ରାଜ୍ୟରେ ହୋଇପାରିବନି ଗୋହତ୍ୟା : ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦେଶ

Spread the love

ଜେଏମଜେ ବ୍ୟୁରୋ : ରାଜ୍ୟରେ ହୋଇପାରିବନି ଗୋହତ୍ୟା । ଓଡ଼ିଶା ପ୍ରିଭେନସନ୍ ଅଫ୍ କାଓ ସ୍ଲଟର ଆକ୍ଟ ୧୯୬୦ କଡ଼ାକଡ଼ି ହେବ । କଡ଼ାକଡ଼ି ପାଳନ କରିବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ଜନସ୍ବାର୍ଥ ମାମଲାର ଶୁଣାଣି କରି ହାଇକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି । 

ରାଜ୍ୟରେ ଗୋଚାଲାଣ ଓ ଗୋହତ୍ୟା ଭଳି ଅପରାଧ ଦିନକୁ ଦିନ ବଢ଼ିଚାଲିଥିଲା । ପ୍ରତିଦିନ କେଉଁଠି ନା କେଉଁଠି ଗୋଚାଲାଣ ବେଳେ ଗାଡ଼ି ଧରାପଡ଼ୁଥିଲା । ଆଉ କେଉଁଠି କେଉଁଠିତ ଗୋମାଂସ ଚୋରା ଚାଲାଣ ବେଳେ ଗାଡ଼ି ଧରାପଡ଼ିଥିବାର ନଜିର ରହିଛି । ଏହି ସବୁକୁ ରୋକିବା ପାଇଁ ଅନେକ ସମାଜସେବୀ ଏବଂ ସାଧାରଣ ଲୋକ ନିବେଦନ କରିଆସୁଥିଲେ, କିନ୍ତୁ ସରକାର ଏହା ଉପରେ କୌଣସି ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନେଉନଥିଲେ । ଆଜି ଏହି ହାଇକୋର୍ଟ ଏ ସବୁକୁ ରୋକିବା ପାଇଁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଆଉ ହାଇକୋର୍ଟଙ୍କ ଏହି ନିର୍ଦ୍ଦେଶକୁ ସ୍ବାଗତ କରାଯାଇଛି । 

  • jmjnewso

    Related Posts

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    Spread the love

    Spread the love ଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ତଦନ୍ତ କମିସନ ଫାଇଲ୍ ଗାଏବ ହେବା ଘଟଣାରେ ରାଜ୍ୟ ବିଜେପି ପକ୍ଷରୁ କଡ଼ା ପ୍ରତିକ୍ରିୟା ପ୍ରକାଶ ପାଇଛି । ଏହି ସମ୍ବେଦନଶୀଳ ମାମଲାରେ ଯେଉଁମାନେ ଦୋଷୀ ସେମାନେ ଜେଲ୍ ଯିବେ…

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    Spread the love

    Spread the loveଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଗୁରୁତ୍ୱପୂର୍ଣ୍ଣ ତଦନ୍ତ କମିସନ ଫାଇଲ ହଜିବା ମାମଲାରେ ଏବେ ତଦନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଏହି ସମ୍ବେଦନଶୀଳ ଘଟଣାରେ ଆଜି ଏକ ବଡ଼ ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ

    ଏସଆଇ ଆର କୁ ନେଇ ଏବେ ବି ଅଜ୍ଞ କୋରାପୁଟିଆ ଆଦିବାସୀ

    ଏସଆଇ ଆର କୁ ନେଇ ଏବେ ବି ଅଜ୍ଞ କୋରାପୁଟିଆ ଆଦିବାସୀ