କବିସୂର୍ଯ୍ୟନଗରରେ ବୁଲିଲା ସୁଭଦ୍ରା ସଚେତନତା ରଥ

Spread the love

ଜେଏମଜେ ବ୍ୟୁରୋ : ବିସୂର୍ଯ୍ୟନଗର ରେ ସୁଭଦ୍ରା ସଚେତନତା ରଥ କୁ ଆଜି ସବୁଜ ପତାକା ଦେଖାଇ ଶୁଭରମ୍ଭ କଲେ ବ୍ଲକ ଭାରପ୍ରାପ୍ତ ଅଧ୍ୟକ୍ଷ ବୀରେନ୍ଦ୍ର ଖଟାଇ..
ବ୍ଲକ ପରିସରରେ ବିଡ଼ିଓ ସୁଶ୍ରୀ ସାଗରୀକା ଷଡ଼ଙ୍ଗୀ ଙ୍କ ସଂଯୋଜନା ରେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଥିଲା..ମହିଳାଙ୍କ ପାଇଁ ରାଜ୍ୟ ସରକାର ଆଣିଥିବା ସୁଭଦ୍ରା ଯୋଜନା ସମ୍ପର୍କରେ ପ୍ରଚାର ପ୍ରସାର ସହ ଏହାର ସୁବିଧା ଯେଭଳି ମହିଳା ମାନେ ପାଇବେ ସେଥିପାଇଁ ସମସ୍ତ ପଞ୍ଚାୟତରେ ବୁଲିବ ସୁଭଦ୍ରା ରଥ ଆଉ ଲୋକଙ୍କୁ କରିବ ସଚେତନ.. ଆଜି ବ୍ଲକ ପରିସରରେ ପୂଜାର୍ଚନା କରିବା ପରେ ରଥ କବିସୂର୍ଯ୍ୟନଗର ନିର୍ବାଚନ ମଣ୍ଡଳୀ ର 9 ଟି ପଞ୍ଚାୟତ ରେ ବୁଲିବ ବୋଲି ଜଣାଯାଇଛି..କାର୍ଯ୍ୟକ୍ରମ ରେ ସିଡିପିଓ, ଜୀବିକା ମିଶନ ବିପିଏମ ଙ୍କ ସମେତ ସମସ୍ତ ସରପଞ୍ଚ, ସମିତି ସଭ୍ୟ, MBK, CRP, ବ୍ଲକ ର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ..

  • Related Posts

    ବିଧାୟିକାଙ୍କ ଅଭିଯୋଗକୁ SPଙ୍କ ଖଣ୍ଡନ…

    Spread the love

    Spread the love-ବିଧାୟିକା ମନୋରମା ମହାନ୍ତିଙ୍କ ଅଭିଯୋଗକୁ କଳାହାଣ୍ଡି ଏସ୍‌ପିଙ୍କ ଖଣ୍ଡନ-ପରିବାର ଲୋକଙ୍କୁ ଗାଳିଗୁଲଜ ନେଇ କରିଥିବା ଅଭିଯୋଗ ଠିକ୍‌ ନୁହେଁ-ନିୟମ ଅନୁସାରେ ପୋଲିସ ବିଧାୟକଙ୍କ ସ୍ବାମୀକୁ ପଚରାଉଚରା ପାଇଁ ଯାଇଥିଲା

    ଅର୍ଥନୀତି ବିଭାଗର ଜାତୀୟ ସମ୍ମିଳନୀ ଉଦଯାପିତ

    Spread the love

    Spread the loveଗୋପାଳପୁର: ଜେଏମଜେ ନ୍ୟୁଜ (ବିଭୁତି ଶତପଥୀ ): ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ନୂତନ ସମ୍ମିଳନୀ କକ୍ଷରେ ଅର୍ଥନୀତି ବିଭାଗ ଓ ସେଣ୍ଟର ଅଫ ସୋସିଆଲ ଏସକେଲୁସନ ଏଣ୍ଡ ଇଂକ୍ଲୁସିବ ପଲିସି ଏବଂ ଓଡ଼ିଶା ସରକାରଙ୍କ ପି ଏମ -ଉଷା ମିଳିତରେ…

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!

    ରାଜ୍ୟ ଯୋଜନା ବୋର୍ଡ ଗଭର୍ଣ୍ଣିଂ କାଉନ୍‌ସିଲ୍‌ର ଅଧ୍ୟକ୍ଷ ରହିବେ ମୁଖ୍ୟମନ୍ତ୍ରୀ

    ରାଜ୍ୟ ଯୋଜନା ବୋର୍ଡ ଗଭର୍ଣ୍ଣିଂ କାଉନ୍‌ସିଲ୍‌ର ଅଧ୍ୟକ୍ଷ ରହିବେ ମୁଖ୍ୟମନ୍ତ୍ରୀ

    ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ରାଜସ୍ଵ ବିଭାଗ ପକ୍ଷରୁ ଜାରି ହୋଇଛି ନୂଆ ଏସ୍‌ଓପି ।

    ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ରାଜସ୍ଵ ବିଭାଗ ପକ୍ଷରୁ ଜାରି ହୋଇଛି ନୂଆ ଏସ୍‌ଓପି ।

    ମୋକିମଙ୍କ ନୂଆ ଦଳ ଲୋକାର୍ପିତ

    ମୋକିମଙ୍କ ନୂଆ ଦଳ ଲୋକାର୍ପିତ

    ରାଜ୍ୟର ସବୁ ସାଂସଦଙ୍କୁ ଚିଠି ଲେଖିଲେ ନବୀନ

    ରାଜ୍ୟର ସବୁ ସାଂସଦଙ୍କୁ ଚିଠି ଲେଖିଲେ ନବୀନ

    ଗଞ୍ଜେଇ ସହ ଆଇ ଟେନ କାର ଜବତ, ଡ୍ରାଇଭର ଫେରାର

    ଗଞ୍ଜେଇ ସହ ଆଇ ଟେନ କାର ଜବତ, ଡ୍ରାଇଭର ଫେରାର