ହାତୀ ଆକ୍ରମଣରେ ୩ ଜଣଙ୍କ ମୃତ ଘଟଣା, ଫରେଷ୍ଟର୍ ଓ ଫରେଷ୍ଟ ଗାର୍ଡ ନିଲମ୍ବିତ

Spread the love

ଜେଏମଜେ ନ୍ୟୁଜ : ହିନ୍ଦୋଳ ଥାନା ବାଘ ଧରିଆ ଗାଁରେ ହାତୀ ଆକ୍ରମଣରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଘଟଣାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ଅଭିଯୋଗରେ ରାସୋଳ ଫରେଷ୍ଟର୍ ଓ ଫରେଷ୍ଟ ଗାର୍ଡଙ୍କୁ ନିଲମ୍ବନ କରାଯାଇଛି। ଅନ୍ୟପଟେ ଏହି ମୃତକମାନେ ହେଲେ ଝୁଲଣା ଦେହୁରୀ (୫୫), ତାଙ୍କ ଦେଢ଼ଶୂର କରୁଣାକର ଦେହୁରୀ (୬୦) ଏବଂ ଶଶି ସାହୁ।

ମିଳିଥିବ‌ା ସୂଚନା ଅନୁସାରେ ଗୁରୁବାର ସକାଳ‌େ ଝୁଲଣା ଦେହୁରୀ ଫୁଲ ତୋଳୁଥିବା ସମୟରେ ତାଙ୍କୁ ହାତୀ ଆକ୍ରମଣ କରିଥିଲା। ସେ ନିଜ ଜୀବନ ବଞ୍ଚାଇବା ପାଇଁ ଚିତ୍କାର କରିଥିଲେ। ତାଙ୍କ ପାଟି ଶୁଣି ଦେଢ଼ଶୂର କରୁଣାକର ଦେହୁରୀ ବାହାରକୁ ଆସିଥିଲେ। ହାତୀ କରୁଣାକରଙ୍କୁ ଦେଖି ଆକ୍ରମଣ କରିଥିଲା। ଉଭୟ ଝୁଲଣା ଏବଂ କରୁଣାକରଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା।

ଢେଙ୍କାନାଳ ଜିଲ୍ଲା ପ୍ରତିନିଧି ସନ୍ତୋଷ କୁମାର ମହାପାତ୍ର ଙ୍କ ରିପୋର୍ଟ

  • jmjnewso

    Related Posts

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    Spread the love

    Spread the loveଜେଏମଜେ ବ୍ୟୁରୋ : ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏହାକୁ ନେଇ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ। ଘରଦ୍ୱାର ସଫାସୁତରାଠାରୁ ଆରମ୍ଭ କରି ନୂଆ ବସ୍ତ୍ର, ପୂଜା ସାମଗ୍ରୀ ଓ ବିଭିନ୍ନ ଖାଦ୍ୟପଦାର୍ଥ କିଣାକିଣିରେ…

    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    Spread the love

    Spread the loveମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲମାଲକାନଗିରି: ଜେଏମଜେ ନ୍ୟୁଜ ଲଗାଣ ବର୍ଷାରେ ବେହାଲ ମାଲକାନଗିରି ଜିଲ୍ଲା । ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ । ମୋଟୁ -କାଲିମେଳା ଯାତାୟାତ ଠପ। ଉଭୟ ପାର୍ଶ୍ଵରେ…

    Leave a Reply

    Your email address will not be published. Required fields are marked *

    You Missed

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    • By jmjnewso
    • September 13, 2026
    • 47 views
    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    • By jmjnewso
    • September 13, 2026
    • 30 views
    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 68 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    • By jmjnewso
    • September 13, 2026
    • 43 views
    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ

    • By jmjnewso
    • September 13, 2026
    • 61 views
    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ