ଦିଲ୍ଲୀରୁ ଫେରି,ମନ୍ତ୍ରୀ ମଣ୍ଡଳ ସମ୍ପ୍ରସାରଣ କଥାକୁ ଏଡାଇଦେଲେ ମନମୋହନ

Spread the love

ଜେଏମଜେ ବ୍ୟୁରୋ : ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା ଭିତରେ ଦିଲ୍ଲୀ ଗସ୍ତରୁ ଫେରିଛନ୍ତି ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ। ଦିଲ୍ଲୀରୁ ଫେରିବା ପରେ ସେ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣକୁ ନେଇ ଏକ ବଡ଼ କଥା କହିଦେଇଛନ୍ତି। ରାଜ୍ୟର ସାଂଗଠନିକ ଓ ଅନ୍ୟାନ୍ୟ କାମ ବିଷୟରେ ଆଲୋଚନା ଲାଗି ନୂଆଦିଲ୍ଲୀ ଯାଇଥିଲେ। ବିଜେପିର ନୂଆ କାର୍ଯ୍ୟକାରିଣୀରେ କିଛି ନୂଆ ଲୋକଙ୍କୁ ନିଆଯିବ ଏବଂ କିଛି ପୁରୁଣା କାର୍ଯ୍ୟକର୍ତ୍ତା ପୂର୍ବ ଭଳି ଦାୟିତ୍ବରେ ରହିବେ।ଖୁବ୍‌ଶୀଘ୍ର ଦଳର ନୂଆ ସାଂଗଠନିକ କମିଟି ହେବ। ଆଜି ବି ବୈଠକ ଅଛି, ସାଂଗଠନିକ ବିଷୟରେ ଆଲୋଚନା ହେବ ବୋଲି ସେ ସୂଚନା ଦେଇଛନ୍ତି।ତେବେ ଠିକ୍ ସମୟରେ ନିଗମ ଅଧ୍ୟକ୍ଷ ପଦବୀ ପୂରଣ କରାଯିବ ବୋଲି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି।
ତେବେ ରାଜ୍ୟ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ସଂପର୍କରେ ସେ କହିଛନ୍ତି, ଏବେ ସେଭଳି କୌଣସି ସମ୍ଭାବନା ନାହିଁ। ଏନେଇ ନୂଆଦିଲ୍ଲୀରେ କୌଣସି ଆଲୋଚନା ମଧ୍ୟ ହୋଇନାହିଁ। ତେବେ ଠିକ୍ ସମୟରେ ନିଗମ ଅଧ୍ୟକ୍ଷ ପଦବୀ ପୂରଣ କରାଯିବ ବୋଲି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି

  • jmjnewso

    Related Posts

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    Spread the love

    Spread the loveଜେଏମଜେ ବ୍ୟୁରୋ : ସରକାରୀ କାମରେ ବଡ଼ ଗଡ଼ବଡ଼ର ଅଭିଯୋଗ । ଚିଠି ଲେଖି ଅସନ୍ତୋଷ ଝାଡ଼ିଲେ ତିନି ସାଂସଦ । ସଙ୍ଗୀତା ସିଂଦେଓ, ବଳଭଦ୍ର ମାଝୀ,ଓ ପାଣିଗ୍ରାହୀଙ୍କ ଚିଠି । ତେବେ ଚିଠିରେ କେଉଁ ସାଂସଦ କଣ…

    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    Spread the love

    Spread the loveଜେଏମଜେ ବ୍ୟୁରୋ : ବିଜେପିର ରାଜ୍ୟସଭା ସାଂସଦ ତଥା ଉତ୍ତରପ୍ରଦେଶର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଡା. ଦିନେଶ ଶର୍ମା ରାଜ୍ୟସଭା ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ରାଜ୍ୟସଭାର ଚେୟାରମ୍ୟାନ୍ ସି.ପି. ରାଧାକୃଷ୍ଣନ ତାଙ୍କ ଇସ୍ତଫାକୁ ଗ୍ରହଣ କରିବା ସହ ତାଙ୍କ ଆସନକୁ…

    Leave a Reply

    Your email address will not be published. Required fields are marked *

    You Missed

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 24 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 19 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 29 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 51 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    • By jmjnewso
    • September 15, 2026
    • 37 views
    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    • By jmjnewso
    • September 15, 2026
    • 44 views
    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ