ବ୍ରହ୍ମପୁରରୁ ଟାଟାନଗରକୁ ଗଡିବ ବନ୍ଦେ ଭାରତ ଟ୍ରେନ. ଆସନ୍ତାକାଲି ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

Spread the love

ଜେଏମଜେ ବ୍ୟୁରୋ : ଆସନ୍ତାକାଲି (ରବିବାର)ଠୁ ରାଜ୍ୟରେ ଗଡିବ ଆଉ ତିନୋଟି ବନ୍ଦେ ଭାରତ ଏକ୍ସପ୍ରେସ । ବ୍ରହ୍ମପୁରରୁ ଟାଟାନଗରକୁ ଗଡିବାକୁ ଥିବା ଏକ୍ସପ୍ରେସକୁ ବ୍ରହ୍ମପୁରରେ ଶୁଭାରମ୍ଭ ହେବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନ୍ସିଂ ଯୋଗେ ସବୁଜ ପତାକା ଦେଖାଇ ଏହି ଟ୍ରେନର ଶୁଭାରମ୍ଭ କରିବେ । ଏହି କାର୍ଯ୍ୟକ୍ରମ ଅବସରରେ ବ୍ରହ୍ମପୁର ରେଳ ଷ୍ଟେସନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି, ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀ ଓ ବିଧାୟକଙ୍କ ସମେତ ବହୁ ନିର୍ବାଚିତ ପ୍ରତିନିଧି ଉପସ୍ଥିତ ରହିବେ ।

  • Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    • By jmjnewso
    • September 16, 2026
    • 23 views
    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    • By jmjnewso
    • September 16, 2026
    • 33 views
    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 46 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 41 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 45 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 76 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ