ପରିମଳ କର୍ମଚାରୀଙ୍କୁ ମିଳିବ ବାସଗୃହ ସହ ଜୀବନ ବୀମା

Spread the love

ଜେଏମଜେ ବ୍ୟୁରୋ : ଆଜି ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ୨ ଦିନିଆ ଗରିମା ଜାତୀୟ କର୍ମଶାଳାର ଉଦଘାଟନ ହୋଇଯାଇଛି | ପରିମଳ କର୍ମଚାରୀଙ୍କୁ ସଶକ୍ତ କରିବାର ଉଦ୍ଦେଶ୍ୟ ନେଇ ଆୟୋଜିତ ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉଦଘାଟନ କରିଥିଲେ | ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ ପରିମଳ କର୍ମଚାରୀଙ୍କୁ ଏଣିକି ଜୀବନ ବୀମା ମିଳିବ | ଗ୍ରେଡ଼-୧ ପରିମଳ କର୍ମଚାରୀଙ୍କୁ ମିଳିବ ୧୦ ଲକ୍ଷର ବୀମା | ସେହିପରି ସମସ୍ତ ପରିମଳ (ଗ୍ରେଡ଼ ୧) କର୍ମଚାରୀଙ୍କୁ ସ୍ମାର୍ଟ ମୋବାଇଲ ଫୋନ ମିଳିବ | ଏହି ମୋବାଇଲରେ ଜରୁରୀକାଳିନ ସୂଚନା ମିଳିବ | ସେହିପରି ସମସ୍ତ୍ ପରିମଳ କର୍ମଚାରୀଙ୍କୁ ବାସଗୃହ ( ଆବାସ)ଯୋଗାଇ ଦିଆଯିବ |ପରିମଳ କର୍ମଚାରୀଙ୍କୁ ସୁରକ୍ଷା, ସମ୍ମାନ ପ୍ରଦାନ ପାଇଁ ଏହି କାର୍ଯ୍ୟକ୍ରମ କରାଯାଇଥିବାବେଳେ ପରିମଳ କର୍ମଚାରୀ କୁଶଳୀ ଓ ଅତି କୁଶଳୀ ମାନ୍ୟତା ପାଇଛନ୍ତି |

  • jmjnewso

    Related Posts

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    Spread the love

    Spread the loveଜେଏମଜେ ବ୍ୟୁରୋ : ସରକାରୀ କାମରେ ବଡ଼ ଗଡ଼ବଡ଼ର ଅଭିଯୋଗ । ଚିଠି ଲେଖି ଅସନ୍ତୋଷ ଝାଡ଼ିଲେ ତିନି ସାଂସଦ । ସଙ୍ଗୀତା ସିଂଦେଓ, ବଳଭଦ୍ର ମାଝୀ,ଓ ପାଣିଗ୍ରାହୀଙ୍କ ଚିଠି । ତେବେ ଚିଠିରେ କେଉଁ ସାଂସଦ କଣ…

    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    Spread the love

    Spread the loveଜେଏମଜେ ବ୍ୟୁରୋ : ବିଜେପିର ରାଜ୍ୟସଭା ସାଂସଦ ତଥା ଉତ୍ତରପ୍ରଦେଶର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଡା. ଦିନେଶ ଶର୍ମା ରାଜ୍ୟସଭା ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ରାଜ୍ୟସଭାର ଚେୟାରମ୍ୟାନ୍ ସି.ପି. ରାଧାକୃଷ୍ଣନ ତାଙ୍କ ଇସ୍ତଫାକୁ ଗ୍ରହଣ କରିବା ସହ ତାଙ୍କ ଆସନକୁ…

    Leave a Reply

    Your email address will not be published. Required fields are marked *

    You Missed

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 25 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 20 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 30 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 52 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    • By jmjnewso
    • September 15, 2026
    • 38 views
    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    • By jmjnewso
    • September 15, 2026
    • 44 views
    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ