ରାଜସ୍ବ କାର୍ଯ୍ୟାଳୟରେ ବାୟମେଟ୍ରିକ ଉପସ୍ଥାନ ଲାଗୁ କରିବା ପାଇଁ ଜିଲ୍ଲପାଳମାନଙ୍କୁ ଚିଠି

Spread the love

ଭୁବନେଶ୍ବର: ଜେଏମଜେ ବ୍ୟୁରୋ : ପ୍ରତ୍ୟେକ ଜିଲ୍ଲାର ସମସ୍ତ ରାଜସ୍ବ କାର୍ଯ୍ୟାଳୟରେ ବାୟମେଟ୍ରିକ ଉପସ୍ଥାନ ଲାଗୁ କରିବା ପାଇଁ ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ବିଭାଗ, ଓଡ଼ିଶା ସରକାର ସମସ୍ତ ଜିଲ୍ଲପାଳମାନଙ୍କୁ ଚିଠି ପ୍ରେରଣ କରିଛନ୍ତି। ସମସ୍ତ ରାଜସ୍ବ କାର୍ଯ୍ୟାଳୟର ତଳ କର୍ମଚାରୀଙ୍କଠାରୁ ଆରମ୍ଭ କରି ଉଚ୍ଚପଦସ୍ଥ ଅଧିକାରୀଙ୍କ ପାଇଁ  ବାୟମେଟ୍ରିକ ଉପସ୍ଥାନ ଲାଗୁ ହେବ। ଏହାଫଳରେ ସମସ୍ତ କର୍ମଚାରୀ ଠିକ୍ ସମୟରେ ଅଫିସରେ ପହଞ୍ଚିବେ ବୋଲି ଆଶା କରାଯାଉଥିବା ଏହି ଚିଠିରେ କୁହାଯାଇଛି।

ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଜୁଲାଇ ୨୧ ତାରିଖରେ କଟକର ଏକ କାର୍ଯ୍ୟାଳୟରେ କେତେକ କର୍ମଚାରୀ ବିଳମ୍ବରେ ଅଫିସ୍‌କୁ ଆସୁଥିବାର ଲକ୍ଷ୍ୟ କରିଥିଲେ। ତାଙ୍କ ଆଦେଶକ୍ରମେ ପ୍ରତ୍ୟେକ ଜିଲ୍ଲାର ସମସ୍ତ ରାଜସ୍ବ କାର୍ଯ୍ୟାଳୟରେ ବାୟମେଟ୍ରିକ ଉପସ୍ଥାନ ଲାଗୁ କରିବା ଲାଗି ନିଷ୍ପତ୍ତି ହୋଇଛି।

  • jmjnewso

    Related Posts

    ରାଜ୍ୟ ଯୋଜନା ବୋର୍ଡ ଗଭର୍ଣ୍ଣିଂ କାଉନ୍‌ସିଲ୍‌ର ଅଧ୍ୟକ୍ଷ ରହିବେ ମୁଖ୍ୟମନ୍ତ୍ରୀ

    Spread the love

    Spread the loveଭୁବନେଶ୍ୱର: ଜେଏମଜେ ନ୍ୟୁଜ : ରାଜ୍ୟ ସରକାର ଖୁବ୍ ଶୀଘ୍ର ଷ୍ଟେଟ୍ ଇନଷ୍ଟିଚ୍ୟୁଟ୍ ଫର ଟ୍ରାନ୍ସଫର୍ମେଟିଭ୍ ଇନିସିଏଟିଭ୍ସ ବା SITI ଓଡିଶା ପ୍ରତିଷ୍ଠା କରିବେ । ଏହା ରାଜ୍ୟ ସରକାରଙ୍କ ଏକ ଥିଙ୍କ ଟ୍ୟାଙ୍କ ବା ଏକ ଶୀର୍ଷସ୍ତରୀୟ…

    ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ରାଜସ୍ଵ ବିଭାଗ ପକ୍ଷରୁ ଜାରି ହୋଇଛି ନୂଆ ଏସ୍‌ଓପି ।

    Spread the love

    Spread the loveଭୁବନେଶ୍ୱର: ଜେଏମଜେ ନ୍ୟୁଜ (ସମୀର ରଞ୍ଜନ ନାୟକ ): ହିଟ୍ଓ୍ୱେଭ୍ ନେଇ ରାଜସ୍ୱ ବିଭାଗର ପ୍ରସ୍ତୁତି ବୈଠକ । ଜିଲ୍ଲାପାଳ ମାନଙ୍କ ସହ ବସିଥିବା ପ୍ରସ୍ତୁତି ବୈଠକରେ ହିଟ୍ଓ୍ୱେଭ୍ ନେଇ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ…

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!

    ରାଜ୍ୟ ଯୋଜନା ବୋର୍ଡ ଗଭର୍ଣ୍ଣିଂ କାଉନ୍‌ସିଲ୍‌ର ଅଧ୍ୟକ୍ଷ ରହିବେ ମୁଖ୍ୟମନ୍ତ୍ରୀ

    ରାଜ୍ୟ ଯୋଜନା ବୋର୍ଡ ଗଭର୍ଣ୍ଣିଂ କାଉନ୍‌ସିଲ୍‌ର ଅଧ୍ୟକ୍ଷ ରହିବେ ମୁଖ୍ୟମନ୍ତ୍ରୀ

    ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ରାଜସ୍ଵ ବିଭାଗ ପକ୍ଷରୁ ଜାରି ହୋଇଛି ନୂଆ ଏସ୍‌ଓପି ।

    ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ରାଜସ୍ଵ ବିଭାଗ ପକ୍ଷରୁ ଜାରି ହୋଇଛି ନୂଆ ଏସ୍‌ଓପି ।

    ମୋକିମଙ୍କ ନୂଆ ଦଳ ଲୋକାର୍ପିତ

    ମୋକିମଙ୍କ ନୂଆ ଦଳ ଲୋକାର୍ପିତ

    ରାଜ୍ୟର ସବୁ ସାଂସଦଙ୍କୁ ଚିଠି ଲେଖିଲେ ନବୀନ

    ରାଜ୍ୟର ସବୁ ସାଂସଦଙ୍କୁ ଚିଠି ଲେଖିଲେ ନବୀନ

    ଗଞ୍ଜେଇ ସହ ଆଇ ଟେନ କାର ଜବତ, ଡ୍ରାଇଭର ଫେରାର

    ଗଞ୍ଜେଇ ସହ ଆଇ ଟେନ କାର ଜବତ, ଡ୍ରାଇଭର ଫେରାର