ନକଲି ଜବ୍ କାର୍ଡ ପ୍ରସଙ୍ଗ: ଦ୍ୱିତୀୟ ସ୍ଥାନରେ ଓଡ଼ିଶା

Spread the love

ଜେଏମଜେ ବ୍ୟୁରୋ : ଜବ୍‌ କାର୍ଡ ଜାଲିଆତିକୁ ନେଇ ଏକ ବଡ଼ ତଥ୍ୟ ସାମ୍ନାକୁ ଆସିଛି । ସାରା ଦେଶରେ ନକଲି ଜବ୍ କାର୍ଡ ହାତେଇବାରେ ଓଡ଼ିଶା ଦ୍ୱିତୀୟ ସ୍ଥାନରେ ରହିଥିବାବେଳେ ବିହାର ପ୍ରଥମ ସ୍ଥାନରେ ରହିଛି । ତୃତୀୟରେ ଆସାମ ଏବଂ ଚତୁର୍ଥରେ ଛତିଶଗଡ଼ ରହିଛି । ଓଡ଼ିଶାରେ 66 ଲକ୍ଷରୁ ଅଧିକ ଜବ୍ କାର୍ଡ ପାଇଛନ୍ତି । ସେଥିରୁ 43 ଲକ୍ଷ ଆକ୍ଟିଭ ଅଛନ୍ତି ।ସାଂସଦ ମାଳା ରାୟଙ୍କ ପ୍ରଶ୍ନର ଉତ୍ତରରେ କେନ୍ଦ୍ର ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ କମଳେଶ ପାସୱାନ ଏହି ସୂଚନା ଦେଇଛନ୍ତି ।

ମନ୍ତ୍ରୀଙ୍କ ଦ୍ୱାରା ଦିଆଯାଇଥିବା ତଥ୍ୟ ଅନୁଯାୟୀ, ୨୦୨୨ରୁ ୨୦୨୫ ମଧ୍ୟରେ ସାରା ଦେଶରେ ୧୧ ଲକ୍ଷରୁ ଅଧିକ ନକଲି ଜବ୍ କାର୍ଡକୁ ବାତିଲ କରାଯାଇଛି । ବିଭିନ୍ନ କାରଣରୁ ଯେପରିକି ନକଲି କାର୍ଡ, ନକଲି ହିତାଧିକାରୀ, ପଞ୍ଚାୟତରୁ ସ୍ଥାୟୀ ଭାବେ ସ୍ଥାନାନ୍ତର ହୋଇଥିବା ପରିବାର ଏବଂ ମୃତ ବ୍ୟକ୍ତିଙ୍କ ନାମରେ ଥିବା କାର୍ଡଗୁଡ଼ିକୁ ବାତିଲ କରାଯାଇଥାଏ ବୋଲି ମନ୍ତ୍ରୀ ସ୍ପଷ୍ଟ କରିଛନ୍ତି ।

  • jmjnewso

    Related Posts

    UPI କାରବାର ନେଇ ଆସିଲା ନୂଆ ନିୟମ

    Spread the love

    Spread the loveନୂଆଦିଲ୍ଲୀ:ଜେଏମଜେ ନ୍ୟୁଜ : ଡିଜିଟାଲ୍ ଇଣ୍ଡିଆ ଯୁଗରେ ୟୁନିଫାଏଡ୍ ପେମେଣ୍ଟ୍ସ ଇଣ୍ଟରଫେସ୍ ବା ୟୁପିଆଇ ଏବେ ପ୍ରତ୍ୟେକ ବ୍ୟକ୍ତିଙ୍କ ଦୈନନ୍ଦିନ ଜୀବନର ଏକ ଅବିଚ୍ଛେଦ୍ୟ ଅଙ୍ଗ ପାଲଟିଛି। ୟୁପିଆଇ କାରବାର ଉପରେ ଚାର୍ଜ ଲାଗିବା ନେଇ ଲୋକଙ୍କ ମନରେ…

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    Spread the love

    Spread the loveଆଉ ୩ ଦିନ ପରେ ମଞ୍ଚରେ ମଞ୍ଚସ୍ଥ ହୋଇଥାନ୍ତା ନାଟକ । ଗଣେଜ ପୂଜା ଉପଲକ୍ଷେ ନାଟକ ମଞ୍ଚସ୍ଥ ପାଇଁ ରିହର୍ସଲ ଚାଲିଥିବା ବେଳେ ଅଭାବନୀୟ ଘଟଣା ଘଟିଛି । ଦୁଇ ଯୁବକଙ୍କ ଛୁରାମାଡ଼ରେ ଜଣେ ଯାତ୍ରା କଳାକାରଙ୍କ…

    Leave a Reply

    Your email address will not be published. Required fields are marked *

    You Missed

    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    • By jmjnewso
    • September 16, 2026
    • 23 views
    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    • By jmjnewso
    • September 16, 2026
    • 30 views
    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    • By jmjnewso
    • September 16, 2026
    • 27 views
    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    • By jmjnewso
    • September 16, 2026
    • 40 views
    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 47 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 41 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍