ଅବସରପ୍ରାପ୍ତ ୬୩୮୭ ଶିକ୍ଷକଙ୍କୁ ମିଳିବ ନିଯୁକ୍ତି

Spread the love

ଜେଏମଜେ ବ୍ୟୁରୋ : ଅବସରପ୍ରାପ୍ତ ଶିକ୍ଷକ ହେବେ ଅତିଥି ଶିକ୍ଷକ । ଅବସରପ୍ରାପ୍ତ ୬୩୮୭ ଶିକ୍ଷକଙ୍କୁ ଅତିଥି ଶିକ୍ଷକ ଭାବେ ମିଳିବ ନିଯୁକ୍ତି । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟକୁ ଚିଠି ଲେଖାଯାଇଛି ।  ଅନୁଦାନପ୍ରାପ୍ତ ହାଇସ୍କୁଲ ଏବଂ ବ୍ଲକ୍‌ଗ୍ରାଣ୍ଡ ସ୍କୁଲରେ ଏହି ଶିକ୍ଷକମାନଙ୍କୁ ନିଯୁକ୍ତି ମିଳିବ। ସେହିପରି ସଂସ୍କୃତ ଟୋଲ୍‌ ସ୍କୁଲରେ ଅତିଥି ଶିକ୍ଷକମାନେ ମଧ୍ୟ ନିଯୁକ୍ତି ପାଇବେ।ନୂଆ TGT ନିଯୁକ୍ତ ହେବା ଯାଏଁ ଏମାନେ ଶିକ୍ଷକତା କରିପାରିବେ । ତେବେ ନିଜ ଅଞ୍ଚଳରେ ଫାଙ୍କା ଥିବା ପଦବୀ ବିଷୟରେ ଅବଗତ କରିବେ ଡିଇଓ । ଏହାପରେ ଖାଲି ପଡିଥିବା ପଦବୀରେ TGT ନିଯୁକ୍ତ ହେଲେ ଅତିଥି ଶିକ୍ଷକ ଅପସାରିତ ହେବେ ।

  • jmjnewso

    Related Posts

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟର ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କୁ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରେ ବ୍ୟାବହାରିକ ଏବଂ କ୍ଷେତ୍ର-ଭିତ୍ତିକ ଧନ୍ଦାମୂଳକ ଶିକ୍ଷା ପ୍ରଦାନ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ…

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    Leave a Reply

    Your email address will not be published. Required fields are marked *

    You Missed

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 41 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 40 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 43 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 74 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    • By jmjnewso
    • September 15, 2026
    • 51 views
    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    • By jmjnewso
    • September 15, 2026
    • 48 views
    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ