୨୦୨୫ରେ ସରିବ ପାନୀୟ ଜଳ ପ୍ରକଳ୍ପ, ଜଳଯୋଗାଣରେ ବିଳମ୍ବ ହେଲେ ଅଧିକାରୀଙ୍କ ଦରମା ବନ୍ଦ ହେବ: ମନ୍ତ୍ରୀ

Spread the love

ଜେଏମଜେ ବ୍ୟୁରୋ : ଆଜି ପାନୀୟ ଜଳ ଯୋଗାଣ ବିଭାଗର ହିସାବ ଦେଲେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ । ପାନୀୟ ଜଳ ବ୍ୟବସ୍ଥା ଆଜି ମଧ୍ୟ ସରକାରଙ୍କ ପାଇଁ ଚ୍ୟାଲେଞ୍ଜ ହୋଇ ରହିଛି । ୨୦୭ ମେଗା ପ୍ରକଳ୍ପ ଦ୍ୱାରା ପାଣି ଦେବା ପାଇଁ ନିଷ୍ପତ୍ତି ହୋଇଥିଲା । ୧୮ଟି ପ୍ରକଳ୍ପରେ ସବୁ ଘରକୁ ଘର ଜଳ ବ୍ୟବସ୍ଥା ହୋଇଛି । ଅଗଷ୍ଟରେ ୨୧, ସେପ୍ଟେମ୍ବରରେ ୧୧ ଓ ଡିସେମ୍ବରରେ ୨୨ଟି ପ୍ରକଳ୍ପ ଶେଷ ହେବ ବୋଲି ପଞ୍ଚାୟତିରାଜ ମନ୍ତ୍ରୀ କହିଛନ୍ତି ।

ଚଳିତବର୍ଷ ୨୦ ହଜାର ୮୯୧ଟି ନଳକୂପ ଖନନ ହୋଇଛି, ଲୋକେ ଏଥିରୁ ପାଣି ପାଉଛନ୍ତି । ଏଜେନ୍ସି ପାଇଁ ସବୁଦିନ ପେନାଲ୍ଟି ରହୁଛି, ବିଳମ୍ବ ହେଲେ ନୋଟିସ ହେଉଛି । କାମ ବିଳମ୍ବ ହେଲେ ଅଧିକାରୀଙ୍କ ଦରମା ବନ୍ଦ ହେବ । ଏନେଇ ବିଭାଗ ପକ୍ଷରୁ ୭ ଦିନରେ ଦୁଇ ଥର ମନିଟରିଂ କରାଯିବ ବୋଲି କହିଲେ ମନ୍ତ୍ରୀ ।

ପଞ୍ଚାୟତିରାଜ ମନ୍ତ୍ରୀ ଆହୁରି କହିଛନ୍ତି ଯେ, ସେହିପରି ସମସ୍ତ ଜିଲ୍ଲା ଓ ବ୍ଲକରେ ବର୍ତ୍ତମାନ ସୁଦ୍ଧା ୫ ଲକ୍ଷ ୨୭ ହଜାର ୫୭୦ ନଳକୂପ ଖୋଳାଯାଇଛି । ବଳକା ପ୍ରକଳ୍ପ ୨୦୩୬ ସୁଦ୍ଧା ସଂପୂର୍ଣ୍ଣ ହେବ

  • jmjnewso

    Related Posts

    UPI କାରବାର ନେଇ ଆସିଲା ନୂଆ ନିୟମ

    Spread the love

    Spread the loveନୂଆଦିଲ୍ଲୀ:ଜେଏମଜେ ନ୍ୟୁଜ : ଡିଜିଟାଲ୍ ଇଣ୍ଡିଆ ଯୁଗରେ ୟୁନିଫାଏଡ୍ ପେମେଣ୍ଟ୍ସ ଇଣ୍ଟରଫେସ୍ ବା ୟୁପିଆଇ ଏବେ ପ୍ରତ୍ୟେକ ବ୍ୟକ୍ତିଙ୍କ ଦୈନନ୍ଦିନ ଜୀବନର ଏକ ଅବିଚ୍ଛେଦ୍ୟ ଅଙ୍ଗ ପାଲଟିଛି। ୟୁପିଆଇ କାରବାର ଉପରେ ଚାର୍ଜ ଲାଗିବା ନେଇ ଲୋକଙ୍କ ମନରେ…

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    Spread the love

    Spread the loveଆଉ ୩ ଦିନ ପରେ ମଞ୍ଚରେ ମଞ୍ଚସ୍ଥ ହୋଇଥାନ୍ତା ନାଟକ । ଗଣେଜ ପୂଜା ଉପଲକ୍ଷେ ନାଟକ ମଞ୍ଚସ୍ଥ ପାଇଁ ରିହର୍ସଲ ଚାଲିଥିବା ବେଳେ ଅଭାବନୀୟ ଘଟଣା ଘଟିଛି । ଦୁଇ ଯୁବକଙ୍କ ଛୁରାମାଡ଼ରେ ଜଣେ ଯାତ୍ରା କଳାକାରଙ୍କ…

    Leave a Reply

    Your email address will not be published. Required fields are marked *

    You Missed

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 24 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 18 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 29 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 50 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    • By jmjnewso
    • September 15, 2026
    • 37 views
    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    • By jmjnewso
    • September 15, 2026
    • 44 views
    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ