ବିଜେଡି ମିଛ କହୁଛି:ମେଟ୍ରୋ ପ୍ରକଳ୍ପକୁ ନେଇ ବିଭାଗୀୟ ମନ୍ତ୍ରୀଙ୍କ ପ୍ରତିକ୍ରିୟା

Spread the love

ଜେଏମଜେ ବ୍ୟୁରୋ : ବିଜେଡି ମିଛ କହୁଛି। ଆମେ କହିଛୁ କେନ୍ଦ୍ରର ସହାୟତାରେ  ମେଟ୍ରୋ କରାଯିବ। ସେଥିପାଇଁ କମିଟି ନିଷ୍ପତ୍ତି ନେଇଛି ବୋଲି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର କହିଛନ୍ତି।ଏହା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓଙ୍କୁ ଦାୟିତ୍ୱ ଦେଇଛନ୍ତି। ବର୍ତ୍ତମାନ ଓ ଭବିଷ୍ୟତ ପାଇଁ ମେଟ୍ରୋର ଆବଶ୍ୟକତା ଅଛି। ଭୁବନେଶ୍ୱରରେ ଟ୍ରାଫିକ ସମସ୍ୟା ବଢିଛି। ଏହାର ସମାଧାନ ପାଇଁ ନିଷ୍ପତ୍ତି ହୋଇଛି। କଳ୍ପନା ପାଖରୁ ନନ୍ଦନକାନନକୁ ଯାଇଥିବା ରାସ୍ତାକୁ ପ୍ରଥମେ ଓଭର ବ୍ରିଜ ନିର୍ମାଣ ହେବ। ବୃହତ ଭୁବନେଶ୍ୱର ପାଇଁ ଏହି ଯୋଜନା ହୋଇଛି। ଏହା ପରେ ମେଟ୍ରୋ ନିଷ୍ପତ୍ତି ହେବ।  ତର ତର ହେଲେ ହେବ ନାହିଁ। ଏହା ଦୀର୍ଘ ସ୍ଥାୟୀ। ସେଥିପାଇଁ ପୁରା ଟିମ୍ ଲାଗିଛି। ଲୋକଙ୍କ ଉପଯୋଗୀ ହେବ ସେ ନିଷ୍ପତ୍ତି କମିଟି ନେବ ବୋଲି ମନ୍ତ୍ରୀ କହିଛନ୍ତି।

ଏମିତିରେ ୫ ବର୍ଷ ଲାଗିଯିବ। ଏହା ଦ୍ବାରା ଓଡ଼ିଶା ଓ ଭୁବନେଶ୍ୱରର କ୍ଷତି ହେଲା । ଏହା  ଦୁଃଖ ଦାୟକ କଥା। ଏହି ୫ ବର୍ଷରେ କିଛି ଭଲ କାମ ହୋଇ ପାରିବ ନାହିଁ। ଏଥିରେ ରାଜ୍ୟର ଯେଉଁ ଅର୍ଥ ଖର୍ଚ୍ଚ ହୋଇଛି, ଏଥିପାଇଁ ଦାୟୀ କିଏ।

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 25 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 20 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 30 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 52 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    • By jmjnewso
    • September 15, 2026
    • 38 views
    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    • By jmjnewso
    • September 15, 2026
    • 44 views
    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ