ବଳଙ୍ଗା ଘଟଣା ରେ କୌଣସି ବ୍ୟକ୍ତିଙ୍କ ସମ୍ପୃକ୍ତି ନାହାନ୍ତି : ପୋଲିସ ତଦନ୍ତ ରିପୋର୍ଟ.

Spread the love

ଜେଏମଜେ ବ୍ୟୁରୋ : ଗତ ଜୁଲାଇ ୧୯ ତାରିଖରେ ପୀଡ଼ିତାଙ୍କ ଦେହରେ ଲାଗିଥିଲା ନିଆଁ। ଆଉ ଠିକ୍ ଦୁଇ ସପ୍ତାହ ପରେ ଆଜି ସେ ଆଖି ବୁଜିଛନ୍ତି। ତାଙ୍କ ମୃତ୍ୟୁ ପରେ ଆଜି ଓଡ଼ିଶା ପୁଲିସ ଦେଇଛି ବଡ଼ ସୂଚନା। ତେବେ ତଦନ୍ତ ଅନୁଯାୟୀ ଅନ୍ୟ କୌଣସି ବ୍ୟକ୍ତିଙ୍କ ସମ୍ପୃକ୍ତି ନ ଥିବା ସ୍ପଷ୍ଟ ହୋଇଛି। ତଦନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚି ସାରିଛି। ସମସ୍ତଙ୍କୁ ଅନୁରୋଧ, ଦୁଃଖଦ ମୁହୂର୍ତ୍ତରେ ସମ୍ବେଦନଶୀଳ ମନ୍ତବ୍ୟ ନ ଦିଅନ୍ତୁ ବୋଲି କହିଥିବର୍ ଦେଖିବାକୁ ମିଳିଛି । ସେପଟେ ଗତ ଜୁଲାଇ ୨୦ ତାରିଖରେ ତାଙ୍କୁ ଭୁବନେଶ୍ୱରରୁ ଦିଲ୍ଲୀ ଏମ୍‌ସକୁ ଏୟାର ଲିଫ୍ଟ କରାଯାଇଥିଲା। ଆସନ୍ତାକାଲି ଦିଲ୍ଲୀ ଏମ୍‌ସରେ ତାଙ୍କର ଶବ ବ୍ୟବଚ୍ଛେଦ କରାଯିବ।

ଶବ ବ୍ୟବଚ୍ଛେଦ ପରେ ତାଙ୍କ ମୃତଦେହକୁ ଓଡ଼ିଶା ଅଣାଯିବ ବୋଲି ସୂଚନା ମିଳିଛି। ସେପଟେ ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରିଛନ୍ତି। ସେ ତାଙ୍କ ‘ଏକ୍ସ’ରେ ଲେଖିଛନ୍ତି, ବଳଙ୍ଗା ଘଟଣାରେ ପୀଡ଼ିତା ଝିଅଟିର ମୃତ୍ୟୁ ଖବର ଶୁଣି ମୁଁ ଗଭୀର ଭାବେ ମର୍ମାହତ। ସରକାରଙ୍କ ସମସ୍ତ ପ୍ରୟାସ ଏବଂ ଏମ୍ସ ଦିଲ୍ଲୀରେ ବିଶେଷଜ୍ଞ ଡାକ୍ତରୀ ଦଳଙ୍କ ଅହୋରାତ୍ର ଚେଷ୍ଟା ସତ୍ତ୍ୱେ ତାଙ୍କ ଜୀବନ ରକ୍ଷା କରାଯାଇ ପାରିଲା ନାହିଁ। ମୁଁ ଝିଅଟିର ଅମର ଆତ୍ମାର ସଦଗତି କାମନା କରୁଛି ଏବଂ ଏହି ଅପୂରଣୀୟ କ୍ଷତିକୁ ସହିବା ପାଇଁ ତାଙ୍କ ପରିବାରକୁ ଶକ୍ତି ମିଳୁ ବୋଲି ଈଶ୍ବରଙ୍କ ନିକଟରେ ପ୍ରାର୍ଥନା କରୁଛି।

  • jmjnewso

    Related Posts

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    Spread the love

    Spread the love ଜେଏମଜେ ନ୍ୟୁଜ : ଅବସରପ୍ରାପ୍ତ ଅଣ-ଗେଜେଟେଡ୍ ଏବଂ ଗେଜେଟେଡ୍ ଦିଲ୍ଲୀ ପୁଲିସ ଅଧିକାରୀଙ୍କ ସଂଗଠନ, ଦିଲ୍ଲୀ ପୁଲିସ ମହାସଂଘ, ଜୁଲାଇ ୩୧ ରେ ପୂର୍ବାହ୍ନ ୧୧ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଜନ୍ତରମନ୍ତରରେ ଏକ ଶାନ୍ତିପୂର୍ଣ୍ଣ ଦିନିକିଆ ଧାରଣା…

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    Spread the love

    Spread the loveଜେଏମଜେ ବ୍ୟୁରୋ : ରାଜଧାନୀ ଦିଲ୍ଲୀର ଜନ୍ତରମନ୍ତରରେ କକ୍ରୋଚ୍ ଜନତା ପାର୍ଟି(ସିଜେପି) ପକ୍ଷରୁ ବିକ୍ଷୋଭ ସମୟରେ, ପୁଲିସ ଭିଡ଼କୁ ନିୟନ୍ତ୍ରଣ କରିବା ପାଇଁ ଲାଠିଚାର୍ଜ କରିଥିଲା ଏବଂ ଲୁହ ବୁହା ଗ୍ୟାସ୍ ମଧ୍ୟ ପ୍ରୟୋଗ କରିଥିଲା। ଏହି ମାମଲାର…

    Leave a Reply

    Your email address will not be published. Required fields are marked *

    You Missed

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    “ଜନତା ମାଗେ ଜବାବ “28 ଜୁଲାଇ 2026