FM ଛାତ୍ରୀ ଆତ୍ମାହୁତି ଉଦ୍ଧାରକାରୀ ଗିରଫ

Spread the love

ଜେଏମଜେ ବ୍ୟୁରୋ : ସୌମ୍ୟାଶ୍ରୀଙ୍କ ଆତ୍ମାହୁତି ଘଟଣାରେ ୨ ଗିରଫ
-ଗିରଫ ହୋଇଥିବା ଯୁବକଙ୍କ ଭିତରେ ଅଛନ୍ତି ସୌମ୍ୟାଶ୍ରୀଙ୍କ ଉଦ୍ଧାରକାରୀ
-ସୌମ୍ୟାଶ୍ରୀଙ୍କ ଦେହରେ ନିଆଁ ଲାଗିଥିଲା ବେଳେ ଉଦ୍ଧାର କରିବାକୁ ଯାଇ ଆହତ ହୋଇଥିଲେ ଜ୍ୟୋତି ପ୍ରକାଶ ବିଶ୍ୱାଳ
-SCBରେ ଚିକିତ୍ସିତ ହୋଇଥିଲେ
-ସୌମ୍ୟାଶ୍ରୀଙ୍କୁ ଆତ୍ମହତ୍ୟା ପାଇଁ ପ୍ରବର୍ତ୍ତାଇଥିବା ତଥ୍ୟ ପାଇ ଗିରଫ କରାଯାଇଛି
-ତାଙ୍କ ସହ ABVPର ରାଜ୍ୟ ଯୁଗ୍ମ ସମ୍ପାଦକ ଶୁଭ୍ର ସମ୍ବିତ ନାୟକ ମଧ୍ୟ ଗିରଫ

  • jmjnewso

    Related Posts

    ଭଞ୍ଜନଗର ଥାନାରେ ତୃତୀୟ ମୋବାଇଲ ମେଳା

    Spread the love

    Spread the loveଭଞ୍ଜନଗର : ଜେଏମଜେ ନ୍ୟୁଜ (ପୁରୁଷୋତ୍ତମ ମହାପାତ୍ର ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନାରେ ଚଳିତ ବର୍ଷର ତୃତୀୟ ମୋବାଇଲ ମେଳା ଅନୁଷ୍ଠିତ ହୋଇଥିଲା। ଚଳିତ ବର୍ଷ ଚୋରି ଓ ହଜିଯାଇଥିବା ମୋବାଇଲ୍ ଫୋନ୍‌ ମଧ୍ୟରୁ ମୋଟ ୩୫ଟି…

    କୁଶପଡା ରେ ନିଆରା ବାହୁଡା଼ ଯାତ୍ରା

    Spread the love

    Spread the love ଦିଗପହଣ୍ଡି : ଜେଏମଜେ ନ୍ୟୁଜ (ଗଜାନନ ତ୍ରିପାଠୀ ): ଓଡ଼ିଶା ରାଜ୍ୟ ଗଂଜାମ ଜିଲ୍ଲା ଦିଗପହଣ୍ଡିର କୁଶପଡ଼ାରେ ଗ୍ରାମରେ କବିରୀଜ ଡ଼କ୍ଟର ଗଜାନନ ତ୍ରିପାଠୀ ଆଇନଜୀବୀ ଏବଂ ସାମ୍ବାଦିକ ଙ୍କ ଦ୍ବାରା ପ୍ରତିଷ୍ଠିତ ଚତୁର୍ଦ୍ଧା ଦୁରୁ ଦିଅଁ…

    Leave a Reply

    Your email address will not be published. Required fields are marked *

    You Missed

    ଧର୍ମେନ୍ଦ୍ର ଓଡ଼ିଶା ଆସିବା ପରେ ଭାଜପା ନେତାଙ୍କ ସହ ବଡ଼ ବୈଠକ କଲେ ମୁଖ୍ୟମନ୍ତ୍ରୀ

    ଧର୍ମେନ୍ଦ୍ର ଓଡ଼ିଶା ଆସିବା ପରେ ଭାଜପା ନେତାଙ୍କ ସହ ବଡ଼ ବୈଠକ କଲେ ମୁଖ୍ୟମନ୍ତ୍ରୀ

    ଜନତା ମାଗେ ଜବାବ 30 ଜୁଲାଇ 2026

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ