ଏବେ ନୁହେଁ ଅଗଷ୍ଟ 15 ପରେ ମନ୍ତ୍ରୀମଣ୍ଡଳ ଅଦଳବଦଳ ଓ ସଂପ୍ରସାରଣ.

Spread the love

ଜେଏମଜେ ବ୍ୟୁରୋ : ବର୍ତ୍ତମାନ ରାଜ୍ୟରେ ବଡ଼ ଚର୍ଚ୍ଚା ଚାଲିଛି ତାହା ହେଲା ମନ୍ତ୍ରୀ ମଣ୍ଡଳ ଅଦଳବଦଳ। କେବଳ ସେତିକି ନୁହେଁ ଏହି ମନ୍ତ୍ରୀ ମଣ୍ଡଳରେ କେଉଁମାନେ ସାମିଲ ହେବେ ସେ ତଥ୍ୟ ମଧ୍ୟ ଗଣ ମାଧ୍ୟମରେ ପ୍ରଚାର ଚାଲିଛି। ଯେଉଁଦିନ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ରାଜ୍ୟପାଳଙ୍କୁ ସାକ୍ଷାତ କଲେ ଏହି ଚର୍ଚ୍ଚା ଜୋର ଧରିଥିଲା। ଏହାପରେ ରାଜ୍ୟପାଳ ହରିବାବୁ କୁମ୍ଭମପଟି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନଙ୍କ ବାସଭବନକୁ ଆସିବା ପରେ ଏହି ଚର୍ଚ୍ଚା ଆହୁରି ଜୋର ହେଲା।

ଏବେ ବିଜେପି ସଭାପତି ନୂଆଦିଲ୍ଲୀ ଗସ୍ତରେ ଅଛନ୍ତି। ସେଠାରେ ସେ ଉଚ୍ଚ ନେତୃତ୍ବଙ୍କ ସହିତ ଆଲୋଚନା କରୁଛନ୍ତି। ତେବେ ମନ୍ତ୍ରୀ ମଣ୍ଡଳ ଅଦଳବଦଳ ଓ ସଂପ୍ରସାରଣ ନିଶ୍ଚିତ ହେବ। ହେଲେ ବର୍ତ୍ତମାନ ପାଇଁ ଏହାକୁ ସ୍ଥଗିତ ରଖାଯାଇଛି। ଦିଲ୍ଲୀ ସୁତ୍ର ଅନୁସାରେ ଏହି ଅଦଳବଦଳ ଆସନ୍ତା ଅଗଷ୍ଟ ପନ୍ଦର ପରେ ହେବ ବୋଲି କୁହାଯାଉଛି। ଅନ୍ୟ ଏକ ସୂତ୍ର ଅନୁସାରେ କୁହାଯାଉଛି ଯେ ଚଳିତ ମାସ ଶେଷ ଆଡକୁ ମଧ୍ୟ ଏହା ହୋଇପାରେ.।

  • jmjnewso

    Related Posts

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟରେ ଭିତ୍ତିଭୂମି ବିକାଶ କାର୍ଯ୍ୟର ମନ୍ଥର ଗତିକୁ ନେଇ ବ୍ୟାପକ ଅସନ୍ତୋଷ ମଧ୍ୟରେ, ବର୍ତ୍ତମାନ ଖୋଦ ଶାସକ ଦଳର ତିନିଜଣ ପ୍ରଭାବଶାଳୀ ସାଂସଦ ସରକାରଙ୍କ ଉପରେ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି।ବଲାଙ୍ଗୀର…

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    Spread the love

    Spread the loveଜେଏମଜେ ବ୍ୟୁରୋ : ସରକାରୀ କାମରେ ବଡ଼ ଗଡ଼ବଡ଼ର ଅଭିଯୋଗ । ଚିଠି ଲେଖି ଅସନ୍ତୋଷ ଝାଡ଼ିଲେ ତିନି ସାଂସଦ । ସଙ୍ଗୀତା ସିଂଦେଓ, ବଳଭଦ୍ର ମାଝୀ,ଓ ପାଣିଗ୍ରାହୀଙ୍କ ଚିଠି । ତେବେ ଚିଠିରେ କେଉଁ ସାଂସଦ କଣ…

    Leave a Reply

    Your email address will not be published. Required fields are marked *

    You Missed

    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    • By jmjnewso
    • September 16, 2026
    • 23 views
    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    • By jmjnewso
    • September 16, 2026
    • 30 views
    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    • By jmjnewso
    • September 16, 2026
    • 27 views
    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    • By jmjnewso
    • September 16, 2026
    • 40 views
    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 47 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 41 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍