ଆଇସିସି କମିଟି ନକଲେ କର୍ତ୍ତୃପକ୍ଷଙ୍କ ଦରମା ବନ୍ଦ କରାଯିବ: ଉପମୁଖ୍ୟମନ୍ତ୍ରୀ

Spread the love

ଭୁବନେଶ୍ବର: କଲେଜରେ ଆଇସିସି କମିଟି ନକଲେ କର୍ତ୍ତୃପକ୍ଷଙ୍କ ଦରମା ବନ୍ଦ କରାଯିବ ବୋଲି ନିର୍ଦ୍ଦେଶ ରହିଛି । ମାସେ ଭିତରେ ସବୁ କଲେଜରେ ଆଇସିସି କମିଟି କରିବା ପାଇଁ ସରକାର ଟାର୍ଗେଟ ରଖିଛନ୍ତି  ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି। ଆଇସିସି କମିଟି ନାହିଁ ତ ଦରମା ନାହିଁ ବୋଲି ସରକାର କହିଛନ୍ତି।ଯେଉଁମାନେ ଭୁଲ୍ ଅଭିଯୋଗ କରୁଛନ୍ତି, ‌ପିଓଏସଏଚ ଆକ୍ଟ  ଅନୁସାରେ ସେମାନଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ।

ଏହି ଆକ୍ଟ ବାବଦରେ ଲୋକସେବା ଭବନରୁ ଆରମ୍ଭ ହୋଇଥିବା ସଚେତନତା କାର୍ଯ୍ୟକ୍ରମ ଆଗକୁ ବ୍ଲକ୍ ସ୍ତରରେ ମଧ୍ୟ ହେବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।  

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    • By jmjnewso
    • September 13, 2026
    • 47 views
    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    • By jmjnewso
    • September 13, 2026
    • 30 views
    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 68 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    • By jmjnewso
    • September 13, 2026
    • 43 views
    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ

    • By jmjnewso
    • September 13, 2026
    • 61 views
    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ