୪ ଟି ବିଭାଗର ୫ ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ.

Spread the love

ଜେଏମଜେ ବ୍ୟୁରୋ : ୪ ବିଭାଗର ୫ ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ । ଓଡ଼ିଶା ଖାଦ୍ୟ ପ୍ରକ୍ରିୟାକରଣ ନୀତି ୨୦୧୬ ସଂଶୋଧନ କରାଯାଇଛି । ୧ କୋଟି ପର୍ଯ୍ୟନ୍ତ ପ୍ରକଳ୍ପର ଇନସେନ୍ତିଭ ପାଇଁ ଜିଲ୍ଲା ପ୍ରଶାସନ ଅନୁମତି ଦେଇ ପାରିବେ । ୧ କୋଟି ରୁ ୧୦ କୋଟି ପର୍ଯ୍ୟନ୍ତ ପ୍ରକଳ୍ପ ନିର୍ଦ୍ଦେଶକ ସ୍ତରରେ ଓ ୧୦ କୋଟି ରୁ ୫୦ କୋଟି ପ୍ରକଳ୍ପ ପାଇଁ msme ସଚିବଙ୍କ ଅନୁମତି ଆବଶ୍ୟକ ପଡ଼ିବ । ଜଳସେଚନ ବିଭାଗର ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ ଯୋଜନାକୁ କ୍ୟାବିନେଟ ଅନୁମୋଦନ । ୩୫୨୯ ଆଡ଼ିବନ୍ଧ ପୁନରୁଦ୍ଧାର କରାଯିବ । ୨୦୨୫-୨୦୨୬ ରୁ ୨୦୨୯-୩୦ ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ ଯୋଜନା ବ୍ୟୟ ହେବ ହେବ ୨ ହଜାର ୭୩୮ କୋଟି ଟଙ୍କା । ୫୭ ହଜାର ୫୨୫ ୫୦୦ ହେକ୍ଟର ଜମିକୁ ଜଳସେଚନ ସୁବିଧା ସହ ୪୧ ହଜାର ୭୨୫ ହେକ୍ଟର ଜମିକୁ ପୁନଃ ବ୍ୟବସ୍ଥା କରାଯିବ ।ଭାରତୀୟ ନ୍ୟାୟ ସଂହିତା, ୨୦୨୩; ଭାରତୀୟ ନାଗରିକ ସୁରକ୍ଷା ସଂହିତା, ୨୦୨୩ ଏବଂ ଭାରତୀୟ ସାକ୍ଷ୍ୟ ଅଧୁନିୟମ, ଭଳି ୩ ନୂଆ ଆଇନ ଅନୁସାରେ ଯାହା ସଂଶୋଧନ ଆବଶ୍ୟକ ଥିଲା କରାଯାଇଛି । ଓଡ଼ିଶା ଜିଲ୍ଲା ଏବଂ ସିଭିଲ କୋର୍ଟର ନ୍ୟାୟିକ କର୍ମଚାରୀ ସେବା ନିୟମାବଳୀ, ୨୦୦୮ ର ସଂଶୋଧନ କରାଯାଇଛି । ଓଡ଼ିଶା ଲ’ ଅଫିସର୍ସ ନିୟମାବଳୀ, ୧୯୭୧ ସଂଶୋଧନ କରାଯାଇଛି । ରାଜ୍ୟରେ ପଡ଼ି ରହିଥିବା ମାମଲା ଗୁଡିକର ଭାର କମିବା ସହ ତ୍ୱରିତ ନ୍ୟାୟ ପ୍ରଦାନ କରାଯାଇ ପାରିବ । ଏହା ସହ ଜିଲ୍ଲା ମୁଖ୍ୟାଳୟ କୋର୍ଟ ଓ ଏହା ଅଧିନସ୍ତ ଅଫିସରେ ଲ ଅଫିସର ନିଯୁକ୍ତ କରାଯିବ।

  • jmjnewso

    Related Posts

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    Spread the love

    Spread the love ଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ତଦନ୍ତ କମିସନ ଫାଇଲ୍ ଗାଏବ ହେବା ଘଟଣାରେ ରାଜ୍ୟ ବିଜେପି ପକ୍ଷରୁ କଡ଼ା ପ୍ରତିକ୍ରିୟା ପ୍ରକାଶ ପାଇଛି । ଏହି ସମ୍ବେଦନଶୀଳ ମାମଲାରେ ଯେଉଁମାନେ ଦୋଷୀ ସେମାନେ ଜେଲ୍ ଯିବେ…

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    Spread the love

    Spread the loveଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଗୁରୁତ୍ୱପୂର୍ଣ୍ଣ ତଦନ୍ତ କମିସନ ଫାଇଲ ହଜିବା ମାମଲାରେ ଏବେ ତଦନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଏହି ସମ୍ବେଦନଶୀଳ ଘଟଣାରେ ଆଜି ଏକ ବଡ଼ ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ…

    Leave a Reply

    Your email address will not be published. Required fields are marked *

    You Missed

    ଜନତା ମାଗେ ଜବାବ 30 ଜୁଲାଇ 2026

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…