ଅଗଷ୍ଟ ୧୪ରେ କଂଗ୍ରେସ କରିବ ପଦଯାତ୍ରା ।

Spread the love

ପୀଡ଼ିତାଙ୍କ ମୃତୁ ପରେ ବି ତାଙ୍କୁ ନ୍ୟାୟ ମିଳିଲା ନାହିଁ । ପୀଡିତା ଯେତେ ବେଳେ ହପ୍ସିଟାଲ ଆସିଥିଲେ ନିଜେ ହୁଇଲ ଚେୟାର ବସିକି ଆସିଥିଲେ । କେଉଁ ପରିସ୍ଥିତିରେ ତାଙ୍କର ମୃତୁ ହେଲା । ଏବେ ପ୍ରଶ୍ନ ଆସୁଛି ତାଙ୍କୁ କାହିଁକି ଦିଲ୍ଲୀ ଏମ୍ସକୁ ସିଫ୍ଟ କରାଗଲା ବୁଝାପାଡିଲା ନାହିଁ । ବିଜେପି ନେତା କହିଲେ ସ୍ୱାସ୍ଥ୍ୟ ଅବସ୍ଥା ଉନ୍ନତି ହେଉଛି । ତେବେ ତାଙ୍କର ମୃତ୍ୟୁ କେମିତି ହେଲା । ପୀଡ଼ିତାଙ୍କ ଷ୍ଟେଟମେଣ୍ଟ ମଧ୍ୟ ୩ ଥରରୁ ଅଧିକ ସମୟ ରେକର୍ଡ ହୋଇଛି । ସେତେବେଳେ ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା କିପରି ଥିଲା ବୋଲି ପ୍ରଶ୍ନ କରିଛନ୍ତି ପିସିସି ସଭାପତି । ଅନ୍ୟପଟେ, ବଳଙ୍ଗା ଘଟଣାରେ ପୁରୀ ବନ୍ଦ ଡାକରା ଦେଲା ବିଜେଡି । ଆସନ୍ତା ୭ ତାରିଖରେ ପୁରୀ ବନ୍ଦ ଡାକରା ଦେଇଛି ଦଳ । ପୀଡିତାଙ୍କୁ ନ୍ୟାୟ ନମିଳିବା ପଯ୍ୟନ୍ତ ଆନ୍ଦୋଳନ ହେବ । ସାମ୍ବାଦିକ ସମ୍ମିଳନୀ

ଅଗଷ୍ଟ ୧୪ରେ କଂଗ୍ରେସ କରିବ ପଦଯାତ୍ରା । ଏଫଏମ କଲେଜରୁ ଭୋଗରାଇ ପଯ୍ୟନ୍ତ ପଦଯାତ୍ରା କରିବ । ନାରୀ ନ୍ୟାୟ ପାଇଁ କଂଗ୍ରେସ କରିବ ପଦଯାତ୍ରା ।ବଳଙ୍ଗାରୁ ନିମାପଡ଼ା ପର୍ଯ୍ୟନ୍ତ ପଦଯାତ୍ରା କରିବ କଂଗ୍ରେସ । ନିମାପଡାରେ ସାଧାରଣ ସଭା ଅନୁଷ୍ଠିତ ହେବ ।

ପୀଡ଼ିତାଙ୍କ ମୃତୁ ପରେ ବି ତାଙ୍କୁ ନ୍ୟାୟ ମିଳିଲା ନାହିଁ । ପୀଡିତା ଯେତେ ବେଳେ ହପ୍ସିଟାଲ ଆସିଥିଲେ ନିଜେ ହୁଇଲ ଚେୟାର ବସିକି ଆସିଥିଲେ । କେଉଁ ପରିସ୍ଥିତିରେ ତାଙ୍କର ମୃତୁ ହେଲା । ଏବେ ପ୍ରଶ୍ନ ଆସୁଛି ତାଙ୍କୁ କାହିଁକି ଦିଲ୍ଲୀ ଏମ୍ସକୁ ସିଫ୍ଟ କରାଗଲା ବୁଝାପାଡିଲା ନାହିଁ । ବିଜେପି ନେତା କହିଲେ ସ୍ୱାସ୍ଥ୍ୟ ଅବସ୍ଥା ଉନ୍ନତି ହେଉଛି । ତେବେ ତାଙ୍କର ମୃତ୍ୟୁ କେମିତି ହେଲା । ପୀଡ଼ିତାଙ୍କ ଷ୍ଟେଟମେଣ୍ଟ ମଧ୍ୟ ୩ ଥରରୁ ଅଧିକ ସମୟ ରେକର୍ଡ ହୋଇଛି । ସେତେବେଳେ ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା କିପରି ଥିଲା ବୋଲି ପ୍ରଶ୍ନ କରିଛନ୍ତି ପିସିସି ସଭାପତି । ଅନ୍ୟପଟେ, ବଳଙ୍ଗା ଘଟଣାରେ ପୁରୀ ବନ୍ଦ ଡାକରା ଦେଲା ବିଜେଡି । ଆସନ୍ତା ୭ ତାରିଖରେ ପୁରୀ ବନ୍ଦ ଡାକରା ଦେଇଛି ଦଳ । ପୀଡିତାଙ୍କୁ ନ୍ୟାୟ ନମିଳିବା ପଯ୍ୟନ୍ତ ଆନ୍ଦୋଳନ ହେବ । ସାମ୍ବାଦିକ ସମ୍ମିଳନୀ

  • jmjnewso

    Related Posts

    UPI କାରବାର ନେଇ ଆସିଲା ନୂଆ ନିୟମ

    Spread the love

    Spread the loveନୂଆଦିଲ୍ଲୀ:ଜେଏମଜେ ନ୍ୟୁଜ : ଡିଜିଟାଲ୍ ଇଣ୍ଡିଆ ଯୁଗରେ ୟୁନିଫାଏଡ୍ ପେମେଣ୍ଟ୍ସ ଇଣ୍ଟରଫେସ୍ ବା ୟୁପିଆଇ ଏବେ ପ୍ରତ୍ୟେକ ବ୍ୟକ୍ତିଙ୍କ ଦୈନନ୍ଦିନ ଜୀବନର ଏକ ଅବିଚ୍ଛେଦ୍ୟ ଅଙ୍ଗ ପାଲଟିଛି। ୟୁପିଆଇ କାରବାର ଉପରେ ଚାର୍ଜ ଲାଗିବା ନେଇ ଲୋକଙ୍କ ମନରେ…

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    Spread the love

    Spread the loveଆଉ ୩ ଦିନ ପରେ ମଞ୍ଚରେ ମଞ୍ଚସ୍ଥ ହୋଇଥାନ୍ତା ନାଟକ । ଗଣେଜ ପୂଜା ଉପଲକ୍ଷେ ନାଟକ ମଞ୍ଚସ୍ଥ ପାଇଁ ରିହର୍ସଲ ଚାଲିଥିବା ବେଳେ ଅଭାବନୀୟ ଘଟଣା ଘଟିଛି । ଦୁଇ ଯୁବକଙ୍କ ଛୁରାମାଡ଼ରେ ଜଣେ ଯାତ୍ରା କଳାକାରଙ୍କ…

    Leave a Reply

    Your email address will not be published. Required fields are marked *

    You Missed

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 41 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 40 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 43 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 74 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    • By jmjnewso
    • September 15, 2026
    • 51 views
    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    • By jmjnewso
    • September 15, 2026
    • 48 views
    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ