ବଦଳିଲା ‘ମୋ ସ୍କୁଲ ଅଭିଯାନ’ ନାଁ ଏଣିକି ‘ପଞ୍ଚସଖା ଶିକ୍ଷା ସେତୁ’..

Spread the love

ଜେଏମଜେ ବ୍ୟୁରୋ : ବଦଳିଲା ‘ମୋ ସ୍କୁଲ ଅଭିଯାନ’ ନାଁ । ‘ମୋ ସ୍କୁଲ ଅଭିଯାନ’କୁ ‘ପଞ୍ଚସଖା ଶିକ୍ଷା ସେତୁ’ ନାମରେ ନାମିତ କରାଗଲା । ୨୦୧୭ରୁ ଆରମ୍ଭ ହୋଇଥିଲା ଏହି ‘ମୋ ସ୍କୁଲ୍ ଅଭିଯାନ’ । ଏଣିକି ‘ପଞ୍ଚସଖା ଶିକ୍ଷା ସେତୁ’ ନାମରେ ହେବ ସମସ୍ତ କାର୍ଯ୍ୟ । ଏନେଇ ମୋ ସ୍କୁଲ ଅଭିଯାନ ପରିଚାଳନା ସଂଗଠନକୁ ଗଣଶିକ୍ଷା ବିଭାଗର ଚିଠି ।
ଓଡ଼ିଶାରେ ବିଜେଡି ସରକାର ପୂର୍ବରୁ ଆରମ୍ଭ କରିଥିବା ଅନେକ ଯୋଜନାର ନାମ ପରିବର୍ତ୍ତନ କରିଛନ୍ତି ମୋହନ ସରକାର । କାଳିଆ ଯୋଜନାର ନାମ ପରିବର୍ତ୍ତନ କରି ମୁଖ୍ୟମନ୍ତ୍ରୀ-କିଷାନ ଯୋଜନା ଏହାବ୍ୟତୀତ ଆମ ଓଡ଼ିଶା ଓ ନବୀନ ଓଡ଼ିଶାକୁ ଯଥାକ୍ରମେ ବିକଶିତ ଗାଁ ଓ କିକଶିତ ଓଡ଼ିଶା ନାମରେ ନାମିତ କରାଯାଇଛି । BSKY (ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା)କୁ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଏବଂ ମୋ ସ୍କୁଲ ଅଭିଯାନକୁ ପଞ୍ଚସଖା ଶିକ୍ଷା ସେତୁ ଅଭିଯାନ ନାମରେ ନାମିତ କରାଯାଇଛି । ‘ମେକ୍ ଇନ୍ ଓଡ଼ିଶା’ର ନାମ ଏବେ ‘ଉତ୍କର୍ଷ ଉତ୍କଳ’ ।

  • Related Posts

    ପ୍ରକାଶ ପାଇଲା ଯୁକ୍ତ ୩ ମେରିଟ୍ ଲିଷ୍ଟପ୍ରଥମ ପର୍ଯ୍ୟାୟରେ ଲକ୍ଷେ ୭୮ ହଜାର ୭୮୨ ଛାତ୍ରଛାତ୍ରୀ ମନୋନୀତ

    Spread the love

    Spread the loveଭୁବନେଶ୍ଵର: ଜେଏମଜେ ନ୍ୟୁଜ : ପ୍ରକାଶ ପାଇଲା ଯୁକ୍ତ ୩ ପ୍ରଥମ ପର୍ଯ୍ୟାୟ ମେରିଟ୍ ଲିଷ୍ଟ। କଳା, ବିଜ୍ଞାନ ଓ ବାଣିଜ୍ୟରେ ପ୍ରଥମେ ରହିଛି ରେଭେନ୍ସା ବିଶ୍ଵବିଦ୍ୟାଳୟ। କଳା (ରାଜନୀତି ବିଜ୍ଞାନ)ରେ ୯୪.୫୦%, ବିଜ୍ଞାନ (ପଦାର୍ଥ ବିଜ୍ଞାନ)ରେ ୯୬.୫୦%,…

    ଅର୍ଥନୀତି ବିଭାଗର ଜାତୀୟ ସମ୍ମିଳନୀ ଉଦଯାପିତ

    Spread the love

    Spread the loveଗୋପାଳପୁର: ଜେଏମଜେ ନ୍ୟୁଜ (ବିଭୁତି ଶତପଥୀ ): ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ନୂତନ ସମ୍ମିଳନୀ କକ୍ଷରେ ଅର୍ଥନୀତି ବିଭାଗ ଓ ସେଣ୍ଟର ଅଫ ସୋସିଆଲ ଏସକେଲୁସନ ଏଣ୍ଡ ଇଂକ୍ଲୁସିବ ପଲିସି ଏବଂ ଓଡ଼ିଶା ସରକାରଙ୍କ ପି ଏମ -ଉଷା ମିଳିତରେ…

    Leave a Reply

    Your email address will not be published. Required fields are marked *

    You Missed

    ଜନତା ମାଗେ ଜବାବ 30 ଜୁଲାଇ 2026

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…