ଆଜିଠାରୁ UPI ନିୟମରେ ପରିବର୍ତ୍ତନ.

Spread the love

ଜେଏମଜେ ବ୍ୟୁରୋ : ଆଜିଠାରୁ ୟୁପିଆଇରେ ଲାଗୁ ହେଲା ନୂଆ ନିୟମ। ପ୍ରଭାବିତ ହେବ ୟୁପିଆଇ ଓ ବ୍ୟାଙ୍କ ନେଣଦେଣ। ଦେଣନେଣ ପ୍ରକ୍ରିୟାକୁ ସୁରକ୍ଷିତ କରିବାକୁ ନୂଆ ନିୟମ ଲାଗୁ ହେଲା। ବାୟୋମେଟ୍ରିକ୍ ତଥ୍ୟ ଜରିଆରେ ପେମେଣ୍ଟ୍‌ କରିହେବ। ଫିଙ୍ଗରପ୍ରିଣ୍ଟରେ ପେମେଣ୍ଟ୍‌ କରିପାରିବେ ବ୍ୟବହାରକାରୀ। ମୁଖମଣ୍ଡଳର ଜରିଆରେ ମଧ୍ୟ ପେମେଣ୍ଟ୍‌ କରିପାରିବେ। ଅତିରିକ୍ତ ବିକଳ୍ପ ଭାବେ ପିନ୍ ବ୍ୟବହାର କରିପାରିବେ।

ଏହି ପରିବର୍ତ୍ତନ ଗୁଡ଼ିକ ମଧ୍ୟରେ ୟୁପିଆଇରେ ବାଲାନ୍ସ ଚେକ୍ କରିବା ଠାରୁ ନେଇ ଏଲପିଜି କମର୍ସିଆଲ ଗ୍ୟାସ୍ ସିଲିଣ୍ଡରର ମୂଲ୍ୟ ହ୍ରାସ ଓ ବ୍ୟାଙ୍କିଂ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ନିୟମ ଅନ୍ତର୍ଭୁକ୍ତ.

ନୂଆ ମାସରୁ ନୂଆ ନିୟମ। ୟୁପିଆଇ କାରବାରରେ ପରିବର୍ତ୍ତନ ହେବ। ଦିନକୁ ସର୍ବାଧିକ ୫୦ଥର ଯାଏ ବାଲାନ୍ସ ଯାଞ୍ଚ କରିପାରିବେ। ଅଟୋ ପେ କାରବାରରେ କିଛି ପରିବର୍ତ୍ତନ ହୋଇଛି। ନିର୍ଦ୍ଦିଷ୍ଟ ସମୟରେ ଅଟୋ ପେ କାରବାର ହେବ। ୟୁପିଆଇ ପେମେଣ୍ଟ ବିଫଳ ହେଲେ, ସ୍ଥିତି ଯାଞ୍ଚ ପାଇଁ ୩ଟି ସୁଯୋଗ ମିଳିବ। ପ୍ରତ୍ୟେକ ପ୍ରୟାସ ମଧ୍ୟରେ ୯୦ସେକେଣ୍ଡ ସମୟ ଅପେକ୍ଷା କରିବାକୁ ପଡିବ। ବ୍ୟାଙ୍କିଂ ଆଇନ-୨୦୨୫ ଆଜିଠାରୁ କାର୍ଯ୍ୟକାରୀ ହେବ। ଆଜିଠାରୁ କମର୍ସିଆଲ ଗ୍ୟାସ ଦର ହ୍ରାସ ହେବ।

  • jmjnewso

    Related Posts

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    Spread the love

    Spread the love ଜେଏମଜେ ନ୍ୟୁଜ : ଅବସରପ୍ରାପ୍ତ ଅଣ-ଗେଜେଟେଡ୍ ଏବଂ ଗେଜେଟେଡ୍ ଦିଲ୍ଲୀ ପୁଲିସ ଅଧିକାରୀଙ୍କ ସଂଗଠନ, ଦିଲ୍ଲୀ ପୁଲିସ ମହାସଂଘ, ଜୁଲାଇ ୩୧ ରେ ପୂର୍ବାହ୍ନ ୧୧ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଜନ୍ତରମନ୍ତରରେ ଏକ ଶାନ୍ତିପୂର୍ଣ୍ଣ ଦିନିକିଆ ଧାରଣା…

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    Spread the love

    Spread the loveଜେଏମଜେ ବ୍ୟୁରୋ : ରାଜଧାନୀ ଦିଲ୍ଲୀର ଜନ୍ତରମନ୍ତରରେ କକ୍ରୋଚ୍ ଜନତା ପାର୍ଟି(ସିଜେପି) ପକ୍ଷରୁ ବିକ୍ଷୋଭ ସମୟରେ, ପୁଲିସ ଭିଡ଼କୁ ନିୟନ୍ତ୍ରଣ କରିବା ପାଇଁ ଲାଠିଚାର୍ଜ କରିଥିଲା ଏବଂ ଲୁହ ବୁହା ଗ୍ୟାସ୍ ମଧ୍ୟ ପ୍ରୟୋଗ କରିଥିଲା। ଏହି ମାମଲାର…

    Leave a Reply

    Your email address will not be published. Required fields are marked *

    You Missed

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    “ଜନତା ମାଗେ ଜବାବ “28 ଜୁଲାଇ 2026