ବିନା କାଗଜପତ୍ରରେ ଚାଲିଥିଲା ନର୍ସିଂ ହୋମ୍, ସିଲ୍ କଲା ଜିଲ୍ଲା ପ୍ରଶାସନ ଓ ସ୍ୱାସ୍ଥ୍ୟ ବିଭାଗ

Spread the love

ଜେଏମଜେ ବ୍ୟୁରୋ : ବିନା କାଗଜପତ୍ରରେ ଚାଲିଥିଲା ନର୍ସିଂ ହୋମ୍‌ । ଆକ୍ସନ ନେଲା ଜିଲ୍ଲା ପ୍ରଶାସନ । ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଉସ୍ତାରେ ଥିବା ଘରୋଇ ସାହାରା ନାମକ ଏକ ନର୍ସିଂ ହୋମ୍‌କୁ ସିଲ୍‌ କଲା ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ।

ଖବର ଅନୁଯାୟୀ, ସାନଖେମୁଣ୍ଡି ବ୍ଲକ ଡେଙ୍ଗାଉସ୍ତାରେ ଏକ ଘରୋଇ ନର୍ସିଂ ହୋମ୍‌ ବେଆଇନ୍‌ ଭାବେ ଚାଲିଥିଲା । କୌଣସି ସୁତ୍ରରୁ ଖବର ପାଇ ଆକ୍ସନକୁ ଆସିଥିଲା ଜିଲ୍ଲା ପ୍ରଶାସନ । ସାନଖେମୁଣ୍ଡି ତହସିଲ ରାମଚନ୍ଦ୍ର ପଟ୍ଟନାୟକ, ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ, ଡ୍ରଗ୍ସ ଇନ୍‌ସପେକ୍ଟର ଓ ଦିଗପହଣ୍ଡି ପୋଲିସ ଉକ୍ତ ନର୍ସିଂ ହୋମରେ ପହଞ୍ଚି ତଦନ୍ତ କରିବା ସହ ସିଲ୍‌ କରିଥିଲେ । ଏହାସହ ଅନେକ କାଗଜପତ୍ର ମଧ୍ୟ ଜବତ କରିଛି ଜିଲ୍ଲା ପ୍ରଶାସନ ଓ ସ୍ୱାସ୍ଥ୍ୟ ବିଭାଗ । ତେବେ ବିନା କାଗଜପତ୍ରରେ କିଭଳି ଏତେ ଦିନ ହେଲା ନର୍ସିଂ ହୋମ୍‌ ଚାଲିଥିଲା । ସେନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି ।

  • jmjnewso

    Related Posts

    ଭଞ୍ଜନଗର ଥାନାରେ ତୃତୀୟ ମୋବାଇଲ ମେଳା

    Spread the love

    Spread the loveଭଞ୍ଜନଗର : ଜେଏମଜେ ନ୍ୟୁଜ (ପୁରୁଷୋତ୍ତମ ମହାପାତ୍ର ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନାରେ ଚଳିତ ବର୍ଷର ତୃତୀୟ ମୋବାଇଲ ମେଳା ଅନୁଷ୍ଠିତ ହୋଇଥିଲା। ଚଳିତ ବର୍ଷ ଚୋରି ଓ ହଜିଯାଇଥିବା ମୋବାଇଲ୍ ଫୋନ୍‌ ମଧ୍ୟରୁ ମୋଟ ୩୫ଟି…

    କୁଶପଡା ରେ ନିଆରା ବାହୁଡା଼ ଯାତ୍ରା

    Spread the love

    Spread the love ଦିଗପହଣ୍ଡି : ଜେଏମଜେ ନ୍ୟୁଜ (ଗଜାନନ ତ୍ରିପାଠୀ ): ଓଡ଼ିଶା ରାଜ୍ୟ ଗଂଜାମ ଜିଲ୍ଲା ଦିଗପହଣ୍ଡିର କୁଶପଡ଼ାରେ ଗ୍ରାମରେ କବିରୀଜ ଡ଼କ୍ଟର ଗଜାନନ ତ୍ରିପାଠୀ ଆଇନଜୀବୀ ଏବଂ ସାମ୍ବାଦିକ ଙ୍କ ଦ୍ବାରା ପ୍ରତିଷ୍ଠିତ ଚତୁର୍ଦ୍ଧା ଦୁରୁ ଦିଅଁ…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ

    ଏସଆଇ ଆର କୁ ନେଇ ଏବେ ବି ଅଜ୍ଞ କୋରାପୁଟିଆ ଆଦିବାସୀ

    ଏସଆଇ ଆର କୁ ନେଇ ଏବେ ବି ଅଜ୍ଞ କୋରାପୁଟିଆ ଆଦିବାସୀ