ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି, ଅଗଷ୍ଟ 21 ନାମାଙ୍କନର ଶେଷ ତାରିଖ.

Spread the love

ଜେଏମଜେ ବ୍ୟୁରୋ : ଜାରି ହେଲା ଉପରାଷ୍ଟ୍ରପତି ପଦ ପାଇଁ ନିର୍ବାଚନ ବିଜ୍ଞପ୍ତି । ଆସନ୍ତା ସେପ୍ଟେମ୍ବର 9 ତାରିଖରେ ହେବାକୁ ଥିବା ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଆଜି ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଛି । ଆଜି ଠାରୁ ଆରମ୍ଭ ହେବ ନାମାଙ୍କନ ପ୍ରକ୍ରିୟା । ନାମାଙ୍କନ ଭରିବାର ଶେଷ ତାରିଖ ଅଗଷ୍ଟ 21 ତାରିଖକୁ ଧାର୍ଯ୍ୟ କରାଯାଇଥିବା ବେଳେ ଆବଶ୍ୟକୀୟ ନଥିପତ୍ରର ଯାଞ୍ଚ ଅଗଷ୍ଟ 22 ତାରିଖରେ କରାଯିବ । ଅଗଷ୍ଟ 25 ସୁଦ୍ଧା ପ୍ରାର୍ଥୀ ନାମାଙ୍କନ ପତ୍ର ପ୍ରତ୍ୟାହାର କରିପାରିବେ.ଗତ ଜୁଲାଇ 21 ତାରିଖରୁ ଭାରତୀୟ ଉପରାଷ୍ଟ୍ରପତି ପଦ ଖାଲି ରହିଛି । ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ସ୍ବାସ୍ଥ୍ୟଗତ ସମସ୍ୟାକୁ ନେଇ ଅଚାନକ ଇସ୍ତଫା ଦେଇଥିଲେ । 2027 ମସିହା ଅଗଷ୍ଟ ମାସରେ ପୂର୍ବତନ ରାଷ୍ଟ୍ରପତିଙ୍କ କାର୍ଯ୍ୟକାଳ ସମାପ୍ତ ହୋଇଥାନ୍ତା ।

  • jmjnewso

    Related Posts

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟରେ ଭିତ୍ତିଭୂମି ବିକାଶ କାର୍ଯ୍ୟର ମନ୍ଥର ଗତିକୁ ନେଇ ବ୍ୟାପକ ଅସନ୍ତୋଷ ମଧ୍ୟରେ, ବର୍ତ୍ତମାନ ଖୋଦ ଶାସକ ଦଳର ତିନିଜଣ ପ୍ରଭାବଶାଳୀ ସାଂସଦ ସରକାରଙ୍କ ଉପରେ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି।ବଲାଙ୍ଗୀର…

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    Spread the love

    Spread the loveଜେଏମଜେ ବ୍ୟୁରୋ : ସରକାରୀ କାମରେ ବଡ଼ ଗଡ଼ବଡ଼ର ଅଭିଯୋଗ । ଚିଠି ଲେଖି ଅସନ୍ତୋଷ ଝାଡ଼ିଲେ ତିନି ସାଂସଦ । ସଙ୍ଗୀତା ସିଂଦେଓ, ବଳଭଦ୍ର ମାଝୀ,ଓ ପାଣିଗ୍ରାହୀଙ୍କ ଚିଠି । ତେବେ ଚିଠିରେ କେଉଁ ସାଂସଦ କଣ…

    Leave a Reply

    Your email address will not be published. Required fields are marked *

    You Missed

    ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ କେନ୍ଦ୍ର ସରକାର

    • By jmjnewso
    • September 17, 2026
    • 24 views
    ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ କେନ୍ଦ୍ର ସରକାର

    ଦାନା ବାନ୍ଧିଲାଣି ଲଘୁଚାପ :ଓଡ଼ିଶା ଉପକୂଳ ଆଡ଼କୁ ମୁହାଁଇବା ସମ୍ଭାବନା

    • By jmjnewso
    • September 17, 2026
    • 15 views
    ଦାନା ବାନ୍ଧିଲାଣି ଲଘୁଚାପ :ଓଡ଼ିଶା ଉପକୂଳ ଆଡ଼କୁ ମୁହାଁଇବା ସମ୍ଭାବନା

    ପୁଣି 22 କୁ ଘୁଞ୍ଚିଲା DGP ମାମଲାର ସୁପ୍ରିମକୋର୍ଟରେ ଶୁଣାଣି

    • By jmjnewso
    • September 17, 2026
    • 15 views
    ପୁଣି 22 କୁ ଘୁଞ୍ଚିଲା DGP ମାମଲାର ସୁପ୍ରିମକୋର୍ଟରେ ଶୁଣାଣି

    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    • By jmjnewso
    • September 16, 2026
    • 41 views
    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    • By jmjnewso
    • September 16, 2026
    • 34 views
    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    • By jmjnewso
    • September 16, 2026
    • 36 views
    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..