୁଦର୍ଶା;ଚିନ୍ତାରେ ଚାଷୀକୁଳ ଓ ଜନତା

    ବିପର୍ଯ୍ୟୟର ଚିତ୍ର: କମିଛି ବର୍ଷା, ବଢୁଛି ଦୁଦର୍ଶା;ଚିନ୍ତାରେ ଚାଷୀକୁଳ ଓ ଜନତା