ଏଣିକି ଛାତ୍ରୀଙ୍କ ସୁରକ୍ଷା ପାଇଁ ଉଚ୍ଚ ଶିକ୍ଷାନୁଷ୍ଠାନରେ ରହିବେ ‘ଶକ୍ତିଶ୍ରୀ’ ସଂଯୋଜିକା

Spread the love

ଜେଏମଜେ ବ୍ୟୁରୋ : ଏଣିକି ଛାତ୍ରୀଙ୍କ ସୁରକ୍ଷା ପାଇଁ ଉଚ୍ଚ ଶିକ୍ଷାନୁଷ୍ଠାନରେ ରହିବେ ‘ଶକ୍ତିଶ୍ରୀ’ ସଂଯୋଜିକା। ବିଶ୍ୱବିଦ୍ୟାଳୟ ରେଜିଷ୍ଟ୍ରାର ଓ କଲେଜ ପ୍ରିନ୍ସିପାଲଙ୍କୁ ଏନେଇ ଶୁକ୍ରବାର ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଚିଠି ହୋଇଛି। ବାଲେଶ୍ୱର ଏଫଏମ ଘଟଣା ପରେ ଉଚ୍ଚ ଶିକ୍ଷା ବିଭାର ପକ୍ଷରୁ ଏହି ବଡ ପଦକ୍ଷେପ ଗ୍ରହଣ କରାଯାଇଛି|ଉଲ୍ଲେଖଯୋଗ୍ୟ, ରାଜ୍ୟର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଛାତ୍ରୀଙ୍କ ସହ ଘଟି ଚାଲିଥିବା ଅଘଟଣକୁ ଏଡ଼ାଇବା ପାଇଁ ଗତ ଜୁଲାଇ ମାସ ୧୯ ତାରିଖରେ ‘ଶକ୍ତିଶ୍ରୀ’ କାର୍ଯ୍ୟକ୍ରମ ଘୋଷଣା କରିଥିଲେ ରାଜ୍ୟ ସରକାର। ରାଜ୍ୟର ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟରେ ଛାତ୍ରୀଙ୍କ ସୁରକ୍ଷା ପାଇଁ ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବିଗତ ଦିନରେ ଶିକ୍ଷାନୁଷ୍ଠାନରେ ଘଟୁଥିବା ଅଘଟଣକୁ ଆଖି ଆଗରେ ରଖି ୧୬ ବିଶ୍ୱବିଦ୍ୟାଳୟ ଓ ୭୩୦ ସରକାରୀ ଓ ଅନୁଦାନପ୍ରାପ୍ତ କଲେଜରେ କାର୍ଯ୍ୟକାରୀ ହେବ ‘ଶକ୍ତିଶ୍ରୀ’।ଅଗଷ୍ଟ ୪ ସୁଦ୍ଧା ‘ଶକ୍ତିଶ୍ରୀ’ ସଂଯୋଜିକା ମନୋନୀତ କରି ଦାୟିତ୍ୱ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି ।

  • jmjnewso

    Related Posts

    ପ୍ରକାଶ ପାଇଲା ଯୁକ୍ତ ୩ ମେରିଟ୍ ଲିଷ୍ଟପ୍ରଥମ ପର୍ଯ୍ୟାୟରେ ଲକ୍ଷେ ୭୮ ହଜାର ୭୮୨ ଛାତ୍ରଛାତ୍ରୀ ମନୋନୀତ

    Spread the love

    Spread the loveଭୁବନେଶ୍ଵର: ଜେଏମଜେ ନ୍ୟୁଜ : ପ୍ରକାଶ ପାଇଲା ଯୁକ୍ତ ୩ ପ୍ରଥମ ପର୍ଯ୍ୟାୟ ମେରିଟ୍ ଲିଷ୍ଟ। କଳା, ବିଜ୍ଞାନ ଓ ବାଣିଜ୍ୟରେ ପ୍ରଥମେ ରହିଛି ରେଭେନ୍ସା ବିଶ୍ଵବିଦ୍ୟାଳୟ। କଳା (ରାଜନୀତି ବିଜ୍ଞାନ)ରେ ୯୪.୫୦%, ବିଜ୍ଞାନ (ପଦାର୍ଥ ବିଜ୍ଞାନ)ରେ ୯୬.୫୦%,…

    ଅର୍ଥନୀତି ବିଭାଗର ଜାତୀୟ ସମ୍ମିଳନୀ ଉଦଯାପିତ

    Spread the love

    Spread the loveଗୋପାଳପୁର: ଜେଏମଜେ ନ୍ୟୁଜ (ବିଭୁତି ଶତପଥୀ ): ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ନୂତନ ସମ୍ମିଳନୀ କକ୍ଷରେ ଅର୍ଥନୀତି ବିଭାଗ ଓ ସେଣ୍ଟର ଅଫ ସୋସିଆଲ ଏସକେଲୁସନ ଏଣ୍ଡ ଇଂକ୍ଲୁସିବ ପଲିସି ଏବଂ ଓଡ଼ିଶା ସରକାରଙ୍କ ପି ଏମ -ଉଷା ମିଳିତରେ…

    Leave a Reply

    Your email address will not be published. Required fields are marked *

    You Missed

    ଜନତା ମାଗେ ଜବାବ 30 ଜୁଲାଇ 2026

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…