ମନ୍ତ୍ରୀ ଆଶାୟୀ ଓ ଆଶଙ୍କାରେ ମୋହନଙ୍କ ନୂଆ ଟିମ!

Spread the love

ଜେଏମଜେ ବ୍ୟୁରୋ : ମୁଖିଆ ବଦଳିଲେ, ପ୍ରଶାସନର ନବକଳେବର ହେଲା । ଏବେ ସରକାରଙ୍କ ପାଳି। ମନ୍ତ୍ରିମଣ୍ଡଳ ଅଦଳବଦଳ ହଁ ନା ଭିତରେ ଏବେ ଚର୍ଚ୍ଚାକୁ ଆସିଲାଣି ଯେ, ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଦିଲ୍ଲୀ ଯିବେ । ଏହାସହ ଫାଙ୍କା ପଡିଥିବା ମନ୍ତ୍ରିମଣ୍ଡଳରେ ଅଦଳବଦଳ ପ୍ରକ୍ରିୟା ଆଉ ପାଦେ ଆଗକୁ ବଢିଥିବା ଚର୍ଚ୍ଚା ।

ପ୍ରଶାସନରେ ଅଦଳବଦଳ ପରେ ସଙ୍ଗଠନର ନବକଳେବର ପାଇଁ ବ୍ଲୁ-ପ୍ରିଣ୍ଟ ପ୍ରସ୍ତୁତ ସରିଛି । ସମାନ ଢଙ୍ଗରେ ସରକାରରେ ମଧ୍ୟ ବଦଳି ଛୁଙ୍କ ମାରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବିଜେପି ସଭାପତି ଓ ମୋହନଙ୍କ ସହଯୋଗୀ ଏନେଇ ସଂକେତ ଦେବା ପରେ ପାୱାର କରିଡରରେ ହଲଚଲ । ଯେକୌଣସି ମୁହୂର୍ତ୍ତରେ ମନ୍ତ୍ରିମଣ୍ଡଳରେ ଅଦଳବଦଳ ଦେଖିପାରେ ରାଜ୍ୟ । ଆସନ୍ତା ସପ୍ତାହରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତରେ ଯିବେ । ଏହି ସମୟରେ ନୂଆ ମନ୍ତ୍ରିମଣ୍ଡଳର ରୂପରେଖ ପ୍ରସ୍ତୁତ ହେବା ନେଇ ଚର୍ଚ୍ଚା ଜୋର ଧରିଛି ।

ନୂ୍ଆ ମନ୍ତ୍ରିମଣ୍ଡଳ ଚର୍ଚ୍ଚା ଭିତରେ ମୋହନଙ୍କ ଅନେକ ମନ୍ତ୍ରୀଙ୍କ ଛାତିରେ ଛନକା ପଶିଛି । ବର୍ଷେ ଭିତରେ ବିବାଦୀୟ ହୋଇଥିବା ବିଭାଗର ଅନେକ ମନ୍ତ୍ରୀ ନିଜ ପଦ ବଞ୍ଚାଇବାକୁ ଏବେ ଛବି ସଜାଡିବାକୁ ଭରପୁର ଉଦ୍ୟମ କରୁଛନ୍ତି । ଅନ୍ୟପଟେ ମୋହନଙ୍କ ଟିମରେ ସାମିଲ ହେବାକୁ କିଛି ଆଶାୟୀ ଉତ୍କଣ୍ଠାର ସହ ଅପେକ୍ଷା କରିଛନ୍ତି । ନିଜ ଟିମ ସହଯୋଗୀଙ୍କ ବର୍ଷକର ପ୍ରଦର୍ଶନ ଉପରେ ନଜର ରଖିଛନ୍ତି ମୁଖ୍ୟମନ୍ତ୍ରୀ । କିଏ ସରକାରଙ୍କୁ ଅଳକରେ ପକାଇଛି, କିଏ ଲୋକଙ୍କ ସହ ସରକାରଙ୍କୁ ଯୋଡିଛି? ଏସବୁ ବାଦ୍ ଯୋଗ୍ୟତା, ଦକ୍ଷତା ଓ ଅଭିଜ୍ଞତାକୁ ଦୃଷ୍ଟିରେ ୬ ଖାଲି ପଡିଥିବା ପଦ ସହ ମନ୍ତ୍ରିମଣ୍ଡଳକୁ ପୂର୍ଣ୍ଣାଙ୍ଗ ରୂପ ଦେବେ ମୋହନ ।

  • jmjnewso

    Related Posts

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    Spread the love

    Spread the loveଜେଏମଜେ ବ୍ୟୁରୋ : ସରକାରୀ କାମରେ ବଡ଼ ଗଡ଼ବଡ଼ର ଅଭିଯୋଗ । ଚିଠି ଲେଖି ଅସନ୍ତୋଷ ଝାଡ଼ିଲେ ତିନି ସାଂସଦ । ସଙ୍ଗୀତା ସିଂଦେଓ, ବଳଭଦ୍ର ମାଝୀ,ଓ ପାଣିଗ୍ରାହୀଙ୍କ ଚିଠି । ତେବେ ଚିଠିରେ କେଉଁ ସାଂସଦ କଣ…

    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    Spread the love

    Spread the loveଜେଏମଜେ ବ୍ୟୁରୋ : ବିଜେପିର ରାଜ୍ୟସଭା ସାଂସଦ ତଥା ଉତ୍ତରପ୍ରଦେଶର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଡା. ଦିନେଶ ଶର୍ମା ରାଜ୍ୟସଭା ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ରାଜ୍ୟସଭାର ଚେୟାରମ୍ୟାନ୍ ସି.ପି. ରାଧାକୃଷ୍ଣନ ତାଙ୍କ ଇସ୍ତଫାକୁ ଗ୍ରହଣ କରିବା ସହ ତାଙ୍କ ଆସନକୁ…

    Leave a Reply

    Your email address will not be published. Required fields are marked *

    You Missed

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 25 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 20 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 32 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 52 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    • By jmjnewso
    • September 15, 2026
    • 38 views
    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    • By jmjnewso
    • September 15, 2026
    • 44 views
    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ