ସେପ୍ଟେମ୍ବର ୯ରେ ହେବ ଉପରାଷ୍ଟ୍ରପତି ନିର୍ବାଚନ.

Spread the love

ଜେଏମଜେ ବ୍ୟୁରୋ : ସେପ୍ଟେମ୍ବର ୯ରେ ଉପରାଷ୍ଟ୍ରପତି ନିର୍ବାଚନ । ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ୨୧ ଅଗଷ୍ଟ ଯାଏ ନାମାଙ୍କନପତ୍ର ଦାଖଲ ହେବ । ସକାଳ ୧୦ଟାରୁ ସନ୍ଧ୍ୟା ୫ଟା ଯାଏଁ ହେବ ଭୋଟିଂ । ୨୫ ଅଗଷ୍ଟ ସୁଦ୍ଧା ନାମାଙ୍କନ ପ୍ରତ୍ୟାହାର ହେବ ।୨୩୩ ରାଜ୍ୟସଭା ସାଂସଦ, ୧୨ ରାଜ୍ୟସଭା ମନୋନୀତ ସାଂସଦ ଏବଂ ୫୪୩ ଲୋକସଭା ସାଂସଦ ଉପରାଷ୍ଟ୍ରପତିଙ୍କ ନିର୍ବାଚନ ପାଇଁ ଭୋଟ ଦେବେ । ଜଗଦୀପ ଧନଖଡ ଇସ୍ତଫା ପରଠାରୁ ଏହି ପଦବୀ ଖାଲି ପଡ଼ିଛି। ତେବେ ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ଧନଖଡ଼ ଉପରାଷ୍ଟ୍ରପତି ପଦବୀରୁ ଇସ୍ତଫା ଦେଇଥିଲେ।

  • jmjnewso

    Related Posts

    UPI କାରବାର ନେଇ ଆସିଲା ନୂଆ ନିୟମ

    Spread the love

    Spread the loveନୂଆଦିଲ୍ଲୀ:ଜେଏମଜେ ନ୍ୟୁଜ : ଡିଜିଟାଲ୍ ଇଣ୍ଡିଆ ଯୁଗରେ ୟୁନିଫାଏଡ୍ ପେମେଣ୍ଟ୍ସ ଇଣ୍ଟରଫେସ୍ ବା ୟୁପିଆଇ ଏବେ ପ୍ରତ୍ୟେକ ବ୍ୟକ୍ତିଙ୍କ ଦୈନନ୍ଦିନ ଜୀବନର ଏକ ଅବିଚ୍ଛେଦ୍ୟ ଅଙ୍ଗ ପାଲଟିଛି। ୟୁପିଆଇ କାରବାର ଉପରେ ଚାର୍ଜ ଲାଗିବା ନେଇ ଲୋକଙ୍କ ମନରେ…

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    Spread the love

    Spread the loveଆଉ ୩ ଦିନ ପରେ ମଞ୍ଚରେ ମଞ୍ଚସ୍ଥ ହୋଇଥାନ୍ତା ନାଟକ । ଗଣେଜ ପୂଜା ଉପଲକ୍ଷେ ନାଟକ ମଞ୍ଚସ୍ଥ ପାଇଁ ରିହର୍ସଲ ଚାଲିଥିବା ବେଳେ ଅଭାବନୀୟ ଘଟଣା ଘଟିଛି । ଦୁଇ ଯୁବକଙ୍କ ଛୁରାମାଡ଼ରେ ଜଣେ ଯାତ୍ରା କଳାକାରଙ୍କ…

    Leave a Reply

    Your email address will not be published. Required fields are marked *

    You Missed

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 41 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 40 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 43 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 74 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    • By jmjnewso
    • September 15, 2026
    • 51 views
    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    • By jmjnewso
    • September 15, 2026
    • 48 views
    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ