ଆକ୍ସନମୋଡରେ ମୋହନ: ମନ୍ତ୍ରୀମାନଙ୍କୁ ମାଗିଲେ ପରଫର୍ମାନ୍ସ ରିପୋର୍ଟ

Spread the love

ଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଶାସନିକ କ୍ଷେତ୍ରରେ ବ୍ୟାପକ ଅଦଳବଦଳ କରିବା ସହ ସବୁ ମନ୍ତ୍ରୀ ଓ ବିଭାଗଗୁଡ଼ିକୁ ନିର୍ଦ୍ଧାରିତ ଫର୍ମାଟରେ ନିଜର ପରଫର୍ମାନ୍ସ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଚଳିତମାସରେ ୩ଦିନିଆ ଦିଲ୍ଲୀ ଗସ୍ତରୁ ଫେରିବା ପରେ ଜୁଲାଇ ୧୫ତାରିଖରେ ମୁଖ୍ୟ ସଚିବ ମନୋଜ ଆହୁଜା ଏକ ନୋଟ୍ ସିଟ୍ ଜାରି କରି ବିଭାଗଗୁଡ଼ିକୁ ଅବଗତ କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଏଭଳି କଡ଼ା ଆଭିମୁଖ୍ୟ ପଦାକୁ ଆସିଛି, ଯାହାକି ଏବେ ପାୱାର କରିଡ଼ରରେ କମ୍ପନ ସୃଷ୍ଟି କରିଛି ।ମନ୍ତ୍ରୀମାନଙ୍କ କାର୍ଯ୍ୟକଳାପ ଓ ପ୍ରଦର୍ଶନ ଉପରେ ସମ୍ପୂର୍ଣ୍ଣ ନିୟନ୍ତ୍ରଣ ରଖିବା ସହ ବିଭାଗଗୁଡ଼ିକ କିଭଳି କାର୍ଯ୍ୟ କରୁଛି ତା’ର ତଥ୍ୟ ମଧ୍ୟ ମାଗିଛନ୍ତି । ଏହି ପଦକ୍ଷେପ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନାକେବଳ ସରକାରଙ୍କ ଉତ୍ତରଦାୟିତ୍ୱକୁ ସୁଦୃଢ଼ କରାଇବା ଉପରେ ଗୁରୁତ୍ୱ ଦେଇଛନ୍ତି ବରଂ ସାଧାରଣ ଲୋକଙ୍କ ସହ ସିଧାସଳଖ ଯୋଡ଼ି ହେବାର ପ୍ରାଥମିକତାକୁ ମଧ୍ୟ ସୁନିଶ୍ଚିତ କରାଇଥିବା ଜଣାପଡ଼ିଛି।

  • jmjnewso

    Related Posts

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟରେ ଭିତ୍ତିଭୂମି ବିକାଶ କାର୍ଯ୍ୟର ମନ୍ଥର ଗତିକୁ ନେଇ ବ୍ୟାପକ ଅସନ୍ତୋଷ ମଧ୍ୟରେ, ବର୍ତ୍ତମାନ ଖୋଦ ଶାସକ ଦଳର ତିନିଜଣ ପ୍ରଭାବଶାଳୀ ସାଂସଦ ସରକାରଙ୍କ ଉପରେ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି।ବଲାଙ୍ଗୀର…

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    Spread the love

    Spread the loveଜେଏମଜେ ବ୍ୟୁରୋ : ସରକାରୀ କାମରେ ବଡ଼ ଗଡ଼ବଡ଼ର ଅଭିଯୋଗ । ଚିଠି ଲେଖି ଅସନ୍ତୋଷ ଝାଡ଼ିଲେ ତିନି ସାଂସଦ । ସଙ୍ଗୀତା ସିଂଦେଓ, ବଳଭଦ୍ର ମାଝୀ,ଓ ପାଣିଗ୍ରାହୀଙ୍କ ଚିଠି । ତେବେ ଚିଠିରେ କେଉଁ ସାଂସଦ କଣ…

    Leave a Reply

    Your email address will not be published. Required fields are marked *

    You Missed

    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    • By jmjnewso
    • September 16, 2026
    • 23 views
    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    • By jmjnewso
    • September 16, 2026
    • 30 views
    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    • By jmjnewso
    • September 16, 2026
    • 27 views
    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    • By jmjnewso
    • September 16, 2026
    • 40 views
    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 47 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 41 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍