ପଟ୍ଟାମୁଣ୍ଡାଇ ଛାତ୍ରୀ ଆତ୍ମହତ୍ୟା ମାମଲା, ମୃତ ଛାତ୍ରୀଙ୍କ ମୋବାଇଲ ସିଜ୍ କଲା ପୁଲିସ,ଖୋଲିବକି ଆତ୍ମହତ୍ୟା ରହସ୍ୟ?

Spread the love


ଜେଏମଜେ ବ୍ୟୁରୋ : ରାଜ୍ୟରେ ଚାଲିଛି କ’ଣ ? ପ୍ରଥମେ ବାଲେଶ୍ୱର, ପରେ ବଳଙ୍ଗା ଓ ଏବେ ପଟ୍ଟାମୁଣ୍ଡାଇରେ ଜଣେ ଛାତ୍ରୀ ନିଜକୁ ଜାଳି ଆତ୍ମହତ୍ୟା କରିଦେଇଛନ୍ତି । ଏହି ଆତ୍ମହତ୍ୟା ଘଟଣା ଏବେ ରାଜ୍ୟ ରାଜନୀତିକୁ ପୁଣି ସରଗରମ କରିଛି । ଏହା ପଛରେ କାହାର ହାତ ଅଛି, କିଏ ପ୍ରକୃତ ଦୋଷୀ ତାକୁ ଆଇନ ଧରିବ । ହେଲେ ଏବେ ମୃତ ଛାତ୍ରୀଙ୍କ ମୋବାଇଲ ପୁଲିସ ଦ୍ୱାରା ସିଜ୍ ହୋଇଥିବାରୁ ଛାତ୍ରୀ ମୃତ୍ୟୁର ରହସ୍ୟ ଖୁବଶୀଘ୍ର ଖୋଲିବ ବୋଲି ଅନୁମାନ କରାଯାଉଛି ।
ସେପଟେ ପୋଡ଼ିହୋଇ ମୃତ୍ୟୁବରଣ କରିଥିବା ଛାତ୍ରୀଙ୍କ ବାପା ଆଣିଲେ ସାଂଘାତିକ ଅଭିଯୋଗ । କହିଲେ , ହାରାସମେଣ୍ଟ୍‌ ହୋଇ ଝିଅ ସୁଇସାଇଡ୍‌ କରିଦେଲା । ମୁଁ ପୁଅର ନାମ ଜାଣି ନାହିଁ , ତାଙ୍କର ବ୍ରେକ୍‌ଅପ୍‌ ହୋଇଯାଇଛି । ବାରମ୍ବାର ବ୍ଲାକ୍‌ମେଲ୍‌ କରୁଥିଲା ପୁରୁଷବନ୍ଧୁ ।

ସୋସିଆଲ ମିଡିଆରେ ଫଟୋ ଛାଡ଼ିବା ସହ କିରାସିନି ପକାଇ ମାରିଦେବାକୁ ଧମକ ଦେଉଥିଲା । ଗ୍ରାମାଞ୍ଚଳ ଥାନାରେ ୬ ମାସ ପର୍ବେ ଅଭିଯୋଗ କରିଥିଲୁ କିନ୍ତୁ ପୁଲିସ ଅଭିଯୋଗ ରଖିନଥିଲେ । ଲିଖିତ ଅଭିଯୋଗ କରିବାକୁ କହିଥିଲା ପୁଲିସ । ମାନସିକ ନିର୍ୟାତନା ଅସହ୍ୟ ହେବାରୁ ମୋ ଝିଅ ନିଜକୁ ଜାଳିଦେଲା ।
ଏପଟେ ଘଟଣା ସ୍ଥଳରେ SP ଉପସ୍ଥିତ ରହି ତଦନ୍ତ କରୁଥୁବା ବେଳେ ସାଇଣ୍ଟିଫିକ ଟିମ ପହଂଚି ତଦନ୍ତ କରୁଥିବା ଜଣାଯାଇଛି..

  • jmjnewso

    Related Posts

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    Spread the love

    Spread the love ଜେଏମଜେ ବ୍ୟୁରୋ :ମଣିପୁରର ଜିରିବାମ ଜିଲ୍ଲାର ଲେଇସଙ୍ଗ କୁକି ଗାଁରେ ଏକ ପୁଣି ହିଂସାକାଣ୍ଡ ଘଟିଛି । ଦୁଇଜଣ ଆଦିବାସୀ ମହିଳାଙ୍କୁ ଗୁଳି କରି ହତ୍ୟା କରାଯାଇଛି ଏବଂ ଏକାଧିକ ଫାର୍ମହାଉସ୍‌କୁ ନିଆଁ ଲଗାଇ ପୋଡ଼ି ଦିଆଯାଇଛି…

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    Spread the love

    Spread the loveବ୍ରହ୍ମପୁର : ଜେଏମଜେ ନ୍ୟୁଜ : (ତପେନ୍ଦ୍ର ଡାକୁଆ ):ବ୍ରହ୍ମପୁରର ପୂର୍ବତନ ମେୟର ପିଣ୍ଟୁ ଦାଶଙ୍କ ଭାଇ ପିଙ୍କୁ ଦାଶ ଓ ବୁଡୁ ମହାନ୍ତିଙ୍କ ସମେତ ୪ଅଭିଯୁକ୍ତଙ୍କୁ ପୁଲିସ ଗିରଫ କରିଛି । ଗିରଫ ଅଭିଯୁକ୍ତଙ୍କ ଠାରୁ ଗୋଟିଏ…

    Leave a Reply

    Your email address will not be published. Required fields are marked *

    You Missed

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 37 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 35 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 40 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 65 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    • By jmjnewso
    • September 15, 2026
    • 47 views
    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    • By jmjnewso
    • September 15, 2026
    • 47 views
    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ