ଫେକ୍‌ ଜବ୍‌ କାର୍ଡ ଧରିବାକୁ ଆରମ୍ଭ ହେବ E-KYC

Spread the love

ଜେଏମଜେ ବ୍ୟୁରୋ : ନକଲି ଜବ କାର୍ଡ ହାତେଇବାରେ ଓଡ଼ିଶା ଦ୍ବିତୀୟ ସ୍ଥାନରେ ରହିଛି । ଏହାରି ଭିତରେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାୟକ ଆଜି ଏକ ବଡ଼ ସୂଚନା ଦେଇଛନ୍ତି ।ଫେକ୍‌ କାର୍ଡଧାରୀଙ୍କୁ ଧରିବାକୁ ଆରମ୍ଭ ହେବ e-KYC । ତେବେ ଯେଉଁ ବ୍ୟକ୍ତି 3 ମାସ ଭିତରେ e-KYC କରିବେ ନାହିଁ ସେମାନଙ୍କର ଜବ୍ କାର୍ଡ କଟାଯିବ ବୋଲି ମନ୍ତ୍ରୀ କହିଛନନ୍ତି । ସେ ପୁଣି ପାନୀୟ ଜଳ ଯୋଗାଣ ବିଭାଗର ହିସାବ ଦେଇଛନ୍ତି। ସେ କହିଛନ୍ତି, ସବୁ ଘରକୁ ଘର ଜଳ ବ୍ୟବସ୍ଥା ହୋଇଛି। ଅଗଷ୍ଟରେ ୨୧, ସେପ୍ଟେମ୍ବରରେ ୧୧ ଓ ଡିସେମ୍ବରରେ ୨୨ଟି ପ୍ରକଳ୍ପ ଶେଷ ହେବ। ଏବର୍ଷ ୨୦ ହଜାର ୮୯୧ଟି ନଳକୂପ ଖନନ ହୋଇଛି। ବର୍ତ୍ତମାନ ସୁଦ୍ଧା ୫ଲକ୍ଷ ୨୭ହଜାର ୫୭୦ ନଳକୂପ ଖୋଳାଯାଇଛି। ବଳକା ପ୍ରକଳ୍ପ ୨୦୩୬ ସୁଦ୍ଧା ସଂପୂର୍ଣ୍ଣ ହେବ। ଏଜେନ୍ସି ପାଇଁ ସବୁଦିନ ପେନାଲ୍ଟି ରହୁଛି, ବିଳମ୍ବ ହେଲେ ନୋଟିସ କରାଯାଉଛି। ଏଣିକି କାମ ବିଳମ୍ବ ହେଲେ ଅଧିକାରୀଙ୍କ ଦରମା ବନ୍ଦ ହେବ ବୋଲି ମନ୍ତ୍ରୀ କହିଛି।

  • jmjnewso

    Related Posts

    ମନଇଚ୍ଛା ବଦଳି ନେଇପାରିବେନି ସରକାରୀ ଅଧିକାରୀ

    Spread the love

    Spread the loveଭୁବନେଶ୍ୱର :ଜେଏମଜେ ନ୍ୟୁଜ : ଦଳି ଆଦେଶ ମିଳିବା ମାତ୍ରେ ତାହାକୁ ପାଳନ କରିବାକୁ ପଡ଼ିବ । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ସବୁ ବିଭାଗ ଓ ଜିଲାପାଳଙ୍କୁ କଡ଼ା ଚିଠି । ପ୍ରତିବର୍ଷ ଏପ୍ରିଲ ୧୫ରୁ ଜୁନ…

    ବାଚସ୍ପତି କମିଟି ସମ୍ମିଳନୀ: ଦଳ ବଦଳ ଆଇନ ଉପରେ ତର୍ଜମା

    Spread the love

    Spread the loveଭୁବନେଶ୍ୱର, ୨୧।୪ : ଭାରତୀୟ ସମ୍ବିଧାନର ଦଶମ ଅନୁସୂଚୀ ଅନୁଯାୟୀ ବିଧାନସଭା ଅଧ୍ୟକ୍ଷଙ୍କ କ୍ଷମତା ଓ ଦାୟିତ୍ୱର ସମୀକ୍ଷା ପାଇଁ ପୁରୀଠାରେ ବାଚସ୍ପତି କମିଟି ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ମହାରାଷ୍ଟ୍ର ବିଧାନସଭାର ବାଚସ୍ପତି ରାହୁଲ ସୁରେଶ ନରୱେକର…

    Leave a Reply

    Your email address will not be published. Required fields are marked *

    You Missed

    ମନଇଚ୍ଛା ବଦଳି ନେଇପାରିବେନି ସରକାରୀ ଅଧିକାରୀ

    ମନଇଚ୍ଛା ବଦଳି ନେଇପାରିବେନି ସରକାରୀ ଅଧିକାରୀ

    ଆଜି ଅପରାହ୍ନ ୪ଟାରେ ମମତାଙ୍କ ସାମ୍ବାଦିକ ସମ୍ମିଳନୀ

    ଆଜି ଅପରାହ୍ନ ୪ଟାରେ ମମତାଙ୍କ ସାମ୍ବାଦିକ ସମ୍ମିଳନୀ

    ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ୨୦୨୬: ଟିଏମସିକୁ ପଛରେ ପକାଇ ଆଗରେ ବିଜେପି

    ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ୨୦୨୬: ଟିଏମସିକୁ ପଛରେ ପକାଇ ଆଗରେ ବିଜେପି

    ବାହାଘର ପ୍ରୋଶେସନ ବେଳେ ସଂଘବଦ୍ଧ ଆକ୍ରମଣରେ ଯୁବକ ମୃତ: ପ୍ରବଳ ଉତ୍ତେଜନା. ପୋଲିସ ମୁତୟନ।

    ବାହାଘର ପ୍ରୋଶେସନ ବେଳେ ସଂଘବଦ୍ଧ ଆକ୍ରମଣରେ ଯୁବକ ମୃତ: ପ୍ରବଳ ଉତ୍ତେଜନା. ପୋଲିସ ମୁତୟନ।

    ବାଚସ୍ପତି କମିଟି ସମ୍ମିଳନୀ: ଦଳ ବଦଳ ଆଇନ ଉପରେ ତର୍ଜମା

    ବାଚସ୍ପତି କମିଟି ସମ୍ମିଳନୀ: ଦଳ ବଦଳ ଆଇନ ଉପରେ ତର୍ଜମା

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!