ମୋଦୀଙ୍କୁ ରାହୁଲଙ୍କ କଟାକ୍ଷ. କହିଲେ ଖାଲି ସୋ-ବାଜି, କିଛି ଦମ ନାହିଁ’,

Spread the love

ଜେଏମଜେ ବ୍ୟୁରୋ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପାଇଁ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପୁଣି ଥରେ ଅପମାନଜନକ ଭାଷା ବ୍ୟବହାର କରିଛନ୍ତି। ରାହୁଲ ଗାନ୍ଧୀ ଶୁକ୍ରବାର ଦିନ ଦାବି କରିଛନ୍ତି ଯେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଅନେକ ଥର ଭେଟିଛନ୍ତି ଏବଂ ତାଙ୍କର କୌଣସି ଦମ୍ ନାହିଁ।

ସେ କଂଗ୍ରେସ ‘ଓବିସି ପାର୍ଟନରସିପ୍ ଜଷ୍ଟିସ୍ କନଫରେନ୍ସ’ରେ ଏହି ମନ୍ତବ୍ୟ ଦେଇଥିଲେ। ଯେତେବେଳେ ରାହୁଲ ଗାନ୍ଧୀ ତାଙ୍କ ଭାଷଣ ସମୟରେ ପଚାରିଥିଲେ ଯେ ଦେଶର ସବୁଠାରୁ ବଡ଼ ସମସ୍ୟା କ’ଣ, ସେତେବେଳେ ସେଠାରେ ଉପସ୍ଥିତ ଜଣେ ପ୍ରଧାନମନ୍ତ୍ରୀଙ୍କ ନାମ ନେଇଥିଲେ। ଏହା ଉପରେ ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ କହିଥିଲେ, “ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ବଡ଼ ସମସ୍ୟା ନୁହଁନ୍ତି। ଗଣମାଧ୍ୟମର ଲୋକମାନେ କେବଳ ଏକ ବେଲୁନ୍ ତିଆରି କରିଛନ୍ତି( ବଢେଇଚଢେଇ । ମୁଁ ତାଙ୍କୁ ଭେଟିଛି, ତାଙ୍କ ସହିତ ରୁମରେ ବସିଛି। ଏହା କେବଳ ‘ସୋ-ବାଜି’, କୌଣସି ଦମ୍ ନାହିଁ।”

ତେବେ ଏହା ପ୍ରଥମ ଥର ନୁହେଁ, ପୂର୍ବରୁ ମଧ୍ୟ ରାହୁଲ ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଅପମାନଜନକ ଭାଷାର ପ୍ରୟୋଗ କରିଛନ୍ତି। ୨୦୧୯ରେ ସେ ରାଫେଲ ବିମାନ ପ୍ରସଙ୍ଗରେ କହିଥିଲେ ଯେ ‘ଚୌକୀଦାର ଚୋର୍ ହୈ’ । ଏହାକୁ ନେଇ ସେତେବେଳେ ବିବାଦ ସୃଷ୍ଟି ହୋଇଥିଲା । 

  • jmjnewso

    Related Posts

    ଆଜି ଅପରାହ୍ନ ୪ଟାରେ ମମତାଙ୍କ ସାମ୍ବାଦିକ ସମ୍ମିଳନୀ

    Spread the love

    Spread the loveଜେଏମଜେ ବ୍ୟୁରୋ : ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ ସୁପ୍ରିମୋ ମମତା ବାନାର୍ଜୀଙ୍କ କାଲିଘାଟ ବାସଭବନ ଏବଂ ରାଜ୍ୟ ସଚିବାଳୟ, ନବାନ୍ନାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ତାଙ୍କ ବାସଭବନ ନିକଟରେ କିଛି ଲୋକ ‘ଜୟ ଶ୍ରୀ…

    ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ୨୦୨୬: ଟିଏମସିକୁ ପଛରେ ପକାଇ ଆଗରେ ବିଜେପି

    Spread the love

    Spread the loveଜେଏମଜେ ବ୍ୟୁରୋ : ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ୨୦୨୬ର ହାଇ-ଭୋଲଟେଜ୍ ଲଢ଼େଇ ପରେ ଆଜି ସମସ୍ତଙ୍କ ନଜର ଭୋଟ୍ ଗଣତି ଉପରେ ରହିଛି । ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ତୃଣମୂଳ କଂଗ୍ରେସ (TMC) ଏବଂ ଭାରତୀୟ ଜନତା…

    Leave a Reply

    Your email address will not be published. Required fields are marked *

    You Missed

    ମନଇଚ୍ଛା ବଦଳି ନେଇପାରିବେନି ସରକାରୀ ଅଧିକାରୀ

    ମନଇଚ୍ଛା ବଦଳି ନେଇପାରିବେନି ସରକାରୀ ଅଧିକାରୀ

    ଆଜି ଅପରାହ୍ନ ୪ଟାରେ ମମତାଙ୍କ ସାମ୍ବାଦିକ ସମ୍ମିଳନୀ

    ଆଜି ଅପରାହ୍ନ ୪ଟାରେ ମମତାଙ୍କ ସାମ୍ବାଦିକ ସମ୍ମିଳନୀ

    ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ୨୦୨୬: ଟିଏମସିକୁ ପଛରେ ପକାଇ ଆଗରେ ବିଜେପି

    ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ୨୦୨୬: ଟିଏମସିକୁ ପଛରେ ପକାଇ ଆଗରେ ବିଜେପି

    ବାହାଘର ପ୍ରୋଶେସନ ବେଳେ ସଂଘବଦ୍ଧ ଆକ୍ରମଣରେ ଯୁବକ ମୃତ: ପ୍ରବଳ ଉତ୍ତେଜନା. ପୋଲିସ ମୁତୟନ।

    ବାହାଘର ପ୍ରୋଶେସନ ବେଳେ ସଂଘବଦ୍ଧ ଆକ୍ରମଣରେ ଯୁବକ ମୃତ: ପ୍ରବଳ ଉତ୍ତେଜନା. ପୋଲିସ ମୁତୟନ।

    ବାଚସ୍ପତି କମିଟି ସମ୍ମିଳନୀ: ଦଳ ବଦଳ ଆଇନ ଉପରେ ତର୍ଜମା

    ବାଚସ୍ପତି କମିଟି ସମ୍ମିଳନୀ: ଦଳ ବଦଳ ଆଇନ ଉପରେ ତର୍ଜମା

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!